Posted inରାଜ୍ୟ

ସୁସ୍ଥ ହେଲେ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୨ : ଓଡ଼ିଶାରୁ ରବିବାର ୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୭, ବଲାଙ୍ଗୀର ୫, ବରଗଡ଼ ଓ ଦେଓଗଡ଼ରୁ ୪, କଟକ, ଝାରୁସୁଗୁଡ଼ା, ଖୋର୍ଦ୍ଧା, ମୟୁରଭଞ୍ଜ ଓ ନୂଆପଡ଼ାରୁ ୩, ବାଲେଶ୍ୱରରୁ ୨, ଅନୁଗୁଳ, ବୋଦ୍ଧ, କଳାହାଣ୍ଡି ଓ ପୁରୀରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri