CORONAVIRUS UPDATE: ରାଜ୍ୟରେ ୫୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୯୮୧

ଭୁବନେଶ୍ୱର,୧୩ା୮(ବ୍ୟୁରୋ) : ଗୁରୁବାର ୩୦ ଜିଲାରୁ ସର୍ବାଧିକ ୧୯୮୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨,୬୫୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରୁ ୧୨୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୫୬ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୭୪ ଜଣ, ଗଞ୍ଜାମରୁ ୨୬୭ ଏବଂ କନ୍ଧମାଳରୁ ୧୭୯ ଜଣ ଅଛନ୍ତି। ସେହିପରି ଅନୁଗୋଳରୁ ୬, ବାଲେଶ୍ୱର ୫୯, ବରଗଡ଼ ୨୭, ଭଦ୍ରକ ୬୫, ବଲାଙ୍ଗୀର ୨୭,ବୌଦ୍ଧ ୨୨, କଟକ ୧୩୧, ଦେଓଗଡ଼ ୧୬, ଢେଙ୍କାନାଳ ୩୯, ଗଜପତି ୮, ଜଗତସିଂହପୁର ୪୨, ଯାଜପୁର ୬୦, ଝାରସୁଗୁଡ଼ା ୮, କଳାହାଣ୍ଡି ୩୯, କେନ୍ଦ୍ରାପଡ଼ା ୨୯, କେନ୍ଦୁଝର ୨୩, କୋରାପୁଟ ୯୭, ମାଲକାନଗିରି ୬୪, ମୟୂରଭଞ୍ଜ ୩୭, ନବରଙ୍ଗପୁର ୧୮, ନୟାଗଡ଼ ୫୬, ନୂଆପଡ଼ା ୧୬, ପୁରୀ ୭୭, ରାୟଗଡ଼ା ୫୫, ସମ୍ବଲପୁର ୩୮, ସୋନପୁର ୫୭ ଏବଂ ସୁନ୍ଦରଗଡ଼ରୁ ୧୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୫୨,୬୫୩ରେ ପହଞ୍ଚିଥିବା ବେଳେ ୩୬,୪୭୮ ଜଣ ସୁସ୍ଥ ହୋଇଛନ୍ତି। ୧୫,୮୦୮ ଜଣ ଚିକିତ୍ସିତ ହେଉଛନ୍ତି। ୩୧୪ ଜଣଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri