ଏମ୍‌ଜିଏନ୍‌ଆରଇଜିଏସ୍‌ର ସାମାଜିକ ସମୀକ୍ଷା

ପଲମ,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ପଲମ ପଞ୍ଚାୟତସ୍ଥିତ ପଲମ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ପରିସରରେ ବୁଧବାର ସ୍ଥାନୀୟ ସରପଞ୍ଚ ସାବେତ୍ରୀ ମାଝିଙ୍କ ସଭାପତିତ୍ୱରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ର ସାମାଜିକ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ପିଇଓ ଟିକେରାମ ଛତ୍ରିଆ ଯୋଗଦାନଦେଇ ଇନ୍ଦିରା ଆବାସ, ବାର୍ଦ୍ଧକ୍ୟ ଭତ୍ତା ଇତ୍ୟାଦି ଉନ୍ନତିମୂଳକ କାର୍ଯ୍ୟକ୍ରମ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ। ପଞ୍ଚାୟତର ଉନ୍ନତି ସାଧନ ପାଇଁ ଜିଆରଏସ ଯଶପାଲ ନାଗ ମଧ୍ୟ ପ୍ରତ୍ୟେକ ଉନ୍ନତିମୂଳକ କାର୍ଯ୍ୟକ୍ରମ ସ୍ବଚ୍ଛତା ଭାବେ କରାଯିବା ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମିତି ସଭ୍ୟ, ନାଏବ ସରପଞ୍ଚ, ୱାର୍ଡମେମ୍ବର ତଥା ବିଶିଷ୍ଟ ବ୍ୟକ୍ତିମାନେ ବହୁ ସଂଖ୍ୟାରେ ଯୋଗଦାନ ଦେଇଥିଲେ।

 


All Right Reserved By Dharitri.Com

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ସୁଦର୍ଶନ ଓ ଦୂତୀ: ଛାତ୍ରୀଛାତ୍ରଙ୍କୁ କହିଲେ ନିଜ ସଂଘର୍ଷ କାହାଣୀ

ପୁରୀ ଅଫିସ, ୨୫।୮: ନିଜ ନିଜ କ୍ଷେତ୍ରରେ ବେଶ୍‌ ସଫଳତା ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବ ପାଲଟିଥିବା ୨ ଓଡ଼ିଆ ଅନ୍ତର୍ଜାତୀୟ...

ଭୁବନେଶ୍ୱର ଦେଇ ବିଶାଖାପାଟଣାରୁ ଆଲ୍ଲାହାବାଦ ଆଉଏକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବିଶାଖାପାଟଣାରୁ ଆଲ୍ଲାହାବାଦକୁ ଆଉ ଏକ ସ୍ବତନ୍ତ୍ର ଟ୍ରେନ ଭାୟା ଭୁବନେଶ୍ୱର ଦେଇ ଚଳାଚଳ ଆରମ୍ଭ କରିଛି। ଶୀତ ଋତୁ ଓ ପୂଜା ସମୟରେ...

ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍‌ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର...

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ...

ଓଡ଼ିଶାକୁ ‘ନ୍ୟୁଟ୍ରିଶନ ଚାମ୍ପିୟନ’ ଟ୍ୟାଗ୍‌ ଦେଲା ଆଇଏଫ୍‌ପିଆର୍‌ଆଇ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଅନ୍ୟ ରାଜ୍ୟମାନଙ୍କୁ ପଛରେ ପକାଇ ଦେଶର ‘ନ୍ୟୁଟ୍ରିଶନ ଚାମ୍ପିୟନ’ ହେବାର ଗୌରବ ଅର୍ଜନ କରିଛି ଓଡ଼ିଶା। ଶିଶୁଙ୍କଠାରେ କୁପୋଷଣ ଦୂର କରିବା କ୍ଷେତ୍ରରେ ଆଖିଦୃଶିଆ...

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର...

ରଣପୁର ତହସିଲରେ ୬ବର୍ଷ ହେଲା ନିଲାମ ବନ୍ଦ: ଖଣିଚୋରଙ୍କ କବ୍‌ଜାରେ ମାଙ୍କଡ଼ା, ମୋରମ ଖଣି

ରଣପୁର,୨ା୯(ସ୍ବ.ପ୍ର.): ନୟାଗଡ ଜିଲାର ରଣପୁର ତହସିଲରେ ୬ବର୍ଷ ହେଲା ନିଲାମ ବନ୍ଦ ହୋଇଥିବାବେଳେ ଚଢ଼ାଉ ଓ ଧରପଗଡ ନ ଥିବାରୁ ଖଣି ଚୋରଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି।...

ଗୋଲାପୀ, ରଇବାରୀକଁର ଦୁଖ୍‌ ଶୁନ୍‌ଲା ପରଶାସନ

  ଲୋଇସିଂହା,୧୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପତ୍ରାପାଲି ଗଁାର ବିଧବା ମହିଲା ଗୋଲାପୀ ପଧାନ ଆର ନିସାହା ରଇବାରୀ ପଧାନକଁର ଦୁଖ୍‌ ଜିଲା ପରଶାସନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *