ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୧୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୯୨୯୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।୧୯୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାର ଡାକ୍ତରଙ୍କ ପଦୋନ୍ନତିକୁ ନେଇ ବିବାଦ

ସମ୍ବଲପୁର,୨୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ପ୍ରଫେସର ଓ ଆସୋସିଏଟ ପ୍ରଫେସର ପଦୋନ୍ନତିରେ...

କରୋନା ବଢ଼ାଇବ ଦାରିଦ୍ର୍ୟ

ଭୁବନେଶ୍ୱର,୧୪। ୬(ବ୍ୟୁରୋ): କରୋନା (କୋଭିଡ୍‌-୧୯) ଭୂତାଣୁ ସ୍ବାସ୍ଥ୍ୟ ପାଇଁ ଘାତକ ସାଜିବା ସହ ଜୀବନ ଜୀବିକାକୁ ମଧ୍ୟ ବହୁଳ ଭାବେ ପ୍ରଭାବିତ କରିଛି। ସ୍ବାସ୍ଥ୍ୟଗତ ବିପତ୍ତିଠାରୁ...

ଦିନକରେ ୪, ୧୬୮ ମୃତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୧୪।୪: ମହାମାରୀ କରୋନା ବିଶ୍ୱରେ ଅସମ୍ଭାଳ ପରିସ୍ଥିତି ସୃଷ୍ଟିକରିଛି। ସୋମବାର ରାତି ୧୧ଟା ସୁଦ୍ଧା ୧,୧୮,୩୬୨ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି...

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...

ଆଜି ବିଏମ୍‌ସିରୁ ୧୬୬ ପଜିଟିଭ ଚିହ୍ନଟ: ସାଲିଆସାହିରୁ ସର୍ବାଧିକ

ଭୁବନେଶ୍ୱର,୯।୮(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅଞ୍ଚଳରୁ ରବିବାର ୧୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୬ ମଧ୍ୟରୁ କ୍ୱାରାଣ୍ଟାଇନରୁ ୯୮ ଜଣ ଚିହ୍ନଟ ହୋଇଥିବାବେଳେ ୬୮...

ଭାଜପା ରାଜ୍ୟ ସଭାପତି ପଦକୁ ନେଇ ଚର୍ଚ୍ଚା:ଗୋଷ୍ଠୀବାଦ ନା ଯୋଗ୍ୟତାକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାନୁୟାରୀ ପୂର୍ବରୁ ଶେଷ ହେବ। ବୁଥ୍‌ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ସବୁଠି ଦଳ ନିଜର ନେତୃତ୍ୱ ପରିବର୍ତ୍ତନ...

ପୁଣି ଘନେଇଲା ବିପଦ: ବାୟୁରେ ବି ବ୍ୟାପି ପାରେ କରୋନା

ଓ୍ବାଶିଂଟନ,୬।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ୩୨ ଦେଶର ୨୩୯ ବୈଜ୍ଞାନିକ ଦାବି କରିଛନ୍ତି ଯେ, କରୋନା ଭୂତାଣୁ ବାୟୁ ଦ୍ୱାରା...

କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଲା

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଏହି ସମୟରେ ଆରୋଗ୍ୟ ହାର ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି।...

Advertisement


Archives

Model This Week

Why Dharitri