ୟୁବିଆଇର ଆର୍ଥିକ ଫଳାଫଳ ଘୋଷଣା

ଭୁବନେଶ୍ୱର,୨-୮-ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ) ପକ୍ଷରୁ ଜୁନ ତ୍ରୈମାସ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ବ୍ୟାଙ୍କର ମୋଟ ବାଣିଜ୍ୟ କାରବାର ୨.୦୫ ଲକ୍ଷ କୋଟି ଟଙ୍କା ଟପିଛି। ବ୍ୟାଙ୍କର ଜମା ୧.୩୨ ଲକ୍ଷ କୋଟି ଟଙ୍କା ରହିଥିବା ବେଳେ ଆଡଭାନ୍ସ ୭୩,୨୪୯ କୋଟି ଟଙ୍କା ଛୁଇଁଛି। ଜମା ଅଭିବୃଦ୍ଧି ୩% ରହିଛି। ଏହା ବାଦ ଆଡଭାନ୍ସ ୯.୭୫% ରହିଛି। ବ୍ୟାଙ୍କର ମୋଟ କାରବାର ଅଭିବୃଦ୍ଧି ୫.୨୯% ରହିଛି। କାସା ଜମା ୬୬,୯୮୧ କୋଟି ଟଙ୍କା ଥିବା ବେଳେ ମୋଟ ଜମା ଅଭିବୃଦ୍ଧି ୬.୪୨% ରହିଛି। ବ୍ୟାଙ୍କର ତ୍ରୈମାସିକ ନେଟ୍‌ ଲାଭ ୧୦୪.୯୯ କୋଟି ଟଙ୍କା ଛୁଇଁଛି। ଏଥିରେ ୧୦.୩୧% ଅଭିବୃଦ୍ଧି ହୋଇଛି। ଏହା ବାଦ ପରିଚାଳନାଗତ ଲାଭ ୬୮୨.୫୨ କୋଟି ଟଙ୍କା, ନେଟ ସୁଧ ଜନିତ ଆୟ ୭୨୭.୪୭ କୋଟି ରହିଥିବା ବେଳେ ଏହା ଏପିଓ୍ବାଇ ପ୍ରାଇମ ଚାମ୍ପିୟନଶିପ କପ୍‌ ଲାଭ କରିଥିବା ସୂଚନା ଦେଇଛି।


All Right Reserved By

ଗାନ୍ଧୀ ଜୟନ୍ତୀରୁ ଏୟାର ଇଣ୍ଡିଆରେ ପ୍ଳାଷ୍ଟିକ ବ୍ୟାନ୍‌

ନୂଆଦିଲ୍ଲୀ,୩୦-୮: ଦେଶକୁ ପ୍ଲାଷ୍ଟିକମୁକ୍ତ କରିବା ଉଦ୍ଦେଶ୍ୟରେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ପ୍ଲାଷ୍ଟିକ ବ୍ୟବହାର କରିବ ନାହିଁ ବୋଲି ନିଷ୍ପତ୍ତି ନେଇଛି। ଅକ୍ଟୋବର ୨...

୨୦୧୮ରେ ବିଶ୍ୱର ବୃହତ ଅର୍ଥନୀତି;୫ରୁ ୭କୁ ଖସିଲା ଭାରତ

ନୂଆଦିଲ୍ଲୀ,୩-୮: ଅର୍ଥନୀତି କ୍ଷେତ୍ରରେ ମୋଦି ସରକାରଙ୍କୁ ଜୋର୍‌ ଝଟକା ଲାଗିଛି। ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ସହ ବିଶ୍ୱର ତୃତୀୟ ବୃହତ ଅର୍ଥନୀତି...

ବିଓଆଇ ଅଫିସର୍ସ ଆସୋସିଏଶନ ପକ୍ଷରୁ ରିଲିଫ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୯।୫: ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଫିସର୍ସ ଆସୋସିଏଶନ ପକ୍ଷରୁ ବାତ୍ୟା ପ୍ରଭାବିତ ଲୋକଙ୍କ ଲାଗି ରିଲିଫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଷତିଗ୍ରସ୍ତଙ୍କୁ ତାର୍ପୋଲିନ, ମଶାରୀ, ସୋଲାର...

ଦୁବାଇ ଷ୍ଟାଇଲରେ ମେଗା ଶପିଂ ଫେଷ୍ଟିଭାଲ

ନୂଆଦିଲ୍ଲୀ,୧୫-୯: ମାନ୍ଦାବସ୍ଥାକୁ ଦୂର କରିବା ଲକ୍ଷ୍ୟରେ ରପ୍ତାନି କ୍ଷେତ୍ରକୁ ପ୍ରୋତ୍ସାହିତ କରିବାକୁ ଯାଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୫୦ ହଜାର କୋଟି କୋଟି ଟଙ୍କାର...

ରିଲାଏନ୍ସର ୨୦% ଅଂଶଧନ କିଣିବ ଆରାମ୍‌କୋ

ସଉଦି ଆରବର ସର୍ବବୃହତ ତୈଳ କମ୍ପାନୀ ସଉଦି ଆରାମ୍‌କୋ ରିଲାଏନ୍ସର ଅଏଲ ଟୁ କେମିକାଲ ବ୍ୟବସାୟରେ ୨୦ ପ୍ରତିଶତ ଅଂଶଧନ କିଣିବ। ଏଥିଲାଗି ସଉଦି କମ୍ପାନୀ...

ଭାରତୀୟ ସଡ଼କରେ ଦୌଡ଼ିପାରେ ଟେସ୍‌ଲା କାର୍‌

ନୂଆଦିଲ୍ଲୀ,୨୧-୫: ଭାରତରେ ଟେସ୍‌ଲା କାର୍‌ ଲଞ୍ଚକୁ ନେଇ ଦ୍ୱିଧାରେ ଥିବା ସିଇଓ ଏଲନ ମସ୍କଙ୍କ ମୁଣ୍ଡବ୍ୟଥା ହ୍ରାସ କରିଛି ଭାରତୀୟ କମ୍ପାନୀ ଅଶୋକ ଲେଲ୍ୟାଣ୍ଡ। ଭାରତୀୟ...

ସାନିଟାରି ପ୍ୟାଡ୍‌ ବ୍ୟବହାର କରୁଛନ୍ତି ରାଜ୍ୟର ୧୩% ମହିଳା

ଭୁବନେଶ୍ୱର,୨୦-୯(ବ୍ୟୁରୋ): ସାନିଟାରି ପ୍ୟାଡ୍‌ ବ୍ୟବହାର କ୍ଷେତ୍ରରେ ପଛୁଆ ରାଜ୍ୟଗୁଡିକ ତୁଳନାରେ ଓଡ଼ିଶା କିଛିଟା ଆଗୁଆ ରହିଛି। ଏଠାରେ ମହିଳାଙ୍କ ମଧ୍ୟରେ ପ୍ୟାଡ୍‌ ବ୍ୟବହାର ପରିମାଣ ପ୍ରାୟ...

ପିଆଜର ଦରବୃଦ୍ଧି ନେଇ ବଢ଼ିଲା ଚିନ୍ତା;୫୦ହଜାର ଟନ ଉଠାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ -୮: ଗରିବର ପରିବା କୁହାଯାଉଥିବା ପିଆଜର ଅହେତୁକ ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାର ଚିନ୍ତିତ। ଦର ନିୟନ୍ତ୍ରଣ ଲାଗି ଏବେ କେନ୍ଦ୍ର ଖାଦ୍ୟ ଯୋଗାଣ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *