ଆଫଗାନିସ୍ତାନରେ ବୋମା ବିସ୍ଫୋରଣ: ୩୪ ମୃତ

କାବୁଲ,୩୧।୭: ଆଫଗାନିସ୍ତାନରେ ବୋମା ବିସ୍ଫୋରଣରେ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ହେରାତ୍‌-କନ୍ଧାହର ଜାତୀୟ ରାଜପଥ ନିକଟରେ ଏହି ବିସ୍ଫୋରଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଶିଶୁ ରହିଥିବା କୁହାଯାଉଛି। ଏହି ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମଗ୍ର ଅଞ୍ଚଳକୁ ସୁରକ୍ଷାକର୍ମୀ ଘେରି ରହିବା ସହିତ ଘଟଣାର ତଦନ୍ତ ଜାରି ରହିଛି।


All Right Reserved By Dharitri.Com

ଏସବୁ କମ୍ପାନୀରେ ଅଫିସରେ ଚଷମା ପିନ୍ଧିବା ମନା…

କମ୍ପ୍ୟୁଟରରେ କାମ କଲାବେଳେ କେତେକ ଆଖିକୁ ଚାପମୁକ୍ତ ରଖିବା ପାଇଁ ଚଷମାର ବ୍ୟବହାର କରିଥାନ୍ତି। ମାତ୍ର ଜାପାନର କିଛି ରିଟେଲ୍‌ କମ୍ପାନୀ ଏହାର କର୍ମଚାରୀଙ୍କୁ ଅଫିସରେ...

ବୟସ୍କ ତୀର୍ଥଯାତ୍ରୀଙ୍କ ସହାୟତା ପାଇଁ ପଶୁପତିନାଥ ମନ୍ଦିର ଟ୍ରଷ୍ଟକୁ ଭାରତ ଦେଲା ୨ ବିଦ୍ୟୁତ୍‌ ଚାଳିତ ଯାନ

କାଠମାଣ୍ଡୁ,୨୭।୧୧: ନେପାଳର ପଶୁପତିନାଥ ମନ୍ଦିରକୁ ଆସୁଥିବା ବୟସ୍କ ତୀର୍ଥଯାତ୍ରୀଙ୍କ ଯିବା ଆସିବାରେ ସୁବିଧା ପାଇଁ ଭାରତ ପକ୍ଷରୁ ୨ଟି ବିଦ୍ୟୁତ୍‌ ଚାଳିତ ଯାନ ଯୋଗାଇ ଦିଆଯାଇଛି।...

ମନର ବୋଝ ହାଲ୍‌କା କରେ ସହକର୍ମୀଙ୍କ ସହ ବାର୍ତ୍ତାଳାପ

ଲଣ୍ଡନ: ବିଭିନ୍ନ ସାମାଜିକ ତଥା ଆର୍ଥିକ ସମସ୍ୟା ଯୋଗୁ ମନ ଅନେକ ସମୟରେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର...

ଗୋଟିଏ ପଥର ବଦଳାଇଦେଲା ଜୀବନ

ଫିଲିପାଇନ୍ସର ଜଣେ ମତ୍ସ୍ୟଜୀବୀଙ୍କ ଜୀବନ ରାତାରାତି ବଦଳିଯାଇଛି। ଗୋଟିଏ ଝଟ୍‌କାରେ ସେ କୋଟିପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତେବେ କୋଟିପତି କରିବାରେ ତାଙ୍କୁ ଏକ...

ଡିଏନ୍‌ଏ ଟେଷ୍ଟ କରି ପିତାଙ୍କୁ ଦଣ୍ଡ ଦେବାକୁ କହିଲେ ବଳାତ୍କାର ପରେ ଜନ୍ମ ନେଇଥିବା ଯୁବତୀ

ଓ୍ବାଶିଂଟନ,୬।୮: ବଳାତ୍କାର ପରେ ଜନ୍ମ ନେଇଥିବା ଜଣେ ସନ୍ତାନ ଏବେ ଡିଏନ୍‌ଏ ଟେଷ୍ଟ କରି ପିତାଙ୍କୁ ଦଣ୍ଡ ଦେବାକୁ ଚାହୁଁଛନ୍ତି। ସତରେ ଯଦି ଏକା କରାଯାଏ...

ଦୁବାଇରେ ଭାରତୀୟ ଛାତ୍ରୀଙ୍କୁ କରୋନା

ଦୁବାଇ,୬ା୩(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ କରୋନା ରୋଗୀସଂଖ୍ୟା ୨୮କୁ ବୃଦ୍ଧି ପାଇଥିବାବେଳେ ସେମାନଙ୍କ ମଧ୍ୟରେ ଜଣେ ଭାରତୀୟ ଛାତ୍ରୀ ରହିଛନ୍ତି। ଦୁବାଇର ଭାରତୀୟ ସ୍କୁଲରେ...

ଭକ୍ତ-ଭଗବାନଙ୍କ ମଧ୍ୟରେ କରୋନା: ଭାରତର ୧୩ଟି ରାଜ୍ୟର ୩୩ ଧର୍ମସ୍ଥଳୀରେ କଟକଣା; ଇଟାଲିରେ ଚର୍ଚ୍ଚ-ଇରାନରେ ମସଜିଦ୍‌ ବନ୍ଦ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: ପୃଥିବୀରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଥିପାଇଁ ପ୍ରତି ଦେଶର ସରକାର ଭିଡ଼ଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦେଉଛନ୍ତି। ଭାରତରେ କରୋନା ସଂକ୍ରମିତଙ୍କ...

ବ୍ରାଜିଲ ବାରରେ ଗୁଳିମାଡ: ୪ ମୃତ

ରିଓ-ଡି-ଜେନେରିୟୋ,୩୦।୬: ବ୍ରଜିଲର ରିଓ-ଡି-ଜେନେରିଓରେ ଥିବା ଏକ ବାରରେ ଗୁଳିମାଡ ଫଳରେ ଅତିକମ୍‌ରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଥିବା ସୂଚନା ମିଳିଛି। ପ୍ରତ୍ୟେକ୍ଷଦର୍ଶୀଙ୍କ...

Leave a comment

Your email address will not be published. Required fields are marked *