Posted inଜାତୀୟ

ଦେଶଭକ୍ତି ଏବଂ ନୈତିକ ମୂଲ୍ୟବୋଧ ଫିଲ୍ମକୁ ପୁରସ୍କୃତ କରିବ ଆର୍‌ଏସ୍‌ଏସ୍‌

ନୂଆଦିଲ୍ଲୀ,୩୦।୭: ଦେଶଭକ୍ତି, ରାଷ୍ଟ୍ରୀୟ ସୁରକ୍ଷା, ନୈତିକ ତଥା ପାରିବାରିକ ମୂଲ୍ୟବୋଧ ଫିଲ୍ମକୁ ଆର୍‌ଏସ୍‌ଏସ୍‌ ପକ୍ଷରୁ ପୁରସ୍କୃତ କରାଯିବ। ଆର୍‌ଏସ୍‌ଏସ୍‌ର ଶାଖା ଭାରତୀୟ ଚିତ୍ର ସାଧନା ପକ୍ଷରୁ ଫେବୃୟାରୀ ୨୧ରୁ ୨୩ ପର୍ଯ୍ୟନ୍ତ ହେବାକୁ ଥିବା ତୃତୀୟ ବାର୍ଷିକ ଫିଲ୍ମ ଉତ୍ସବରେ ଏଭଳି ଫିଲ୍ମକୁ ପୁରସ୍କୃତ କରାଯିବ ବୋଲି ଘୋଷଣା କରାଯାଇଛି। ଏହି ଉତ୍ସବରେ ଫିଲ୍ମ ଦୁନିଆର ବହୁ ଖ୍ୟାତି ସମ୍ପନ୍ନ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଭାରତୀୟ ଚିତ୍ର ସାଧନା ପକ୍ଷରୁ ୨୦୧୭ଠାରୁ ଏଭଳି ଉତ୍ସବର ଆୟୋଜନ କରାଯାଉଛି।


All Right Reserved By Dharitri.Com

ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ...

ନଦୀବନ୍ଧ ନିରାପତ୍ତା ବିଲ୍‌ ଲୋକ ସଭାରେ ଗୃହୀତ: ରାଜ୍ୟକୁ କ୍ଷମତା ଦେବା ପାଇଁ ବିଜେଡିର ଦାବି

ନୂଆଦିଲ୍ଲୀ,୩ା୮: ଦେଶର ନଦୀବନ୍ଧଗୁଡିକର ଅନୁଧ୍ୟାନ, ପରିଚାଳନା ଆଦି ପାଇଁ ଆନୁଷ୍ଠାନିକ ବ୍ୟବସ୍ଥା ନିମନ୍ତେ ନଦୀବନ୍ଧ ନିରାପତ୍ତା ବିଲ୍‌ ଶୁକ୍ରବାର ଲୋକ ସଭାରେ ଗୃହୀତ ହୋଇଛି। ଏହାଦ୍ୱାରା...

ମନକୁ ହାଲକା କରେ ଏହି ଥେରାପି…

ସୁଗନ୍ଧର ପ୍ରଭାବ ସିଧାସଳଖ ମସ୍ତିଷ୍କ ଉପରେ ପଡ଼ିଥାଏ। ଏହାଦ୍ୱାରା ବହୁ ଉପକାର ହୋଇଥାଏ। ଏହି ପଦ୍ଧତିକୁ ଏରୋମା ଥେରାପି କୁହାଯାଏ। ଏହା ମାନସିକ ଅବସାଦ ଦୂର...

୫୨ ବର୍ଷୀୟ ରିକ୍ସାବାଲାଙ୍କ ପ୍ରେମରେ ପଡିଥିଲେ ୩ ହଜାର ଯୁବତୀ

ବରେଲି,୩।୯: ଉତ୍ତର ପ୍ରଦେଶ ବରେଲିର ଇଜ୍ଜତ ନଗର ଥାନା ଅଞ୍ଚଳରୁ ଏମିତି ଏକ ଖବର ଆସିଛି ଯାହା ସମସ୍ତଙ୍କୁ ଚକିତ କରିଛି। ବରେଲିର ନୁରୁଲ ହାସନ...

ବ୍ରୁ ଶରଣାର୍ଥୀ ଚୁକ୍ତି: ୩୪ ହଜାରଙ୍କୁ ମିଳିବ ଭାରତୀୟ ନାଗରିକତା

ନୂଆଦିଲ୍ଲୀ,୧୬।୧: ବ୍ରୁ ଶରଣାର୍ଥୀଙ୍କୁ ନେଇ ଏକ ଚୁକ୍ତି କରାଯାଇଛି। ଏହାଦ୍ୱାରା ପ୍ରାୟ ୩୪ ହଜାର ବ୍ରୁ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ମିଳିପାରିବ। ଆୟୋଜିତ ଏକ ବୈଠକରେ...

ବିଚାରପତିଙ୍କୁ ଜୋତା ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ, ୩୦ା୬ (ପି.ଟି.) : ଜଣେ ହତ୍ୟା ଅଭିଯୁକ୍ତ ତାଙ୍କ ପାଇଁ ନୂଆ ଓକିଲ ନିଯୁକ୍ତି ନେଇ କୋର୍ଟ ନିଷ୍ପତ୍ତି ଉପରେ ଅସନ୍ତୁଷ୍ଟ ହୋଇ ବିଚାରପତିଙ୍କୁ...

ବାଲାଜୀଙ୍କ ସମେତ ଅନ୍ୟ ଦେବାଦେବୀଙ୍କ ନାଗରିକତ୍ୱ ପ୍ରମାଣ ଲୋଡିଲେ ପୂଜାରୀ

ହାଇଦ୍ରାବାଦ୍‌ ,୨୬।୧: ଦେଶରେ ସିଏଏ ବିରୋଧ ତଥା ସମର୍ଥନରେ ବିଭିନ୍ନ ପ୍ରଦର୍ଶନ ଜାରି ରହିଛି। ତେବେ ହାଇଦ୍ରାବାଦ୍‌ ଚିଲକୁର ବାଲାଜୀ ମନ୍ଦିରର ମୁଖ୍ୟ ପୂଜାରୀ ସି.ଏସ୍‌....

ମହିଳାଙ୍କ ସୁରକ୍ଷା ପାଇଁ ଆସିଥିବା ନିର୍ଭୟା ପାଣ୍ଠି ପଡ଼ିରହିଛି: ୧୬ଶହ ୪୯ କୋଟିରୁ ୧୪୭ କୋଟି ହୋଇଛି ବିନିଯୋଗ; ୬ ରାଜ୍ୟରେ ଶୂନ ଖର୍ଚ୍ଚ

ନୂଆଦିଲ୍ଲୀ, ୧୬।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଆବଣ୍ଟିତ କରାଯାଇଥିବା ନିର୍ଭୟା ପାଣ୍ଠି ଖର୍ଚ୍ଚ ନ ହୋଇ ପଡ଼ିରହିଛି। ୨୦୧୩ଠାରୁ...

Leave a comment

Your email address will not be published. Required fields are marked *