ନିଯୁକ୍ତି ହ୍ରାସ କରାଯିବ ନାହିଁ: ରେଲଓ୍ବେ

ନୂଆଦିଲ୍ଲୀ,୩୧-୭: ରେଲଓ୍ବେରେ କର୍ମଚାରୀଙ୍କୁ ଛଟେଇ କରାଯିବ ନାହିଁ। ତେବେ ନିୟମିତ କାର୍ଯ୍ୟଧାରାର ସମୀକ୍ଷା ଲାଗି ଜୋନାଲ କାର୍ଯ୍ୟାଳୟଗୁଡ଼ିକୁ ପତ୍ର ଲେଖାଯାଇଛି ବୋଲି ସ୍ପଷ୍ଟୀକରଣରେ କୁହାଯାଇଛି। ୫୫ ବର୍ଷରୁ ଊର୍ଦ୍ଧ୍ୱ ଅଥବା ୩୦ ବର୍ଷ କାର୍ଯ୍ୟ କରିସାରିଥିବା ଏଭଳି କର୍ମଚାରୀଙ୍କୁ ଚିହ୍ନଟ କରିବାକୁ ଜୋନାଲ ଅଫିସ୍‌କୁ କୁହାଯାଇଛି ବୋଲି ମଙ୍ଗଳବାର ରେଲଓ୍ବେ ପକ୍ଷରୁ କୁହାଯାଇଛି। ସେବା ସର୍ତ୍ତ ଅନୁପାଳନ କରିବା ଉଦ୍ଦେଶ୍ୟରେ ରେଲଓ୍ବେ ପକ୍ଷରୁ ନିୟମିତ ଭାବେ ଏହାର କର୍ମଚାରୀଙ୍କ କାର୍ଯ୍ୟର ସମୀକ୍ଷା କରାଯାଇଥାଏ। ୨୦୧୪-୧୯ ମଧ୍ୟରେ ଏହା ବିଭିନ୍ନ ଶ୍ରେଣୀରେ ପ୍ରାୟ ୧,୮୪,୨୬୨ କର୍ମଚାରୀଙ୍କୁ ନିଯୁକ୍ତି ଦେଇଛି।


All Right Reserved By Dharitri.Com

ଭାରତକୁ ତେଲ,ଏଲ୍‌ପିଜି ଯୋଗାଣ ଜାରି ରଖିବ ୟୁଏଇ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୭-୬: ସଂଯୁକ୍ତ ଆରବ ଏମିରେଟ(ୟୁଏଇ) ହର୍ମୁଜ ଜଳ ସନ୍ଧି କ୍ଷେତ୍ରରେ ଦେଖାଦେଇଥିବା ବାଧା ସତ୍ତ୍ୱେ ଭାରତକୁ ଅଶୋଧିତ ତେଲ ଏବଂ ଏଲ୍‌ପିଜି ଯୋଗାଣ ଅବ୍ୟାହତ ରଖିବ...

୬ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଲା ଟଙ୍କା

ନୂଆଦିଲ୍ଲୀ,୨୦-୮: ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେବା ଧାରା ଲାଗି ରହିଛି। ସୋମବାର ଏହା ୨୯ ପଇସା ହ୍ରାସ ସହ ୬ ମାସର ସର୍ବନିମ୍ନ ସ୍ତର...

ଆଜିଠାରୁ ୪ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୩୦-୧: ଗୁରୁବାରଠାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୪ ଦିନ ବନ୍ଦ ରହିବ। ଗୁରୁବାର ସରସ୍ବତୀ ପୂଜା ଯୋଗୁ ବ୍ୟାଙ୍କ ଛୁଟି ରହିବ। ସେହିଭଳି ଶୁକ୍ରବାର ଏବଂ ଶନିବାର...

ଜିଏସ୍‌ଟି ସେଲ୍‌ସ ରିଟର୍ନ ଦାଖଲ ଅବଧି ବଢିଲା

ନୂଆଦିଲ୍ଲୀ,୨୧ା୪: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସେଲ୍‌ସ ରିଟର୍ନ ଦାଖଲ କରିବାରେ ଶେଷ ତାରିଖର ଅବଧିକୁ ସରକାର ବୃଦ୍ଧି କରିଛନ୍ତି। ମାର୍ଚ୍ଚ ମାସ ଲାଗି ଜିଏସ୍‌ଟିଆର୍‌-୩ବି...

ମୁଦ୍ରା ଋଣରେ ବଢୁଛି ଏନ୍‌ପିଏ

ନୂଆଦିଲ୍ଲୀ,୨୭-୧୧: ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ଋଣ ଉପରେ ଏବେ ଅନାଦାୟ ଋଣ (ଏନ୍‌ପିଏ) ବଢୁଛି। ମଙ୍ଗଳବାର ଏହାକୁ ନେଇ ରିଜର୍ଭ ବ୍ୟାଙ୍କ ଡେପୁଟି...

ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତାଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ,୧୦-୧: ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ଭାରତ ଗସ୍ତ କରିବେ। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ପାରନ୍ତି। ଏହାବାଦ...

ପିଏମ୍‌ଇଜିପିରେ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ

ଭୁବନେଶ୍ୱର, ୬-୯(ବ୍ୟୁରୋ): ସାରା ଦେଶରେ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ଦେଶର ଅର୍ଥନୈତିକ...

୧୪ ଦିନ ଭିତରେ ମିଳିବ କିଷାନ କ୍ରେଡିଟ୍‌ କାର୍ଡ

ନୂଆଦିଲ୍ଲୀ,୧୪-୬: ବହୁ ଚାଷୀ ଏବେ ସୁଦ୍ଧା ସଂସ୍ଥାଗତ ଋଣରୁ ବଞ୍ଚତ୍ତ ହେଉଥିବାରୁ ଆବେଦନ ପାଇବାର ୧୪ ଦିନ ଭିତରେ ଯୋଗ୍ୟ ଚାଷୀଙ୍କୁ କିଷାନ କ୍ରେଡିଟ କାର୍ଡ(କେସିସି)...

Leave a comment

Your email address will not be published. Required fields are marked *