Posted inଜାତୀୟ

ଉଦିତ ନାରାୟଣନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୩୦।୭: ବଲିଉଡ ସିଙ୍ଗର ଉଦିତ ନାରାୟଣଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ସେ ପୋଲିସ୍‌ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ମୁତାବକ, କେହି ଜଣେ ଅଜ୍ଞାତ ବ୍ୟକ୍ତି ବାରମ୍ବାର ଉଦିତ୍‌ଙ୍କ ଫୋନ୍‌ କରି ଖରାପ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରୁ ମାରି ଦେବାର ଧମକ ଦେଉଛନ୍ତି। ଅଞଜାତ ବ୍ୟକ୍ତି ଜଣଙ୍କ ନିଜକୁ ରବି ପୂଜାରୀ ବୋଲି ପରିଚୟ ଦେଉଛି ବୋଲି ଉଦିତ୍‌ ପୋଲିସକୁ କହିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ରିପୋର୍ଟ ଅନୁସାରେ କଲ କରୁଥିବାର ବିହାରର ବୋଲି ଜଣାପଡିଛି।


All Right Reserved By

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ

ନୂଆଦିଲ୍ଲୀ,୨୪-୫- (ପି.ଟି.):କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ ବିଫଳ...

ଉନ୍ନାଓ ମାମଲା: ଏମ୍ସରେ ଶୁଣାଣି

ନୂଆଦିଲ୍ଲୀ,୧୨ା୯ (ପି.ଟି./ଆଇଏଏନ୍‌ଏସ୍‌): ଉନ୍ନାଓ ପୀଡ଼ିତା ଚିକିତ୍ସିତ ହେଉଥିବା ନୂଆଦିଲ୍ଲୀର ଏମ୍ସରେ ବୁଧବାର ‘ଇନ୍‌ କ୍ୟାମେରା’ ପ୍ରୋସିଡିଂ ଆରମ୍ଭ ହୋଇଛି। ବଳାତ୍କାର ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ...

୨୦୨୨ ସୁଦ୍ଧା ଭାରତ ହେବ ଡିଜିଟାଲ ସମ୍ପନ୍ନ ଦେଶ: ଅଜିତ୍‌ ପାଇ

ଓ୍ବାଶିଂଟନ୍‌,୧୩।୬: ପ୍ରଧାନମନ୍ତ୍ରୀ ମୋଦି ସରକାର ଭାରତକୁ ପୂର୍ଣ୍ଣ ଡିଜିଟାଲ ସମ୍ପନ୍ନ ଦେଶ କରିବା ପାଇଁ ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଛନ୍ତି। ଆସନ୍ତା ୨୦୨୨ ସୁଦ୍ଧା...

ଜେଟଲୀଙ୍କୁ କ୍ଷମା ମାଗିଥିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀ ଆଉ ଆମ ଗହଣରେ ନାହାଁନ୍ତି ସତ। ହେଲେ ତାଙ୍କର କିଛି କାର୍ଯ୍ୟ ଏବେବି...

ମୁମ୍ବାଇରେ ଜଳପ୍ରଳୟ: ବୁଡିଗଲା ଗାଡି, ଦୁଇ ମୃତ

ମୁମ୍ବାଇ, ୩।୭: ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଗତ ୨ ବର୍ଷର ରେକର୍ଡ ଭାଙ୍ଗି ଦେଇଛି। ମୂଷଳ ଧାରାରେ...

୧୮ ବର୍ଷରୁ କମ୍‌ ବୟସ୍କଙ୍କୁ ସ୍ମାର୍ଟଫୋନ୍‌ ବ୍ୟବହାର ମନା

ଅହମ୍ମଦାବାଦ୍‌,୨୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା ନେଇ ଦେଶରେ ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ ଗୁଜରାଟର ମେହସଣା ପଞ୍ଚାୟତର ନିଷ୍ପତ୍ତି ଏହି ଯୋଜନାରେ...

ମୋଦିଙ୍କୁ ଭେଟିଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦ ଭବନରେ ଭେଟିଛନ୍ତି। ଏହି ଅବସରରେ ସେ ଗତ ଲୋକ ସଭା...

ପରବର୍ତ୍ତି ନିର୍ବାଚନ ରାହୁଲ ପଡୋଶୀ ଦେଶରୁ ଲଢିବେ: ପିୟୁଷ ଗୋଏଲ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏଥର ଲୋକ ସଭା ନିର୍ବାଚନ ପାଇଁ ୨ଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ତେବେ ସେ ୨ଟି ଯାକ ଆସନରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *