Posted inଜାତୀୟ

କ୍ରିକେଟ୍‌ ଦୁର୍ନୀତି ମାମଲା: ଫାରୁକ୍‌ ଅବଦୁଲ୍ଲାଙ୍କୁ ଇଡି ପକ୍ଷରୁ ଜେରା

ଚଣ୍ଡିଗଡ, ୩୧।୭: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ ଜେରା କରାଯାଇଛି। ଜମ୍ମୁ କଶ୍ମୀର କ୍ରିକେଟ ଆସୋସିଏସନ (ଜେକେସିଏ) ଦୁର୍ନୀତି ମାମଲାରେ ଇଡି ଏହି ଜେରା କରିଛି। ବୁଧବାର ଫାରୁକଙ୍କ ଚଣ୍ଡିଗଡସ୍ଥିତ କାର୍ଯ୍ୟାଳୟରେ ଇଡି କର୍ମଚାରୀ ପହଞ୍ଚତ୍ ପଚରାଉଚରା କରିଛନ୍ତି। ସୂଚନାଯୋଗ୍ୟ, ଜେକେସିଏରେ ୧୧୩ କୋଟି ଟଙ୍କାର ଦୁର୍ନୀତି ହୋଇଥିବାର ଅଭିଯୋଗ ହୋଇଛି। ଏହି ଦୁର୍ନୀତି ମାମଲାରେ ଫାରକୁ ଅବଦୁଲାଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଉଠିଥିଲା। ୨୦୧୮ ଜାନୁଆରୀରେ ଫାରୁକ ଅବଦୁଲାଙ୍କୁ ସିବିଆଇ ଜେରା କରିଥିଲା।


All Right Reserved By Dharitri.Com

ବିବାଦରେ ‘ବିଫ୍‌ ଫ୍ରାଏ’ ଟୁଇଟ୍‌

ଥିରୁଭାନନ୍ତପୁରମ୍‌,୧୮ା୧ (ପି.ଟି.): ମକର ସଂକ୍ରାନ୍ତି ଦିନ କେରଳ ପର୍ଯ୍ୟଟନ ବିଭାଗ ‘ବିଫ୍‌ ଫ୍ରାଏ’ ଟୁଇଟ୍‌ କରି ବିବାଦ ଘେରକୁ ଆସିଛି। ଏହାକୁ ନେଇ ବିବଦା ଉଠିବା...

ଖାପ୍‌ ପଞ୍ଚାୟତରେ ତାଲିବାନୀ ଶାସନ: ପ୍ରେମୀଯୁଗଳଙ୍କୁ ମୂତ୍ର, ଗୋବର ଖାଇବାକୁ ନିର୍ଦ୍ଦେଶ

ଝାନ୍ସି,୮ା୨: ଉତ୍ତରତପ୍ରଦେଶରେ ଖାପ୍‌ ପଞ୍ଚାୟତର ତାଲିବାନୀ ଶାସନ ଥମିବାର ନାଁ ଧରୁନି। ଦୈନିକ ଅଜବ ଅଜବ ଘଟଣା ସାମ୍ନାକୁ ଆସୁଛି। ଖାପ୍‌ ପଞ୍ଚାୟତ ନେଉଥିବା ନିଷ୍ପତ୍ତିକୁ...

୩୭୦ ଉପରେ ପାର୍ଲାମେଣ୍ଟରେ ଭାଷଣ ଦେଇ ରାତାରାତି ହିରୋ ହେଲେ ଏମ୍‌ପି, ଏବେ ଫେସବୁକକୁ ନେଇ ଚିନ୍ତିତ

ନୂଆଦିଲ୍ଲୀ, ୮।୮:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ଏବଂ ରାଜ୍ୟକୁ ଦୁଇଭାଗ କରି ୨ଟି କେନ୍ଦ୍ର ଶାସିତ ଅଞ୍ଚଳ କରିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି...

ମରାଠା କୋଟା ଆଇନ : ଜରୁରୀ ଶୁଣାଣି ଆବେଦନରବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ମରାଠା ସମ୍ପ୍ରଦାୟକୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ସୁବିଧା ଦେଇଥିବା ମହାରାଷ୍ଟ୍ର ଆଇନର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା ବେଳେ ମାମଲାର ଜରୁରୀ...

କରୋନା ଭାଇରସକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ: ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଟପିଲା, ସୁସ୍ଥ ହେଲେଣି ୩

ନୂଆଦିଲ୍ଲୀ,୪।୩: ସାରା ବିଶ୍ୱରେ କାୟା ବିସ୍ତାର କରିଥିବା କରୋନା ଭାଇରସ୍‌ ଏବେ ଭାରତରେ ଆତଙ୍କ ସୃଷ୍ଟି କରିଛି। ଧିରେ ଧିରେ ଭାରତରେ କରୋନା ଭାଇରସ୍‌ ସଂକ୍ରମିତଙ୍କ...

ପିଲାଙ୍କୁ ପଢ଼ାନ୍ତି ପାଠ: ଫି ବଦଳରେ ମାସକୁ ୧୮ ଗଛ ଲଗାଇବାକୁ ଦିଅନ୍ତି ପରାମର୍ଶ

ପାଟନା,୨୭।୫: ବିହାର ବେଗୁସରାଇସ୍ଥିତ ସମସ୍ତିପୁରରେ ଜଣେ ଯୁବକ ପରିବେଶ ସଚେତନତା କାର୍ଯ୍ୟକ୍ରମ ଏକ ନିଆରା ଢ଼ଙ୍ଗରେ କରୁଛନ୍ତି। ରାଜେଶ କୁମାର ସୁମନ ନାମକ ଜଣେ ଯୁବକ...

ଆଜିଠୁ ଲକ୍‌ଡାଉନ୍‌ ୩

ନୂଆଦିଲ୍ଲୀ,୪ା୫(ପି.ଟି.): ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସୋମବାର ଆରମ୍ଭ ହେଉଛି। ୧୭ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ତାଲାବନ୍ଦ ବେଳେ କଟକଣାରେ ପର୍ଯ୍ୟାପ୍ତ...

ପ୍ଲାଷ୍ଟିକ୍‌ ଖାଦକ ବ୍ୟାକ୍ଟେରିଆ ଆବିଷ୍କୃତ

ନୂଆଦିଲ୍ଲୀ,୧୧-୧୦(ପି.ଟି.):ଭାରତୀୟ ବୈଜ୍ଞାନିକମାନେ ଗ୍ରେଟର ନଏଡାର ଆର୍ଦ୍ରଭୂମିରୁ ପ୍ଲାଷ୍ଟିକ୍‌ ଖାଦକ ବ୍ୟାକ୍ଟେରିଆର ସନ୍ଧାନ ପାଇଛନ୍ତି। ପ୍ଲାଷ୍ଟିକ୍‌ ବର୍ଜ୍ୟ ଏବେ ସାରା ବିଶ୍ୱ ପାଇଁ ସମସ୍ୟା ସୃଷ୍ଟି କରିଥିବାବେଳେ...

Leave a comment

Your email address will not be published. Required fields are marked *