Posted inଜାତୀୟ

ମରାଠା କୋଟା ଆଇନ : ଜରୁରୀ ଶୁଣାଣି ଆବେଦନରବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ମରାଠା ସମ୍ପ୍ରଦାୟକୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ସୁବିଧା ଦେଇଥିବା ମହାରାଷ୍ଟ୍ର ଆଇନର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା ବେଳେ ମାମଲାର ଜରୁରୀ ଶୁଣାଣି ଆବେଦନର ବିଚାର କରିବାକୁ ସର୍ବୋଚ୍ଚ ଅଦାଲତ ରାଜି ହୋଇଛନ୍ତି। ଜରୁରୀ ଶୁଣାଣିଯୋଗ୍ୟ ମାମଲା ତାଲିକାରେ ସ୍ଥାନ ପାଇ ନ ଥିବା ଆଇନଜୀବୀ କହିବା ପରେ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହାକୁ ଅନୁଧ୍ୟାନ କରିବେ ବୋଲି କହିଛନ୍ତି। ସଂରକ୍ଷଣର ସାମ୍ବିଧାନିକ ବୈଧତାକୁ ବମ୍ବେ ହାଇକୋର୍ଟ କାଏମ ରଖିଥିବାବେଳେ ଏହାକୁ ଜେ. ଲକ୍ଷ୍ମଣ ରାଓ ପାଟିଲ ଏବଂ ଆଇନଜୀବୀ ସଞ୍ଜୀତ୍‌ ଶୁକ୍ଳା ଚ୍ୟାଲେଞ୍ଜ କରିଥିଲେ।


All Right Reserved By

ନାବାଳିକାଙ୍କୁ ବଳାତ୍କାର, ହତ୍ୟା

ଭୋପାଳ,୧୦ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ...

ଅଜବ ବାଳକ: ଶରୀରର କେତୋଟି ମୁଖ୍ୟ ଅଙ୍ଗ ରହିଛି ଓଲଟା

କାନପୁର,୧୦।୯: ଉତ୍ତରପ୍ରଦେଶ ବିଲହୋରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳକର ଶରୀରର କେତୋଟି ମୁଖ୍ୟ ଅଙ୍ଗ ନିର୍ଦ୍ଧିଷ୍ଟ ସ୍ଥାନରେ ନ ଥାଇ ବିପରୀତ...

ବିଭିନ୍ନ ରୋଗରୁ ବି ଦୂରେଇ ରଖେ କାନଫୁଲ…

କାନଫୁଲ ସୌନ୍ଦର୍ଯ୍ୟ ବଢାଇବା ସହିତ ଶରୀର ଉପରେ ଅନେକ ସକାରାତ୍ମକ ପ୍ରଭାବ ପକାଇଥାଏ। ଏହାଦ୍ୱାରା ପ୍ରଜନନ ଓ ମାସିକ ଋତୁସ୍ରାବ ସମସ୍ୟାକୁ ଦୂର ହୁଏ। ଆର୍ୟୁବେଦରେ...

କ୍ରିକେଟକୁ ଭଲ ପାଆନ୍ତି ନାହିଁ ଖିଲାଡି ବୟଙ୍କ ପୁଅ

ମୁମ୍ବାଇ,୧୫।୭: କ୍ରିକେଟର କ୍ରେଜ୍‌ ଛୋଟଠାରୁ ବଡ ସମସ୍ତଙ୍କ ପାଖରେ ଥିବା ବେଳେ ଏଥିରୁ କିନ୍ତୁ ବାଦ୍‌ ପଡିଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟଙ୍କ ପୁଅ ଅରବ।...

ଖବରଦାତା ସମ୍ମିଳନୀରେ ଶୋଇଲେ ନେତା: କହିଲେ ମୁଁ ମନନ ଚିନ୍ତନ କରୁଥିଲି

ପାଟନା,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱରରେ ପାଖାପଖି ଶହେ ଶିଶୁଙ୍କ ମୃତ୍ୟୁ ହେବା ଚିନ୍ତାର କାରଣ ପାଲଟିଛି। ଏହାର ମୁକାବିଲା କରିବାକୁ ନେଇ ଏକ ଖବରଦାତା...

ମୁମ୍ବାଇରେ ପ୍ରବଳ ବର୍ଷା: ଟ୍ରେନ୍‌ ଓ ଗାଡ଼ି ଚଳାଚଳ ବ୍ୟାହତ

ମୁମ୍ବାଇ,୨ା୭(ପି.ଟି.): ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ଫଳରେ ଟ୍ରେନ୍‌ ଓ ଗାଡ଼ି ଚଳାଚଳ ବ୍ୟାହତ...

ଭାଜପାରେ ଯୋଗଦେଲେ ସପ୍‌ନା

ନୂଆଦିଲ୍ଲୀ,୭।୭: ହରିୟାଣାର ଗାୟିକା ତଥା ନୃତ୍ୟାଙ୍ଗନା ସପ୍‌ନା ଚୌଧୁରୀ ରବିବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀଙ୍କ ଉପସ୍ଥିତିରେ ସେ ଭାଜପା...

ପ୍ଲାଷ୍ଟିକ୍‌ ବଦଳରେ ମିଳିବ ଖାଦ୍ୟ

ରାୟପୁର,୧୬।୭: ଦେଶରେ ସ୍ବଚ୍ଛତା ଓ ପରିବେଶ ପ୍ରଦୂଷଣ ମୁକ୍ତ କରିବାକୁ ସରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ଲୋକେ ପ୍ଲାଷ୍ଟିକ୍‌ ଯୋଗୁ ବାୟୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *