Posted inରାଜ୍ୟ

ସୁସ୍ଥ ହେଲେ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୨ : ଓଡ଼ିଶାରୁ ରବିବାର ୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୭, ବଲାଙ୍ଗୀର ୫, ବରଗଡ଼ ଓ ଦେଓଗଡ଼ରୁ ୪, କଟକ, ଝାରୁସୁଗୁଡ଼ା, ଖୋର୍ଦ୍ଧା, ମୟୁରଭଞ୍ଜ ଓ ନୂଆପଡ଼ାରୁ ୩, ବାଲେଶ୍ୱରରୁ ୨, ଅନୁଗୁଳ, ବୋଦ୍ଧ, କଳାହାଣ୍ଡି ଓ ପୁରୀରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri