Posted inଖେଳ

‘ଖୁବ୍‌ଶିଘ୍ର କ୍ରିକେଟରଙ୍କ ସ୍ତ୍ରୀ ବ୍ୟାଟିଂ, ବୋଲିଂ କରିବେ’

ମୁମ୍ବାଇ, ୩୦।୭: ଭାରତୀୟ କ୍ରିକେଟ ଦଳ ଏକ ସମ୍ପୂର୍ଣ୍ଣ ସିରିଜ୍‌ ଖେଳିବା ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତ କରିଛି। ଏହାପୂର୍ବରୁ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଅଧିନାୟକ ବିରାଟ କୋହଲିଙ୍କୁ ବିଭିନ୍ନ ପ୍ରଶ୍ନର ସାମ୍ନା କରିବାକୁ ପଡିଥିଲା। ଏବେ ଭାରତୀୟ କ୍ରିକେଟର୍ସ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗିଛି ବୋଲି ଜଣେ ଖବରଦାତା ବିରାଟଙ୍କୁ ପ୍ରଶ୍ନ କରିଥିଲେ ମଧ୍ୟ ଏହାର ଉତ୍ତର କୋଚ ରବି ଶାସ୍ତ୍ରୀ ଦେଇଥିଲେ। ଖୁବଶିଘ୍ର କ୍ରିକେଟରଙ୍କ ସ୍ତ୍ରୀ ବ୍ୟାଟିଂ ଏବଂ ବୋଲିଂ କରିବେ ବୋଲି ସେ ଉପହାସ ଛଳରେ କହିଥିଲେ। ଶାସ୍ତ୍ରୀଙ୍କ ମୁହଁରୁ ଏଭଳି କଥା ଶୁଣି ସେଠାରେ ଏକ ହାସ୍ୟରୋଳ ପରିବେଶ ସୃଷ୍ଟି ହୋଇଥିଲା। ବିରାଟ କହିଥିଲେ, ଏସବୁ ମନଗଢା କାହାଣୀ। ଦଳ ଭିତରେ ଏକତା ଥିବାରୁ ଦଳ ଭଲ ପ୍ରଦର୍ଶନ କରିପାରୁଛି ବୋଲି ସେ କହିଛନ୍ତି।


All Right Reserved By Dharitri.Com

Posted inଖେଳ View All

ପୁଣି ଚମକିଲେ ଦୀପକ; ୟୁପିକୁ ହରାଇଲା ରାଜସ୍ଥାନ

ଥିରୁଭାନନ୍ତପୂରମ,୧୪।୧୧(ପି.ଟି.)- ଚମତ୍କାର ଫର୍ମରେ ଥିବା ମିଡିଅମ ପେସର ଦୀପକ ଚହରଙ୍କ ଯୋଗୁ ରାଜସ୍ଥାନ ଗୁରୁବାର ଅନୁଷ୍ଠିତ ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଭାବପ୍ରବଣ ହେଲେ ଏହି ଅଭିନେତ୍ରୀ

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନାଁ ବଲିଉଡର ଅନେକ ଅଭିନେତ୍ରୀଙ୍କ ସହ ଯୋଡାଯାଏ। ନିକଟରେ ପାଣ୍ଡ୍ୟା ନିଜ ପିଲାଦିନର ଏକ ଫଟୋ ଇନ୍‌ଷ୍ଟାଗ୍ରାମରେ...

ବନମାଳୀପୁର ଟି-୨୦ କ୍ରିକେଟ ଉଦ୍‌ଯାପିତ: ମା’ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଚାମ୍ପିୟନ

ଭାପୁର,୧୨ା୧୦(ଡି.ଏନ୍‌.ଏ.): ବନମାଳୀପୁର ଆଞ୍ଚଳିକ ସ୍ପୋର୍ଟସ କ୍ଲବ ଆନୁକୂଲ୍ୟରେ ୩୨ତମ ବାର୍ଷିକ ଚ୍ୟାଲେଞ୍ଜ କପ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ବ୍ରାହ୍ମଣୀ ଦେବୀ...

ସଚିନଙ୍କ ପୁଅଙ୍କ ଯୋଗୁ ଏହି ଖେଳାଳିଙ୍କ ଭାଗ୍ୟ ଫିଟିଲା

ମୁମ୍ବାଇ,୧୬।୧୦: ଚଳିତ ବିଜୟ ହଜାରେ ଟ୍ରଫିରେ ଯଦିଓ ମୁମ୍ବାଇ ଦଳର ପ୍ରଦର୍ଶନ ସେତେଟା ଖାସ୍‌ ନାହିଁ ତଥାପି ଦଳର ଯୁବ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଯଶଓ୍ବାଲ୍‌ ସମସ୍ତଙ୍କ...

ଏସିଆନ୍‌ ବକ୍ସିଂ: ଫାଇନାଲରେ ୬ ଭାରତୀୟ

ବ୍ୟାଙ୍କକ୍‌, ୨୬।୪(ପି.ଟି.)- ଏଠାରେ ଚାଲିଥିବା ଏସିଆନ୍‌ ବକ୍ସଂ ଚାମ୍ପିୟନଶିପ୍‌ରେ ଗୁରୁବାର ୬ଜଣ ଭାରତୀୟ ବକ୍ସର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏହି ଚାମ୍ପିୟନଶିପ୍‌ରେ ଭାରତ ପାଇଁ...

ଟରଣ୍ଟୋ ଡବ୍ଲ୍ୟୁଟିଏ ଫାଇନାଲରେ ସେରେନା

ଟରଣ୍ଟୋ,୧୧।୮(ଏଏଫପି): ଆମେରିକାର ଅଭିଜ୍ଞ ମହିଳା ଖେଳାଳି ଏଠାରେ ଚାଲିଥିବା ଟରଣ୍ଟୋ ଡବ୍ଳ୍ୟୁଟିଏ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲରେ ଅଷ୍ଟମ ସିଡ୍‌...

ପାରାଲିସିସ୍‌ରେ ପୀଡ଼ିତ ୩ ଥର ଅଲିମ୍ପିକ୍‌ ରୋଇଂ ଚାମ୍ପିୟନ

ଲଣ୍ଡନ,୧।୧୧(ଏଏଫ୍‌ପି)- ଟ୍ରିପଲ ଅଲିମ୍ପିକ୍‌ ରୋଇଂ (ନୌଚାଳନା) ଚାମ୍ପିୟନ ପିଟ ରିଡ୍‌ ପକ୍ଷାଘାତରେ ପୀଡ଼ିତ ହୋଇଛନ୍ତି। ମେରୁଦଣ୍ଡରେ ଷ୍ଟ୍ରୋକ୍‌ ଯୋଗୁ ତାଙ୍କ ଛାତି ତଳ ସମ୍ପୂର୍ଣ୍ଣ ଅକ୍ଷମ...

କୋଚ୍‌ ଚୟନ ପ୍ରକ୍ରିୟାରେ କୋହଲିଙ୍କର ମତ ଦେବା ଅଧିକାର ରହିଛି: ସୌରଭ

କୋଲକାତା, ୧।୮(ପି.ଟି.)- ଅଧିନାୟକ ଭାବେ ବିରାଟ କୋହଲିଙ୍କର କୋଚ୍‌ ଚୟନ ପ୍ରକ୍ରୟାରେ ମତ ଦେବାର ଅଧିକାର ରହିଛି ବୋଲି ପୂର୍ବତନ ଟିମ୍‌ ଇଣ୍ଡିଆ ଅଧିନାୟକ ସୌରଭ...

Leave a comment

Your email address will not be published. Required fields are marked *