ଅଗଷ୍ଟ ୧ରୁ ଖୋଲିବ ଭିତରକନିକା

ରାଜନଗର, ୨୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖ ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। କୁମ୍ଭୀର ପ୍ରଜନନ ଋତୁ ପାଇଁ ଏହି ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ଯାଏଁ ବନ୍ଦ ରଖାଯାଇଛି। ବଉଳା କୁମ୍ଭୀରମାନେ ପ୍ରଜନନ ସମୟରେ ଅଧିକ ହିଂସ୍ର ହେବା ସହ ଆକ୍ରମଣ କରିବାର ଆଶଙ୍କା ରହିଥାଏ। ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରଖାଯାଇଛି। ଚଳିତବର୍ଷ ପ୍ରଜନନ ଋତୁରେ କେବଳ କନିକା ରେଞ୍ଜରେ ବଉଳା କୁମ୍ଭୀର ୯୨ଟି ବସା କରି ଅଣ୍ଡା ଦେଇଥିବା ଜଣାପଡ଼ିଛି।


All Right Reserved By Dharitri.Com

ଲଙ୍କାଗୁଣ୍ଡ ପକାଇ ୧.୬୬ଲକ୍ଷ ଲୁଟ୍‌ ଅଭିଯୋଗ

ଚାନ୍ଦବାଲି, ୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ସୋମବାର ଅପରାହ୍ନରେ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ...

ସକାଳୁ ଚା’ କରିବାବେଳେ ଗ୍ୟାସ୍‌ ସିଲିଣ୍ଡର ଫାଟିଲା

କେସିଙ୍ଗା,୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଅଧୀନ ଉତ୍କେଲା ପଞ୍ଚାୟତ ଅଧୀନ କାଦୋପଡା ଗ୍ରାମରେ ଶୁକ୍ରବାର ଅଘଟଣ ଘଟିଛି। ସକାଳ ୬ଟାରେ ଜଣେ ବ୍ୟକ୍ତିଙ୍କ...

ଅଜନା ରୋଗ୍‌ରେ ପୀଡ଼ିତ ଭାଇବହେନ୍‌: ଚିକିଛା ସାହାଯ୍‌ ଲାଗି ଗୁହାରି କଲେ ମା’ବାପ୍‌

ଖପ୍ରାଖୋଲ, ୨୩ା୮ (ଡି.ଏନ୍‌.ଏ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଁଚେତ୍‌ ବାଗଝରନ୍‌ ଗଁାର ସମାରୁ ଭୋଇକଁର ଝି’ ପଦ୍ମିନୀ(୩୦) ଆର ପୁଓ ପୁସ୍ତମ(୨୫) ଅଜନା ରୋଗ୍‌ରେ...

ଜଜାଙ୍ଗ ରଶ୍ମିରଞ୍ଜନ ହତ୍ୟା ମାମଲା : ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ

ଜଗତ୍‌ସିଂହପୁର ଅଫିସ,୪ା୧୧: ତିର୍ତ୍ତୋଲ ଥାନା ଅଧୀନ ବେଗୁଡିଆ ଜଜାଙ୍ଗ ଗ୍ରାମର ଦୀପା ଓରଫ ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ।...

ମୁକୁଳା ପଡ଼ିଛି ତ୍ରିବେଣୀନଗର ଡ୍ରେନ୍‌

ବ୍ରହ୍ମପୁର ଅଫିସ,୯ା୬-ବ୍ରହ୍ମପୁରକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ବହୁ ପଦକ୍ଷେପ ନେଉଛି। ଫାଉଣ୍ଟେନଠାରୁ ଆରମ୍ଭ କରି ସହରର କାନ୍ଥଗୁଡିକରେ...

ସ୍ବର୍ଣ୍ଣ ତ୍ରିଭୁଜକୁ ହତାଦର

ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ, ମହିମା ଧର୍ମର ପ୍ରମୁଖ ପୀଠ ଯୋରନ୍ଦା ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ସପ୍ତଶଯ୍ୟା। ଢେଙ୍କାନାଳ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ବର୍ଣ୍ଣ ତ୍ରିଭୁଜ...

ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିସ୍ଥାପିତଙ୍କ ଆମରଣ ଅନଶନ

ଲଖନପୁର,୪।୧୧(ଡି.ଏନ୍‌.ଏ): ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତ ଲୋକଙ୍କୁ ୧୦ ଡିସିମିଲ ଘରଡ଼ିହ ଜମି ଯୋଗାଇ ଦେବା ପାଇଁ ସରକାର ଘୋଷଣା କରିଥିଲେ। ମାତ୍ର ସରକାରଙ୍କ କାଳବିଳମ୍ବ...

ଆସୁଛି ନୂଆବର୍ଷ: ପୁରୀ ପ୍ୟାକ୍‌, ହୋଟେଲରେ ମିଳୁନି ରୁମ୍‌; ଜମିଲାଣି ପର୍ଯ୍ୟଟକଙ୍କ ଗହଳି

ପୁରୀ ଅଫିସ, ୨୯ା୧୨: ଆସୁଛି ନୂଆବର୍ଷ। ଏଥିପାଇଁ ପର୍ଯ୍ୟଟନ ସହର ପୁରୀରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସହରର ବିଭିନ୍ନ ହୋଟେଲ, ଲଜିଂ, ମଠ,...

Leave a comment

Your email address will not be published. Required fields are marked *