ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୪ ପଜିଟିଭ୍‌

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୭ ଜଣ ପିଲା ଅଛନ୍ତି। ସେହିପରି ୩୧୦ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨୨୪ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୯୩ ଥିବା ବେଳେ ଅନୁଗୋଳରୁ ୧୧, ବାଲେଶ୍ୱରରୁ ୧୫, ବରଗଡ଼ରୁ ୮, ଭଦ୍ରକରୁ ୬, ବଲାଙ୍ଗୀରରୁ ୫, ବୌଦ୍ଧରରୁ ୮, କଟକରୁ ୧୫, ଦେବଗଡ଼ରୁ ୨, ଢେଙ୍କାନାଳରୁ ୩, ଗଜପତିରୁ ୨୪ , ଗଞ୍ଜାମରୁ ୩, ଜଗତସିଂହପୁରରୁ ୫, ଯାଜପୁରରୁ ୨୬, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୧୩, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୮,କୋରାପୁଟରୁ ୧୭, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୪, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୨୧, ନୂଆପଡ଼ାରୁ ୧୦, ପୁରୀରୁ ୮, ରାୟଗଡ଼ାରୁ ୩୨, ସମ୍ବଲପୁରରୁ ୧୭, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୧୨୧ ଏବଂ ଷ୍ଟେଟ ପୁଲ୍‌ରୁ୧୮ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri