ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩୧।୭ (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଫତେପୁର ଗ୍ରାମର ୯ ବର୍ଷର ଛାତ୍ରୀ ଶୁଭଶ୍ରୀ ଥାଟେଇ ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ମଙ୍ଗଳବାର ସନ୍ଧ୍ୟାରେ ଶୌଚ ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ଏହି ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡ଼ି ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ବୁଧବାର ସକାଳୁ କଟକ ନିଆଯାଉଥିବା ବେଳେ ଭଣ୍ଡାରିପୋଖରୀଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଆମ୍ବୁଲାନ୍ସ ଭଣ୍ଡାରିପୋଖରୀ ଡାକ୍ତରଖାନାକୁ ନେଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମୃତା ଶୁଭଶ୍ରୀଙ୍କ ଦାଦା ରମା ଥାଟେଇ ଭଣ୍ଡାରିପୋଖରୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୧୮/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଇଛି।


All Right Reserved By

ଦୁଗ୍ଧ ଲିଟର ପିଛା ୩୦ଟଙ୍କା ଦାବି କଲା ଦୁଗ୍ଧ ଚାଷୀ ମହାସଂଘ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଚାଷୀଙ୍କୁ ଦୁଗ୍ଧ ଲିଟର ପିଛା ୩୦ଟଙ୍କା ଦେବାକୁ ଦାବି କରିଛି ଦୁଗ୍ଧ ଚାଷୀ ମହାସଂଘ। ଗତ ୪ ଦିନ ତଳେ ଅମୁଲ୍‌ କମ୍ପାନୀ ଲିଟର...

ପାଟଣାଗଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣା; ଜୀବନପ୍ରତି ବିପଦ ଅଛି: ଜେଇଙ୍କ ସ୍ତ୍ରୀ

ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ...

ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ:୩ ନୂଆ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୬-୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସେବା ଭବନରେ ‘ପୁରୀ ବିଶ୍ୱ ଐତିହ୍ୟ ନଗରୀ ପ୍ରକଳ୍ପ’ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି।...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪...

ଝିଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’: କାରଣ ଅସ୍ପଷ୍ଟ, ଉଭୟ ନିଖୋଜ

ନାଉଗାଁ, ୧୧-୯ (ସ୍ବ.ପ୍ର.):ନାଉଗାଁ ଥାନା ବଛାଳୋ ପଞ୍ଚାୟତ ପୋକାମୂଳ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୫ମାସର ଶିଶୁକନ୍ୟାକୁ...

ବ୍ୟବସାୟୀଙ୍କୁ ଅପହରଣ ମାମଲା: ୪ ଗିରଫ: ୩ କାର୍‌,୨ ବାଇକ୍‌, ବନ୍ଧୁକ ଜବତ

ଭୁୁବନେଶ୍ୱର,୨ା୮(ବ୍ୟୁରୋ): ଭୁୁବନେଶ୍ୱର,୨ା୭(ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଲେନ୍‌ ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଗତ ୭ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ କାର୍‌ ସହ...

କୋଇଲା ଖଣିରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ତାଳଚେର,୨୮।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ସ୍ଥିତ ଏମ୍‌ସିଏଲ ବଳରାମ କୋଇଲା ଖଣିରେ ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଜଣେ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି।...

୮୦ଭାଗ କାମ ଅଟକିଛି, ଚାଲୁନି ସିସିଟିଭି

ବାରଙ୍ଗ,୬ା୬(ଡି.ଏନ୍‌.ଏ.): ମେ ୩ରେ ଘଟିଥିବା ବାତ୍ୟା ଫନୀକୁ ଏ ମଧ୍ୟରେ ମାସେ ବିତିଯାଇଛି। କିନ୍ତୁ ଏବେ ସୁଦ୍ଧା ନନ୍ଦନକାନନର ଚିତ୍ର ପୂର୍ଣ୍ଣରୂପେ ବଦଳିନାହିଁ। ପୁନରୁଦ୍ଧାର କାର୍ଯ୍ୟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *