୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୨୬ ଆକ୍ରାନ୍ତ; ଅଛନ୍ତି ୬୮ ପିଲା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୮ଜଣ ୧୮ ବର୍ଷରୁ କମ୍‌ ବର୍ଗର। ଏହାଛଡ଼ା କ୍ୱାରାଣ୍ଟାଇନ୍‌ରୁ ୩୦୩ ରହିଥିବା ବେଳେ ୨୨୩ ସ୍ଥାନୀୟ ସଂକ୍ରମଣ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୦,୩୧,୦୪୪କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୫୦୩୫ ଆକ୍ଟିଭ୍‌ ମାମଲା ରହିଛି ବୋଲି ଶନିବାର ପୂର୍ବାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୩୩ଜଣ ରହିଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୩୩, ବରଗଡ଼ରୁ ୨, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୬୩, ଦେବଗଡ଼ ୩, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୬, ଯାଜପୁରରୁ ୧୩, ଝାରସୁଗୁଡ଼ାରୁ ୧, କଳାହାଣ୍ଡି ୧, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୪, କୋରାପୁଟରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୯,ନୟାଗଡ଼ରୁ ୨, ପୁରୀରୁ ୧୧, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୯ ଏବଂ ଷ୍ଟେଟପୁଲରୁ ୫୫ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri