Posted inଜାତୀୟ

ବମ୍ବେ ଆଇଆଇଟି ଶ୍ରେଣୀ କକ୍ଷରେ ପାଠପଢ଼ା ସମୟରେ ପଶିଲା ବୁଲା ଗାଈ: ସୋସିଆଲ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୨୯।୭: ବମ୍ବେ ଆଇଆଇଟିର ଶ୍ରେଣୀ କକ୍ଷରେ ପାଠପଢ଼ା ଚାଲିଥିବା ସମୟରେ ଏକ ବୁଲା ଗାଈ ହଠାତ୍‌ ପଶିଥିବା ଘଟଣା ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଆଇଆଇଟି କର୍ତ୍ତୃପକ୍ଷଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନ ଚିହ୍ନ ଉଠିଛି। ଗାଈଟି ପ୍ରଫେସର ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟ ଦେଇ ଆରାମରେ ଚାଲି ଯାଇଥିବା ଦୃଶ୍ୟ ଭିଡ଼ିଓରେ ରହିଛି। ଆଇଆଇଟି କ୍ୟାମ୍ପସ୍‌ରେ ବୁଲା ଗୋରୁ ଅବାଧରେ ବିଚରଣ କରୁଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ. ଦୁଇ ସପ୍ତାହ ତଳେ ୨ ବୁଲା ଷଣ୍ଢ ଆକ୍ରମଣରେ ଜଣେ ଛାତ୍ର ଆହତ ହେବା ପରେ ମଧ୍ୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିବା କୁହାଯାଉଛି।


All Right Reserved By Dharitri.Com

ନାବାଳିକା ଗଣବଳାତ୍କାର ଓ ହତ୍ୟା ମାମଲା:ଦୋଷୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ, ୨।୮(ପି.ଟି.):ନାବାଳିକା ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ସୁପ୍ରିମକୋର୍ଟ ଅପରାଧୀ ମନୋହରନ୍‌ଙ୍କ ମୃତ୍ୟୁଦଣ୍ଡାଦେଶକୁ ଗୁରୁବାର କାଏମ ରଖିଛନ୍ତି। ୨୦୧୦ରେ କୋଏମ୍ବାଟୁର୍‌ରେ ଜନୈକା ୧୦ ବର୍ଷର...

ମୁମ୍ବାଇରେ ଜଳପ୍ରଳୟ: ବୁଡିଗଲା ଗାଡି, ଦୁଇ ମୃତ

ମୁମ୍ବାଇ, ୩।୭: ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଗତ ୨ ବର୍ଷର ରେକର୍ଡ ଭାଙ୍ଗି ଦେଇଛି। ମୂଷଳ ଧାରାରେ...

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ...

କେମିତି ସମୟ କାଟୁଛନ୍ତି ମୁଫତି, ଅବଦୁଲ୍ଲା

ଶ୍ରୀନଗର,୧୮।୮: ପାଖାପାଖି ୧୨ ଦିନ ହେବ ନଜରବନ୍ଦୀ ଅଛନ୍ତି ଜମ୍ମୁ-କଶ୍ମୀରର ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଓ ମେହେବୁବା ମୁଫତି। ହେଲେ ଏବେ ସେମାନେ...

ଲ୍ୟାଣ୍ଡର ବିକ୍ରମ ସହ ସମ୍ପର୍କ ନ କରିପାରି ପ୍ରୟାଗରାଜରେ ସଫ୍ଟ ଲ୍ୟାଣ୍ଡିଂ କଲେ ଯୁବକ

ପ୍ରୟାଗରାଜ,୧୯।୯: ପ୍ରୟାଗରାଜରେ ୩ଦିନରୁ ଜାରି ରହିଥିବା ଡ୍ରାମା ବୁଧବାର ଶେଷ ହୋଇଛି। ଫିଲ୍ମ ସୋଲେରେ ଯେଉଁଭଳି ଧର୍ମେନ୍ଦ୍ର ଟାଓ୍ବାର ଉପରେ ଚଢ଼ି ବାସନ୍ତୀ ସହ ବିବାହ...

ନୀତୀଶ କୁମାରଙ୍କ ଗାଡି ଉପରକୁ କାଳିମାଡ

ପାଟନା,୨୪।୯: ବିହାର ମୁଜଫରନଗରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଗାଡି ଉପରକୁ ମଙ୍ଗଳବାର ଗରିବ ଜନକ୍ରାନ୍ତି ଦଳର କର୍ମକର୍ତ୍ତମାନେ କାଳି ମାଡ କରିବା ସହ କଳା ପତାକା...

ଇନ୍ଦୋର ଆସିଲା ବିଶ୍ୱର ପ୍ରଥମ ରୋବୋ ନାଗରିକ ସୋଫିଆ

ଇନ୍ଦୋର,୪।୧୦: ବିଶ୍ୱର ପ୍ରଥମ ରୋବୋ ନାଗରିକ ସୋଫିଆ ମଧ୍ୟ ପ୍ରଦେଶର ଇନ୍ଦୋରରେ ପହଞ୍ଚିଥିବା ଖବର ମିଳିଛି। ଏଠାରେ ଚାଲିଥିବା ଇଣ୍ଟରନ୍ୟାଶନାଲ ରାଉଣ୍ଡ ସ୍କୋୟାର କନଫରେନ୍ସରେ ସୋଫିଆକୁ...

ଶିବସେନାର ସମର୍ଥନ କଂଗ୍ରେସ ପାଇଁ ମାରାତ୍ମକ: ନିରୁପମ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ସବୁ ଦଳ ଅଙ୍କ କଷିବାରେ ଲାଗିଛନ୍ତି। ଇତି ମଧ୍ୟରେ ମୁମ୍ବାଇର କଂଗ୍ରେସ ନେତା ସଞ୍ଜୟ ନିରୁପମ ମଧ୍ୟ ମେଣ୍ଟକୁ...

Leave a comment

Your email address will not be published. Required fields are marked *