ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାସୁଦେବପୁର,୩୦।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା ଇଷ୍ଟକୋଷ୍ଟ କେନାଲ ଛକ ନିକଟରୁ ମଙ୍ଗଳବାର ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଚୁଡ଼ାମଣି ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ତେବେ ମୃତ ବ୍ୟକ୍ତିଙ୍କ ଦେହରେ ମାଡ଼ ଦାଗ ଦେଖିବାକୁ ମିଳିଥିବା ବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରିଛି।


All Right Reserved By Dharitri.Com

ଦାଉ ସାଧୁଛେ କିଡ଼୍‌ନୀ ରୋଗ୍‌: ମୁରତୁ ସଂଗେ ଯୁଝୁଛନ୍‌ ଦଧି

ଅମରପାଲି, ୨୨।୫ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଲପଦର ପଁଚେତ୍‌ ଅମରପାଲି ଗଁାର ଦଧି ବାଘ(୬୦) କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ସେ ଝନେ...

ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟ୍‌

ନୀଳଗିର/ସଜନାଗଡ, ୨।୮(ଡି.ଏନ.ଏ.)-ନୀଳଗିରି ସହର ଉପକଣ୍ଠ ରବୀନ୍ଦ୍ର ପରିଡ଼ାଙ୍କ ଘର ସମ୍ମୁଖରୁ ଶୁକ୍ରବାର ଅଜଣା ଦୁର୍ବୃତ୍ତ ସ୍କୁଟି ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟି ନେଇଥିବା ଅଭିଯୋଗ...

ବାନିଗାଁ ଜଙ୍ଗଲରେ ଛୁଆ ହାତୀ : ଜଗି ରହିଛନ୍ତି ବନ ବିଭାଗ କର୍ମଚାରୀ

ଲାଞ୍ଜିଗଡ,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଅନ୍ତର୍ଗତ ବଡବାନିଗାଁ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ଛୁଆହାତୀକୁ ଠାବ କରିଛି ବନ ବିଭାଗ । ଲାଞ୍ଜିଗଡ...

ଜିଲାରେ ସ୍ବାସ୍ଥ୍ୟସେବା ଅନୁଧ୍ୟାନ କଲେ ୫ ଜଣିଆ ଟିମ୍‌

ଅନୁଗୋଳ ଅଫିସ, ୨୩।୮-ଜାତୀୟ ସ୍ବାସ୍ଥ୍ୟ ମିଶନର ଏକ ୫ ଜଣିଆ ଟିମ୍‌ ଗୁରୁବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଜିଲାର ଅନ୍ୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର...

ଲଗାଣ ବର୍ଷା: କାନ୍ଥ ପଡ଼ି ଜଣେ ଗୁରୁତର

ମାର୍ଶାଘାଇ, ୨୭।୧୦ (ଡି.ଏନ୍‌.ଏ.)- ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ ବହୁ କ୍ଷୟକ୍ଷତି...

ଓଲଟିଲା ଟାଟା ମ୍ୟାଜିକ୍‌: ୨୩ ଆହତ

କୋଟଗଡ, ୧୦।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ବ୍ଲକ ମଦାଙ୍ଗି ନିକଟରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯.୩୦ରେ ଏକ ଯାତ୍ରୀବାହୀ ଟାଟା ମ୍ୟାଜିକ୍‌(ନଂ-ଓଡି୧୨ସି୩୦୭୨)...

ନିମ୍ନମାନର କାମ ଯୋଗୁ ରାସ୍ତା ଦୁଇ ଫାଳ

କେନ୍ଦୁଝର, ୧।୧୦ (ସ୍ବ.ପ୍ର.)-ନିମ୍ନମାନର କାମ ଓ ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବିଶେଷ କରି ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକରେ ବିଭିନ୍ନ ବିଭାଗ ଦ୍ୱାରା...

ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଲୁଟ୍‌

କେନ୍ଦୁଝର, ୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା କୃଷକ ବଜାର ନିକଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଅଣ୍ଡା ବ୍ୟବସାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର...

Leave a comment

Your email address will not be published. Required fields are marked *