ପିଲାଙ୍କୁ ବ୍ୟବହାର କରୁଛନ୍ତି ଆତଙ୍କବାଦୀ, ମାଓବାଦୀ

ଜାତିସଂଘ,୧ା୮(ପି.ଟି. ): ଆତଙ୍କବାଦୀ ଓ ମାଓବାଦୀ କାର୍ଯ୍ୟକଳାପ ପାଇଁ ପିଲାମାନଙ୍କୁ ବ୍ୟବହାର କରାଯାଉଥିବାରୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଚିନ୍ତାବ୍ୟକ୍ତ କରିଛନ୍ତି। ଜମ୍ମୁ-କଶ୍ମୀରରେ ହିଜ୍‌ବୁଲ ମୁଜାହିଦ୍ଦିନ ଓ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ଭଳି ଆତଙ୍କବାଦୀ ସଙ୍ଗଠନ ଏବଂ ଭାରତର ଅନ୍ୟ କେତେକ ଭାଗରେ ମାଓବାଦୀମାନେ ନିଜ କାର୍ଯ୍ୟ ସାଧନ ପାଇଁ ଛୋଟଛୋଟ ପିଲାଙ୍କୁ ନିଯୁକ୍ତ କରୁଛନ୍ତି ବୋଲି ଗୁଟେରେସ୍‌ଙ୍କ ପକ୍ଷରୁ ପ୍ରସ୍ତୁତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ଅପରାଧୀଙ୍କୁ ଆଇନର କାଠଗଡ଼ାକୁ ଟାଣିବା ପାଇଁ ସରକାର ଏଥିରେ ସେ ଆହ୍ବାନ ଦେଇଛନ୍ତି।
ଓ ସଶସ୍ତ୍ର ସଂଘର୍ଷ ଶୀର୍ଷକ ବାର୍ଷିକ ରିପୋର୍ଟରେ ଗୁଟେରେସ୍‌ କହିଛନ୍ତି, ଜମ୍ମୁ-କଶ୍ମୀରରେ ଆତଙ୍କାବଦୀ ଓ ଅନ୍ୟ ସ୍ଥାନଗୁଡ଼ିକରେ ମାଓବାଦୀ ହିଂସା ଭିଆଉଛନ୍ତି। ସୁରକ୍ଷା ବଳ ଓ ଚରମପନ୍ଥୀଙ୍କ ମଧ୍ୟରେ ଗୁଳି ବିନିମୟ ହେଉଥିବାବେଳେ ହିଂସା ଘଟଣାଗୁଡ଼ିକ ଶିଶୁଙ୍କୁ ପ୍ରଭାବିତ କରୁଛି। ଭାରତ ସରକାରଙ୍କ ପକ୍ଷରୁ ଶିଶୁ ସୁରକ୍ଷା ପାଇଁ ନିଆଯାଉଥିବା ପଦକ୍ଷେପ ସ୍ବାଗତଯୋଗ୍ୟ ବୋଲି ଗୁଟେରେସ୍‌ ଉଲ୍ଲେଖ କରିଛନ୍ତି।


All Right Reserved By

ହାର୍ଟ ଆଟାକ୍‌ ଆଶଙ୍କା ବି କମାଏ ଅଗରବତୀ…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ...

୨୩ ବର୍ଷ ସାନ ମଡେଲଙ୍କୁ ବିବାହ କରିବାକୁ ରାଜଗାଦି ଛାଡିଥିଲେ ସୁଲତାନ ମହମ୍ମଦ

ମସ୍କୋ,୨୧।୭: ମାଲେସିଆର ପୂର୍ବତନ ରାଜା ସୁଲତାନ ମହମ୍ମଦ-ଓ୍ବି ୫୧ ବର୍ଷ ବୟସରେ ବିବାହ ବରିବାକୁ ମନ ବଳାଇଥିଲେ। ତାହା ପୁଣି ତାଙ୍କଠାରୁ ୨୩ ବର୍ଷ ସାନ...

ଗଛରେ ଝୁଲୁଛନ୍ତି ଶହ ଶହ ନିବସ୍ତ୍ର ନାରୀ

ଥାଇଲାଣ୍ଡର ହିମାଫନ ଜଙ୍ଗଲ ଆଜିବି ରହସ୍ୟ ହୋଇ ରହିଯାଇଛି। ଏଠାରେ ଥିବା ଏକ ଗଛରେ ଆଶ୍ଚର୍ଯ୍ୟ କଲାଭଳି ଫଳକୁ ଦେଖି ଯେ କେହି ଚମକି ଯାଉଛନ୍ତି।...

କାର ବୋମା ବିସ୍ଫୋରଣ: ୪ ମୃତ; ୨୦ରୁ ଅଧିକ ଆହତ

କାବୁଲ,୨୭।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି।...

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା...

ଗ୍ଲୋବାଲ୍‌ ଓ୍ବାର୍ମିଂ ଯୋଗୁ ଜନବସତି ମୁହାଁ ହେଲେଣି କୁମ୍ଭୀର

ସିଡ୍‌ନୀ,୨୩।୬: ଗ୍ଲୋବଲ୍‌ ଓ୍ବାର୍ମିଂ ଯୋଗୁ ଏବେ କୁମ୍ଭୀରଙ୍କ ଆକ୍ରମଣ ବୃଦ୍ଧି ପାଇବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଧୀରେ ଧୀରେ ଜଳସ୍ତର କମିଯାଉଥିବାରୁ ଓ ଗ୍ରୀଷ୍ମ...

୨୩ରେ ଅଣଏନ୍‌ଡିଏ ଦଳ ବୈଠକ

ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍‌ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି।...

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *