ଶିଜାନଙ୍କ ବିରୋଧରେ ୫୨୪ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କଲା ପୋଲିସ

ମୁମ୍ବାଇ,୧୭।୨: ଟେଲି ଅଭିନେତ୍ରୀ ତୁନିଶା ଶର୍ମାଙ୍କ ଆତ୍ମହତ୍ୟା ମାମଲାରେ ଅଭିନେତା ଶିଜାନ ଖାନ ଜେଲରେ ଅଛନ୍ତି। ତେବେ ଅଭିଯୁକ୍ତ ଶିଜାନଙ୍କ ବିରୋଧରେ ମିରାଭାୟନ୍ଦର ପୋଲିସ ୫୨୪ ପୃଷ୍ଠାର ଏକ ଚାର୍ଜସିଟ୍‌ ଦାଖଲ କରିଥିବା ଜଣାପଡିଛି। ଅନ୍ୟପଟେ,ଶୁକ୍ରବାର ବମ୍ବେ ହାଇକୋର୍ଟରେ ଶିଜାନଙ୍କ ଜାମିନ ଆବେଦନର ଶୁଣାଣି ହେବ। ଏହାପୂର୍ବରୁ ଭାସାଇ କୋର୍ଟ ତାଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏଥି ସହିତ ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨୩ ଫେବୃଆରୀରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା; ଜୀବନ ହାରିଲେ ଛାତ୍ରୀ, ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠିକୁ ନେଇ ଚର୍ଚ୍ଚା

ନାଗପୁର, ୫।୬(ପି.ଟି.): ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ଗତ ମେ ୩ ତାରିଖରେ ଅନୁଷ୍ଠିତ ଏନ୍‌ଇଇଟି(ୟୁଜି) ପରୀକ୍ଷା ଦେଇଥିଲେ। ଆଶା ଥିଲା ଭଲ ର଼୍ୟାଙ୍କ…

ଏହିସବୁ ଜିଲା-ଉପଖଣ୍ଡର ବଦଳିବ ନାଁ: ଜାଣନ୍ତୁ ଲିଷ୍ଟ୍‌ରେ ଅଛି କେଉଁ ସ୍ଥାନ

ଭୁବନେଶ୍ୱର,୫।୬(ରବିନାରାୟଣ ଜେନା):ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍‌, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ…

ଦିଲ୍ଲୀ ୟୁନିଭର୍ସିଟି ପ୍ରଫେସରଙ୍କୁ ହତ୍ୟା, ବାହାର ପଟୁ ତାଲା ଦେଇ….

ନୂଆଦିଲ୍ଲୀ,୫।୬:  ଦିଲ୍ଲୀ ୟୁନିଭର୍ସିଟିର ଜଣେ ପ୍ରଫେସରଙ୍କୁ ସେ ରହୁଥିବା ଏକ ଫ୍ଳାଟ୍‌ରେ ହତ୍ୟା କରାଯାଇଛି । ଦିଲ୍ଲୀ ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri