Posted inଜାତୀୟ

ଧର୍ମନିରପେକ୍ଷ ନୁହେଁ ଭାଜପା: ସିଦ୍ଧରମେୟା

ବେଙ୍ଗାଲୁରୁ,୩୦।୭: ଚଳିତବର୍ଷ କର୍ନାଟକର ଭାଜପା ସରକାର ଟିପୁ ସୁଲତାନଙ୍କ ଜୟନ୍ତୀ ପାଳନ ନ କରିବାକୁ ଯୋଜନା କରୁଥିବା ଜଣାପଡିଛି। ବୁଧବାର କ୍ୟାବିନେଟ ବୈଠକ ପରେ ଏହା ସ୍ଥିର କରାଯିବ ବୋଲି କହିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ବିଏ ସ୍‌ ୟେଦୁରପ୍ପା। ତେବେ ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା କହିଛନ୍ତି ଭାଜପା ଧର୍ମନିରପେକ୍ଷ ନୁହେଁ। ନଚେତ୍‌ ସେ ଏଭଳି କଥା ଚିନ୍ତା କରନ୍ତା ନାହିଁ। ସେ କହିଛନ୍ତି, ମୋ ମତରେ ଟିପୁ ସୁଲତାନ ହେଉଛନ୍ତି ଦେଶର ପ୍ରଥମ ସ୍ବାଧିନତା ସଂଗ୍ରାମୀ। ତେଣୁ ମୁଁ ତାଙ୍କ ଜୟନ୍ତୀ ପାଳନ କରିବା କାର୍ଯ୍ୟକ୍ରମ ଆରମ୍ଭ କରିଥିଲି। ହେଲେ ଭାଜପା ଯେଉଁ ନିଷ୍ପତ୍ତି ନେବାକୁ ଯାଉଛି ତାହା ଯୁକ୍ତିଯୁକ୍ତ ନୁହେଁ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ନିର୍ଭୟା ଦୋଷୀଙ୍କୁ ଫାଶୀ ପାଇଁ ତିହାର ଜେଲ୍‌ରେ ୪ ମଞ୍ଚ ୪ ସୁଡ଼ଙ୍ଗର ନିର୍ମାଣ ଶେଷ: ଜାନୁୟାରୀ ୭ରେ ଓ୍ବାରେଣ୍ଟ୍‌ ଶୁଣାଣି

ନୂଆଦିଲ୍ଲୀ,୧।୧: ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ପାଇଁ ତିହାର ଜେଲ୍‌ରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଇତିମଧ୍ୟରେ ଜେଲ୍‌ରେ ୪ ଫାଶୀ ମଞ୍ଚ ସହିତ ୪...

ଅଭିନେତ୍ରୀ ପାୟଲଙ୍କୁ ମିଳିଲା ଜାମିନ

ଜୟପୁର,୧୭।୧୨: ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗିଙ୍କୁ ମଙ୍ଗଳବାର ଜାମିନ ମିଳିଯାଇଛି। ଦୁଇଟି ମାମଲା ପାଇଁ ୨୫- ୨୫ ହଜାର ଟଙ୍କା ଦାଖଲ କରିବା ପରେ ତାଙ୍କୁ...

ମାହୁନ୍ତ ବିବାଦରୁ ହାତୀକୁ ବିଷ ଦେଇ ମାରିଦେଲେ

ବେଗୁସରାଇ,୧୧ା୧୧(ପି.ଟି.): ମାହୁନ୍ତ ବିବାଦକୁ ନେଇ ବିହାରର ବେଗୁସରାଇ ଜିଲାରେ ଗୋଟିଏ ହାତୀକୁ ବିଷ ଦେଇ ମାରିଦିଆଯାଇଥିବା ପୋଲିସ କହିଛି। ହାତୀର ପୂର୍ବତନ ମାହୁନ୍ତ ମହମ୍ମଦ ଗୟାସ,...

ଜାତୀୟ ଜଳମାର୍ଗ ବିଲ୍‌:ବିରୋଧ କରିଥିଲେ ଅଧିକାଂଶ ରାଜ୍ୟ

ନୂଆଦିଲ୍ଲୀ,୨୦-୯(ପି.ଟି.):କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କ ଜାତୀୟ ଜଳମାର୍ଗ ବିଲ୍‌କୁ ବିଭିନ୍ନ ରାଜ୍ୟ ବିରୋଧ କରିଥିଲେ। ଏପରିକି ଭାଜପା ଶାସିତ ରାଜ୍ୟଗୁଡ଼ିକ ମଧ୍ୟ ଏହା ସପକ୍ଷରେ ନ...

ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ହସ୍ପିଟାଲରେ ଭର୍ତ୍ତି

ବେଙ୍ଗାଲୁରୁ,୧୨।୧୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସିଦ୍ଧରମୈୟାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ଫଳରେ ବୁଧବାର ବିଳମ୍ବିତ ରାତିରେ ସେ ଅଚାନକ ଛାତିରେ...

ଅଯୋଧ୍ୟା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ

ଲକ୍ଷ୍ନୌ,୧୨।୧୧: ଅଯୋଧ୍ୟା ଜମି ବିବାଦ ମାମଲା ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି କରିବା ପରେ ମଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାମଲଲାଙ୍କୁ ଦର୍ଶନ କରିବେ। ଏଥିପାଇଁ ସେ...

ସୁରଟର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ସୁରଟ,୨୪।୫: ଗୁଜରାଟରେ ହୀରା ସହର କୁହାଯାଉଥିବା ସୁରଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର ସରଥାନା ଅଞ୍ଚଳରେ ଥିବା ତକ୍ଷଶୀଳା କମପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ସେଠାରେ ଥିବା...

ଏନ୍‌ଡିଏରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇ ପାରନ୍ତି ପାଓ୍ବାର

ନୂଆଦିଲ୍ଲୀ,୨୪।୧୧: ମହାରାଷ୍ଟ୍ର ମହାଭାରତର ଅଭେଦ୍ୟ ଦୁର୍ଗକୁ ପଶିବା ସମସ୍ତଙ୍କ ପାଇଁ ସମ୍ଭବ ନୁହେଁ ବୋଲି କୁହାଯାଉଛି। ଗୋଟିଏ ପଟେ ଏନ୍‌ସିପି ନେତା ଅଜିତ ପାଓ୍ବାର ଭାରତୀୟ...

Leave a comment

Your email address will not be published. Required fields are marked *