Posted inଜାତୀୟ

ଓ୍ବିପ୍ରୋର ନୂଆ ଅଧ୍ୟକ୍ଷ ହେବେ ରିଶଦ୍‌ ପ୍ରେମ୍‌ଜୀ: ଅଜୀମ୍‌ ପ୍ରେମ୍‌ଜୀ ନେବେ ଅବସର

ନୂଆଦିଲ୍ଲୀ,୩୦।୭: ଆଇଟି କମ୍ପାନୀ ଓ୍ବିପ୍ରୋର ନୂତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଅଜୀମ୍‌ ପ୍ରେମ୍‌ଜୀଙ୍କ ପୁଅ ରିଶଦ୍‌ ପ୍ରେମ୍‌ଜୀ ଦାୟିତ୍ୱ ଗ୍ରହଣ କରିବେ। ମଙ୍ଗଳବାର ୭୩ ବର୍ଷ ବୟସ୍କ ଅଜୀମ୍‌ ପ୍ରେମ୍‌ଜୀ ଅବସର ନେବା ପରେ ରିଶଦ୍‌ ଏହି ପଦବୀରେ ନିଯୁକ୍ତ ହେବେ। ଅଜୀମ୍‌ ପ୍ରେମ୍‌ଜୀ ଦୀର୍ଘ ୫୩ ବର୍ଷ ଧରି କମ୍ପାନୀର ଡୋର ଧରିବା ପରେ ଅବସର ନେଉଛନ୍ତି। ଏବେ କମ୍ପାନୀର ମୁଖ୍ୟ ରଣନୀତି ଅଧିକାରୀ ତଥା ନିର୍ଦ୍ଦେଶକ ମଣ୍ଡଳ ସଦସ୍ୟ ଭାବେ କାର୍ଯ୍ୟକରୁଥିବା ରିଶଦ୍‌ ଜୁଲାଇ ୩୧ଠାରୁ ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ। ତେବେ ଅଜୀମ୍‌ ପ୍ରେମ୍‌ଜୀ ୨୦୨୪ ପର୍ଯ୍ୟନ୍ତ ଅଣ-କାର୍ଯ୍ୟକାରୀ ନିର୍ଦ୍ଦେଶକ ତଥା ସଂସ୍ଥାପକ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ।


All Right Reserved By Dharitri.Com

ଏପରି ପଥର ଯାହା କ୍ଷୀରକୁ କରେ ଦହି…

ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା...

ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ ହେବେ ବୋମନ ଇରାନୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବୋମନ ଇରାନୀଙ୍କୁ ଭାରତୀୟ ଫିଲ୍ମରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁ ନରଓ୍ବେରେ ଆୟୋଜିତ ହେଉଥିବା ୧୭ତମ ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ କରାଯିବ।...

ଜୋରଜବରଦସ୍ତି ପାର୍ଲାମେଣ୍ଟକୁ ଭିତରକୁ ପଶିବାକୁ ଚେଷ୍ଟା କଲେ ସଂଦିଗ୍ଧ ବ୍ୟକ୍ତି

ନୂଆଦିଲ୍ଲୀ,୯।୧୨: ସୋମବାର ଜଣେ ସଂନ୍ଦିଗ୍ଧ ବ୍ୟକ୍ତି ପାର୍ଲାମେଣ୍ଟ ଭିତରକୁ ପଶିବାକୁ ଉଦ୍ୟମ କରିଛନ୍ତି। ପାର୍ଲାମେଣ୍ଟର ଶୀତ ଅଧିବେଶନ ଚାଲିଥିବାବେଳେ ବିନା କାଗଜ ପତ୍ରରେ ସେ ଏହା...

ଲକ୍‌ଡାଉନ୍‌ ୪.୦: ମାତ୍ର ୧୨ ଦିନରେ ୭୦ ହଜାର ନୂଆ କରୋନା ରୋଗୀ ଚିହ୍ନଟ, ୧୭୦୦ ମୃତ

ନୂଆଦିଲ୍ଲୀ,୨୦।୫: କରୋନା ସଙ୍କଟ ଯୋଗୁ ଦେଶରେ ଜାରି କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଦୁଇ ଦିନ ମଧ୍ୟରେ ଶେଷ ହେବ। ଲକଡାଉନ ୪.୦ର ମାତ୍ର ୧୨...

ବନ୍ଦ ହେବ ୨ହଜାର ଟଙ୍କିଆ ନୋଟ୍‌ !

ନୂଆଦିଲ୍ଲୀ,୨୯।୧୧: ବିମୁଦ୍ରିକରଣ ପରେ ବଜାରକୁ ଆସିଥିବା ୨ହଜାର ଟଙ୍କିଆକୁ ନେଇ ଏବେ ଲୋକଙ୍କ ମନରେ ପୁଣି ଛନକା ପଶିଲାଣି। କାରଣ ଶୁକ୍ରବାର ପୂର୍ବତନ ଅର୍ଥ ସଚିବ...

ବାରାଣସୀରେ ଆତଙ୍କବାଦୀ ଆକ୍ରମଣ ପାଇଁ ଲଶ୍କରର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୮।୮: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ପକ୍ଷରୁ ବାରାଣସୀରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆବେଦନ ଉପରେ ନିର୍ବାଚନ କମିଶନରଙ୍କୁ ନୋଟିସ ପଠାଇଲେ ସୁପ୍ରିମକୋର୍ଟ

ରାଞ୍ଚି,୧୫।୧୧: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ କୋଡାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ସମୟରେ କୋର୍ଟ ଭାରତର ନିର୍ବାଚନ କମିଶନଙ୍କୁ...

୧୫୪ ଜିଲାରେ ନିଅଣ୍ଟ ବର୍ଷା

ନୂଆଦିଲ୍ଲୀ,୩ା୧୦: ଚଳିତ ମୌସୁମୀରେ ସର୍ବାଧିକ ବୃଷ୍ଟିପାତ ହୋଇଛି। ୨୫ ବର୍ଷ ମଧ୍ୟରେ ଏହା ସବୁଠୁ ଅଧିକ ବର୍ଷଣ ମୌସୁମୀ ବୋଲି କୁହାଯାଉଛି। ଏହା ସତ୍ତ୍ୱେ ଦେଶର...

Leave a comment

Your email address will not be published. Required fields are marked *