ଉପରମୁହାଁ କରୋନା ସଂକ୍ରମଣ: ୫୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୨ ଜଣ ଲୋକାଲ କେସ୍‌ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୨୯୨୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, କଟକରୁ ୮୯ଜଣ, ଦେଓଗଡ଼ରୁ ୨ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡ଼ାରୁ ୭ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୩ଜଣ ଚିହତନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୨୩୭ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜରୁ ୮ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୨୯ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ୧୫ଜଣ, ସୁନ୍ଦରଗଡ଼ରୁ ୨୯ଜଣ ସେହିପରି ଷ୍ଟେଟ ପୁଲ୍‌ରୁ ୫୧ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri