ନୂଆଦିଲ୍ଲୀ, ୧୩ା୬: ଟିକସ ଅର୍ଥ ହସ୍ତାନ୍ତରଣ ବାବଦକୁ କେନ୍ଦ୍ର ସରକାର ସୋମବାର ଓଡ଼ିଶାକୁ ତୃତୀୟ କିସ୍ତିରେ ୫,୩୫୬ କୋଟି ଟଙ୍କା ପଠାଇଛନ୍ତି। ରାଜ୍ୟ ସରକାର ବିକାଶମୂଳକ ଖର୍ଚ୍ଚ ଓ ପୁଞ୍ଜି ବ୍ୟୟକୁ ତ୍ୱରାନ୍ବିତ କରିବାରେ ଏହା ସହାୟକ ହେବ। ଅର୍ଥ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ଟିକସ ହସ୍ତାନ୍ତରଣ ବାବଦକୁ ତୃତୀୟ କିସ୍ତିରେ ବିଭିନ୍ନ ରାଜ୍ୟକୁ ମୋଟ ୧,୧୮,୨୮୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି। ସାଧାରଣତଃ ମାସିକ ୫୯,୧୪୦ କୋଟି ଟଙ୍କା ଡିଭଲ୍ୟୁଶନ ତୁଳନାରେ ଏହା ଯଥେଷ୍ଟ ଅଧିକ। ଜୁନ୍ ମାସର ନିୟମିତ କିସ୍ତି ସମେତ ଏକ ଅଗ୍ରୀମ କିସ୍ତି ରାଜ୍ୟକୁ ଦିଆଯାଇଥିବା ମନ୍ତ୍ରଣାଳୟ କହିଛି।
ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ
ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...
କ୍ରିକେଟ୍ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍ ଟଳିପଡ଼ିଲେ: ଆଉ ତା’ପରେ…
ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...
୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା
ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...
ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ
ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...
ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ
ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...
ଭାଷଣ ଦେଉଥିଲେ ଭାଜପା ଏମ୍ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…
ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...
ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ
ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...
Archives


