ଆଜି ରାଜ୍ୟରୁ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୫୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୯୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଆଜି ୭୩ ଜଣ ଶିଶୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୯ ଏବଂ ମୟୂରଭଞ୍ଜରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୯, ବରଗଡ଼ ୨, ଭଦ୍ରକ ୬, ଦେବଗଡ଼ ୩, ଗଞ୍ଜାମ ୪, ଜଗତସିଂହପୁର ୨୪, ଯାଜପୁର ୧୬, ଝାରସୁଗୁଡ଼ା ୪, କେନ୍ଦ୍ରାପଡ଼ା ୮, କୋରାପୁଟ ୩, ମାଲକାନଗିରି ୧, ନବରଙ୍ଗପୁର ୧, ନୟାଗଡ଼ ୨, ପୁରୀ ୧୭, ସମ୍ବଲପୁର ୧୪, ସୋନପୁରରୁ ୨ ଏବଂ ସୁନ୍ଦରଗଡ଼ରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୫୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୭,୯୫୯ରେ ପହଞ୍ଚିଥିବା ବେଳେ ୧୦,୧୪,୪୧୨ଜଣ ସୁସ୍ଥ ହୋଇଛନ୍ତି। ୫୨୮୦ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୟ ଗଡ଼ୁଛି, ଅନିଶ୍ଚିତତା ବଢ଼ୁଛି

ତାଳଚେର,୨୯ ।୪(ମନୋଜ ନନ୍ଦ) ପ୍ରଦୂଷଣ ଜର୍ଜରିତ ତାଳଚେରରେ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ଦୀର୍ଘ ୧୪ ବର୍ଷ ତଳେ ଏମ୍‌ସିଏଲ୍‌ର ଏପରି ଏକ ଯୋଜନା ପଦାକୁ...

ଘରଭଙ୍ଗା ବିପନ୍ନଙ୍କୁ ସାହାଯ୍ୟର ହାତବଢ଼ାଇଲେ କମ୍ରେଡ

ପୁରୁଣା ଭୁବନେଶ୍ୱର,୨୦ା୭ (ଡି.ଏନ୍‌.ଏ.): ବାତ୍ୟା ଫନୀ ଯିବାର ୨ମାସ ୧୪ଦିନ ପରେ ମଧ୍ୟ ବିପନ୍ନଙ୍କୁ ଏଯାବତ ସହାୟତା ମିଳିପାରି ନାହିଁ। ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ବିପନ୍ନଙ୍କ...

ବିମାନ ଉଡ଼ାଇଲେ ଆଦିବାସୀ ଝିଅ -ମାଲକାନଗିରି ଜିଲାର ପ୍ରଥମ ମହିଳା ପାଇଲଟ ଅନୁପ୍ରିୟା ଲାକ୍ରା

ମାଲକାନଗିରି,୮।୯(ଡି.ଏନ୍‌.ଏ.)ଆକାଶ ଛୁଇଁବା, ପକ୍ଷୀ ଭଳି ଉଡ଼ିବାର ଇଚ୍ଛା ଥିଲା। ଦୀର୍ଘ ୭ ବର୍ଷର ତାଲିମ ପରେ ଏବେ ତାହା ସାକାର ହୋଇଛି। ମାଲକାନଗିରି ଭଳି ଉପାନ୍ତ...

କାଳିଆ ଯୋଜନାରେ ଚାଲିଛି ରାଜନୀତି:ବାଦ୍‌ ପଡୁଛନ୍ତି ଯୋଗ୍ୟ ହିତାଧିକାରୀ

ଖୋର୍ଦ୍ଧା ଅଫିସ,୪ା୯:ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଖୋର୍ଦ୍ଧାର ମଙ୍ଗଳା ମଣ୍ଡପଠାରେ ଜିଲାସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ସୁରେଶ ମାନସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ...

କୋଭିଡ୍‌ ଚିକିତ୍ସାକୁ ଦୃଢ଼ୀଭୂତ କରିବା ପାଇଁ ମକ୍‌ ଡ୍ରିଲ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସ୍ବାସ୍ଥ୍ୟସେବାକୁ ଦୃଢ଼ୀଭୂତ କରିବା ସହ ସ୍ବାସ୍ଥ୍ୟକର୍ମୀଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ...

ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ...

ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ

ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍‌ ବାଳକ ବିଦ୍ୟାଳୟ...

୨୪ ଘଣ୍ଟାରେ ୧୦ ଥର ନେଲେ କରୋନା ଡୋଜ୍‌…

ଓ୍ବିିଲିଂଣ୍ଟନ୍‌, ୧୨।୧୨: ଥରେ ନୁହେଁ ଦୁଇଥର ନୁହେଁ। ଲାଗ ଲାଗ ୧୦ ଥର କରୋନା ଡୋଜ୍‌ ନେଇଛନ୍ତି ନ୍ୟୁଜିଲାଣ୍ଡର ଜଣେ ବ୍ୟକ୍ତି। ସେ ୨୪ ଘଣ୍ଟାରେ...

Advertisement
Archives

Model This Week