ସମୁଦ୍ରର କୁଶଳୀ ଶିକାରୀ ଶାର୍କ ଉପରେ ବିପଦ: ୨୬ ଦେଶର ୧୫୦ରୁ ଅଧିକ ପ୍ରାଣୀବିଜ୍ଞାନୀ କରୁଛନ୍ତି ଗବେଷଣା

ନ୍ୟୁୟର୍କ,୨୯।୭: ସମୁଦ୍ରର କୁଶଳୀ ଶିକାରୀ ଶାର୍କ ମାଛ ଉପରେ ଏବେ ବିପଦ ଘନଉଛି। ଅତ୍ୟଧିକ ମାଛ ଧରିବା ଯୋଗୁ ଶାର୍କ ମାଛ ପାଇଁ ଖାଦ୍ୟର ଅଭାବ ଦେଖାଦେଇଛି। ଏନେଇ ୨୬ଟି ଦେଶର ୧୫୦ରୁ ଅଧିକ ପ୍ରାଣୀବିଜ୍ଞାନୀ ଉପଗ୍ରହ ସହାୟତାରେ ଶାର୍କଙ୍କ ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି ଉପରେ ଗବେଷଣା ଜାରି ରଖିଛନ୍ତି। ଇତିମଧ୍ୟରେ ୨ ହଜାରରୁ ଅଧିକ ଶାର୍କ ଉପରେ ଅନୁଧ୍ୟାନ କରାଯାଇଥିବା ମିଆମି ବିଶ୍ୱବିଦ୍ୟାଳୟର ପ୍ରଫେସର ଡେଭିଡ୍‌ ସିମ୍ସ୍‌ ସୂଚନା ଦେଇଛନ୍ତି। ସମୁଦ୍ରରେ ଶାର୍କ ସଂଖ୍ୟା କମିବା ପରିବେଶ ସନ୍ତୁଳନ ବିଗାଡ଼ିବାରେ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। ତେଣୁ ଶାର୍କଙ୍କ ସଂଖ୍ୟା ବୃଦ୍ଧି ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


All Right Reserved By Dharitri.Com

ଦୁଇମୁଣ୍ଡିଆ କଇଁଛ

ଓ୍ବାଶିଂଟନ: ପ୍ରକୃତିରେ ବେଳେବେଳେ ଅନେକ ପ୍ରକାରର ବିସ୍ମୟ ବି ଦେଖିବାକୁ ମିଳିଥାଏ। ଠିକ୍‌ ଏମିତି ଏକ ବିସ୍ମୟ ଦେଖିବାକୁ ମିଳିଛି ଏକ କଇଁଛ ପାଖରେ। ସାଧାରଣତଃ...

ଲିବ୍ୟା ଗୃହଯୁଦ୍ଧ: ୩ ମାସରେ ମୃତ୍ୟୁ ସଂଖ୍ୟା ହଜାରେ ଟପିଲା; ସଂଘର୍ଷ ବିରାମ ପାଇଁ ଜାତିସଂଘର ଅପିଲ୍‌

ତ୍ରିପୋଲି, ୬।୭: ଲିବ୍ୟାରେ ଜାରି ରହିଥିବା ଗୃହଯୁଦ୍ଧ ସଙ୍କଟ ଜନକ ସ୍ଥିିତିରେ ପହଞ୍ଚିଛି। ଗତ ୩ ମାସ ମଧ୍ୟରେ ଏଠାରେ ଏକ ହଜାରରୁ ଅଧିକ ଲୋକଙ୍କ...

କାହିଁକି ଶୌଚାଳୟରେ ହେଲା ବିବାହ

ବିବାହ ଜୀବନର ଟର୍ଣ୍ଣିଂ ପଏଣ୍ଟ ବୋଲି କୁହାଯାଏ। କାରଣ ବିବାହ ପରେ ଉଭୟ ବରକନ୍ୟା ଆଉ ଏକ ନୂଆ ଜୀବନ ଆରମ୍ଭ କରିଥାଆନ୍ତି। ତେଣୁ କେତେକେ...

ଚାଇନା ସୋସିଆଲ ମିଡିଆରେ ଚନ୍ଦ୍ରୟାନ-୨ର ପ୍ରଶଂସା

ବେଜିଂ,୧୦।୯: ଭାରତର ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ ଏବେ ତା’ର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ସବୁ ଦେଶର...

ଚନ୍ଦ୍ରୟାନ-୨କୁ ନେଇ ଭାରତକୁ କଟାକ୍ଷ କଲା ପାକିସ୍ତାନ

ଇସ୍‌ଲାମାବାଦ,୭।୯: ପାକିସ୍ତାନ ପୁଣିଥରେ ଭାରତ ପ୍ରତି ଥିବା ତା’ର ନକରାତ୍ମକ ଭାବର ପ୍ରକାଶ କରିଛି। ଭାରତର ମହତ୍ତ୍ୱାକାଂକ୍ଷୀ ଚନ୍ଦ୍ରୟାନ-୨ର ବିଫଳତା ପରେ ପାକିସ୍ତାନ ଏହାକୁ ନେଇ...

ଆମେରିକା-ତାଲିବାନ ଶାନ୍ତି ଆଲୋଚନା: ଆତଙ୍କବାଦୀ ଆକ୍ରମଣରେ ୧୦ ପୋଲିସ କର୍ମୀ ନିହତ

କାବୁଲ୍‌,୩୧।୮: ଆମେରିକା-ତାଲିବାନ ଶାନ୍ତି ଆଲୋଚନା ଶେଷ ପର୍ଯ୍ୟାୟରେ ଥିବାବେଳେ ଶନିବାର ଆତଙ୍କବାଦୀ ଆକ୍ରମଣରେ ୧୦ ପୋଲିସ କର୍ମୀ ନିହତ ହୋଇଛନ୍ତି। ତାଲିବାନ୍‌ ଆତଙ୍କବାଦୀ ଉତ୍ତର ଆଫଗାନିସ୍ତାନର...

ପାକିସ୍ତାନ ରାଷ୍ଟ୍ରପତି ଦେଖାଇଲେ ନାଲିଆଖି: କହିଲେ ଯୁଦ୍ଧ ହେଲେ ଜେହାଦ୍‌ରେ ଦିଆଯିବ ଉତ୍ତର

ଇସଲାମାବାଦ୍‌,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ଅବସ୍ଥା ଭୋକ ବିକଳରେ ତାଟିଆ କାମୁଡ଼ା ଭଳି ହୋଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ବିଭିନ୍ନ ବିବାଦୀୟ...

ଡରିଲାଣି ପାକିସ୍ତାନ: ସର୍ତ୍ତ ରଖି କଥା ହେବାକୁ ଦେଉଛି ପ୍ରସ୍ତାବ

ଇସ୍‌ଲାମାବାଦ,୩୧।୮: ଭାରତକୁ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ଡରି ଯାଇଥିବା ଆଲୋଚନା ହେଉଛି। କାରଣ ସେ ଏବେ ଭାରତ ସହ ସର୍ତ୍ତମୂଳକ କଥା...

Leave a comment

Your email address will not be published. Required fields are marked *