୬ ଫୁଟ ଲମ୍ବର ଅଜଗର ଉଦ୍ଧାର

କୋରୁକୋଣ୍ଡା,୩୦।୭( ଡି.ଏନ୍‌.ଏ.): ମାଲକାନଗିରି ଜିଲା କୁଡୁମୁଲୁଗୁମାସ୍ଥିତ ବିଶ୍ୱନାଥ ଗୌଡ଼ଙ୍କ ଘରୁ ମଙ୍ଗଳବାର ସକାଳେ ଏକ ୬ ଫୁଟ ଲମ୍ବର ଅଜଗର ଉଦ୍ଧାର କରାଯାଇଛି। ସକାଳେ ଘର ଭିତରେ ଏକ ଅଜଗର ସାପ ଦେଖି ବିଶ୍ୱନାଥଙ୍କ ପରିବାର ଲୋକେ ଭୟଭୀତ ହୋଇଯାଇଥିଲେ। ତେବେ ବିଶ୍ୱନାନ ସାପଟିକୁ ଉଦ୍ଧାରକରି ନିକଟସ୍ଥ ଜଙ୍ଗଲରେ ଛାଡିଦେଇଥିଲେ। ସାପଟି ଗୋଟିଏ କୁକୁଡ଼ା ଖାଇଥିବା ଜଣାପଡ଼ିଛି।


All Right Reserved By Dharitri.Com

ପଟିଆ ଛକରୁ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ଼, ୩।୮(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଶନିବାର ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ଅଧୀନ ପଟିଆ ଛକରୁ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ...

ଇଦ୍‌-ଉଲ୍‌-ଜୁହା ପାଇଁ ସହର ଉତ୍ସବମୁଖର

ଭଦ୍ରକ ଅଫିସ, ୧୨।୮- ସୋମବାର ଇଦ୍‌-ଉଲ୍‌-ଜୁହା ପର୍ବ। ଏଥିପାଇଁ ଭଦ୍ରକ ସହରରେ ଥିବା ବିଭିନ୍ନ ମସ୍‌ଜିଦ, ସମୂହ ନମାଜ ପାଠ ହେବାକୁ ଥିବା କଦମବେଡା ଇଦ୍‌ଗାହା...

ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଟକ ଅଫିସ,୧୨ା୮: ଗୋପଦ ଅଭିଯାନରେ ରବିବାର ସକାଳୁ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ଅନନ୍ୟା ଦାସଙ୍କ ସମେତ ସିଡିଏମଓ କଟକ...

ସହର ଭିତରେ ଭାରୀଯାନ ଚଳାଚଳ ନିଷେଧ: କଟକଣା ଜାରି କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୧।୧୦-ଦୁର୍ଘଟଣା ହ୍ରାସ ଏବଂ ଟ୍ରାଫିକ୍‌ ଭିଡ଼ ନିୟନ୍ତ୍ରଣ ଉଦ୍ଦେଶ୍ୟରେ ବାଲେଶ୍ୱର ସହରର କେତେକ ବ୍ୟସ୍ତବହୁଳ ରାସ୍ତାରେ ଭାରୀଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି।...

ଭୋଗ ପ୍ରସ୍ତୁତିରେ ବ୍ୟତିକ୍ରମ: ସ୍ବାଦ ହରାଇଛି ବଳଦେବଜୀଉଙ୍କ ଖେଚୁଡ଼ି; ମଇଁଷି ଘିଅ ବ୍ୟବହାର ହେଉନି

କେନ୍ଦୁଝର, ୧୭ା୫ କେନ୍ଦୁଝରର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପୀଠକୁ ଘିଅ ପାଇଁ ପାହାଡ଼ର ୮ଟି ସ୍ଥାନରେ ମଇଁଷି ଗୋଠ ଥିଲା। ମଇଁଷି କ୍ଷୀରରୁ...

ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର ଅଫିସ,୩୧ା୮-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକ ନିକଟ ଏକ ଘରୋଇ ହସ୍ପିଟାଲରେ ଜଣେ ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତ ମୃତ...

୨୨ ମାଓବାଦୀଙ୍କ ନାଁରେ ପୁରସ୍କାର ରାଶି ଘୋଷଣା

ବାଲିଗୁଡା,୩୦ା୧୦(ଡି.ଏନ୍‌.ଏ.):ରାଜ୍ୟ ସରକାରଙ୍କ ଦ୍ବାରା ୨୨ ଜଣ କେକେବିଏନ୍‌ (କଳାହାଣ୍ଡି-କନ୍ଧମାଳ-ବୌଦ୍ଧ-ନୟାଗଡ) କ୍ୟାଡର ମାଓବାଦୀଙ୍କ ପାଇଁ ପୁରସ୍କାର ରାଶି ମଙ୍ଗଳବାର ଘୋଷଣା କରାଯାଇଛି। ଏନେଇ କନ୍ଧମାଳ ପୋଲିସ ପକ୍ଷରୁ...

ଟ୍ରକ୍‌କୁ ପଛରୁ ଧକ୍କାଦେଲା ଟାଟାଏସିଇ, ଚାଳକ ମୃତ

ଭଣ୍ଡାରିପୋଖରୀ, ୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ୧୬ ନମ୍ବର ଜାତୀୟ ରାଜପଥର ଯଶୋଟିକିରି ନିକଟରେ ଶୁକ୍ରବାର ଭୋରରେ ଏକ ଦୁର୍ଘଟଣା ଘଟିଛି। ଟାଟାଏସିଇ ଭାରସାମ୍ୟ ହରାଇ...

Leave a comment

Your email address will not be published. Required fields are marked *