Posted inଜାତୀୟ

ସାହସିକତା ପୁରସ୍କାର ପ୍ରାପ୍ତ ଯବାନ ପଞ୍ଜାବ ପୋଲିସରେ ଭର୍ତ୍ତି ହୋଇ ପାରିବେ: ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୯।୭: ସାହସିକତା ପୁରସ୍କାର ପାଇଥିବା ଯବାନମାନେ ଏବେ ଚାହିଁଲେ ପଞ୍ଜାବ ପୋଲିସରେ ଯୋଗ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ପ୍ରକାଶ କରିଛନ୍ତି। ସେ କହିଛନ୍ତି ଏମାନେ ସେନାରେ ଯେଉଁ ପଦବୀରେ ଥିବେ ତା’ଠାରୁ ଆଉ ଗୋଟିଏ ଉଚ୍ଚ ପଦବୀ ଦିଆଯିବ। ସରକାର ସେମାନଙ୍କୁ ସବୁ ସୁବିଧା ଯୋଗାଇ ଦେବେ ବୋଲି ଅମରିନ୍ଦର କହିଛନ୍ତି। ଏମିତି ଏକ ପ୍ରସ୍ତାବ ନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିବେ ବୋଲି କହିଛନ୍ତି। ଅନ୍ୟ ରାଜ୍ୟମାନେ ମଧ୍ୟ ସାହସିକତା ପୁରସ୍କାର ପ୍ରାପ୍ତ ଯବାନଙ୍କୁ ପୋଲିସରେ ସାମିଲ କରିବାକୁ ଚେଷ୍ଟା କରିବେ ବୋଲି ଉକ୍ତ ଚିଠିରେ ଉଲ୍ଲେଖ କରାଯିବ।


All Right Reserved By Dharitri.Com

ଅଦରକାରୀ ପାର୍ଟସ୍‌ରୁ ବାଇକ୍‌: ଦାମ୍‌ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ

ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍‌କୁ ଲକ୍ଷ୍ୟ କଲେ...

ଟ୍ରମ୍ପଙ୍କ ଗସ୍ତ ପୂର୍ବରୁ ଅହମଦାବାଦ ପହଞ୍ଚିଲେ ୨୦୦ ଆମେରିକା ସୁରକ୍ଷାକର୍ମୀ: ସ୍ବତନ୍ତ୍ର ଗାଡିରେ କରିବେ ରୋଡ ଶୋ’

ଅହମଦାବାଦ,୧୮।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।...

ନିର୍ଭୟା ମାମଲା: ବିନୟଙ୍କୁ ଝଟ୍‌କା, ସୁପ୍ରିମକୋର୍ଟରେ ଖାରଜ ହେଲା ଆବେଦନ

ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମାଙ୍କ ଆବେଦନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ରାଷ୍ଟ୍ରପତି ବିନୟଙ୍କ କ୍ଷମା ଆବେଦନକୁ ଖାରଜ କରିବା ପରେ...

ଏଣିକି ଡ୍ରାଇଭରଙ୍କୁ ଶୋଇବାକୁ ଦେବ ନାହିଁ ଇସ୍ରାଏଲ ସେନ୍ସର ଡିଭାଇସ୍‌

ଲକ୍ଷ୍ନୌ,୧୫।୭: ରାଜ୍ୟରେ ବୃଦ୍ଧି ପାଇଥିବା ସଡ଼କ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ କିଛି ଦିନ ତଳେ...

ରାଜଧାନୀରେ ଖବରଦାତାଙ୍କୁ ଗୁଳି

ନୂଆଦିଲ୍ଲୀ,୨୩।୬: ରାଜଧାନୀ ଦିଲ୍ଲୀର ବସୁନ୍ଧରା ଏନକ୍ଲେଭ ନିକଟରେ ମିତାଲି ଚନ୍ଦୋଲା ନାମକ ଜଣେ ଖବରଦାତାଙ୍କୁ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ ଗୁଳି କରିଥିବା ସୂଚନା...

ଅଣ୍ଡା ଖାଇଲେ ଶିଶୁ ବଡ଼ ହୋଇ ହେବେ ନରଭକ୍ଷୀ: ବିବାଦୀୟ ମନ୍ତବ୍ୟ ଦେଲେ ଭାଜପା ନେତା

ଭୋପାଳ,୩୧।୧୦: ମଧ୍ୟପ୍ରଦେଶ ଭାଜପା ନେତା ଗୋପାଳ ଭାର୍ଗବଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଅଧିକ ସଂଖ୍ୟକ ଶିଶୁ କୁପୋଷଣର ଶିକାର...

ପ୍ରିୟଙ୍କା ଯିବେ ରାଜ୍ୟ ସଭା !

ନୂଆଦିଲ୍ଲୀ,୧୫।୨: କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଛତିଶଗଡ଼ରୁ ରାଜ୍ୟ ସଭା ଆସିବା ନେଇ ଏବେ ଚର୍ଚ୍ଚା ହେଉଛି। ଆସନ୍ତା ଏପ୍ରିଲ୍‌ରେ ଛତିଶଗଡ଼, ରାଜସ୍ଥାନ...

କୃଷକଙ୍କୁ ମିଳିବ ୩୦୦୦ ପେନ୍‌ସନ

ରାଞ୍ଚତ୍,୧୩-୯(ପି.ଟି.):କୃଷକ, କ୍ଷୁଦ୍ର ବ୍ୟବସାୟୀ ଓ ଆତ୍ମନିଯୁକ୍ତ ବ୍ୟକ୍ତିମାନଙ୍କ ଲାଗି ବହୁପ୍ରତୀକ୍ଷିତ ପେନ୍‌ସନ ଯୋଜନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚତ୍ଠାରେ ଶୁଭାରମ୍ଭ କରିଛନ୍ତି।...

Leave a comment

Your email address will not be published. Required fields are marked *