ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫,୩୭୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୫,୩୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୩୪,୩୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୩୧ ଏବଂ କଟକରୁ ୩୬୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଯାଜପୁରରୁ ୧୯୧, ବାଲେଶ୍ୱର ୧୬୮, କଳାହାଣ୍ଡି ୧୬୫, ସମ୍ବଲପୁର ୧୬୪, ମୟୂରଭଞ୍ଜ ୧୫୨, ବରଗଡ଼ ୧୩୪, ନୟାଗଡ଼ ୧୧୦, ଭଦ୍ରକ ୧୦୬, ପୁରୀ ୯୩, ଜଗତସିଂହପୁର ୮୯, ନବରଙ୍ଗପୁର ୮୭, ଦେବଗଡ଼ ୮୨, ବୌଦ୍ଧ ୭୫, କେନ୍ଦ୍ରାପଡ଼ା ୭୩, ଗଜପତି ୪୦,ମାଲକାନଗିରି ୩୭, ଢେଙ୍କାନାଳରୁ ୩୩ ଏବଂ ରାୟଗଡ଼ରୁ ୨୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨୬୪।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦୁଇ ଅଭିଯୁକ୍ତଙ୍କୁ ୱାଣ୍ଟେଡ୍‌ ଘୋଷଣା କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଫେରାର ଥିବା ଆଉ ଦୁଇ ଅଭିଯୁକ୍ତଙ୍କୁ କ୍ରାଇବ୍ରାଞ୍ଚ ୱାଣ୍ଟେଡ୍‌ ଘୋଷଣା କରିଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏବଂ ସ୍ପେଶାଲ ଟାସ୍କ ଫୋର୍ସ...

ଅଭୟକାନ୍ତ ପାଠକଙ୍କ ଘରେ ଇଡି

ଭୁବନେଶ୍ୱର,୪।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ...

୨୪ରୁ ଶୀତ କମିବ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି...

ରାଜଧାନୀର ୧୭ ଘରୋଇ ହସ୍‌ପିଟାଲରେ ହୋଇପାରିବ ଫ୍ଲୁ ପରୀକ୍ଷଣ: ବାଗ୍‌ଚୀ

ଭୁବନେଶ୍ୱର,୧୦।୪(ବ୍ୟୁରୋ): କୋଭିଡ୍‌ ଯୁଦ୍ଧରେ ରାତିଦିନ ଏକ କରି କାମ କରୁଥିବା ପ୍ରତ୍ୟେକ ଲାବରେଟୋରୀ କର୍ମଚାରୀ, ଟେକ୍‌ନିସିଆନ୍‌ ଏବଂ ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିର କୃତଜ୍ଞତା...

ବିଶ୍ୱଜିତ ପୂର୍ବତଟ ରେଳପଥର ନୂତନ ସିପିଆର୍‌ଓ

ଭୁବନେଶ୍ୱର,୧୨।୧୧: ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍‌ (ଆଇଆର୍‌ଏସ୍‌ଏସ୍‌)ର ୨୦୧୩ ବ୍ୟାଚ୍‌ର ଅଧିକାରୀ ବିଶ୍ୱଜିତ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆର୍‌ଓ) ଭାବେ...

ଖୋଲା ଆକାଶ ତଳେ ଶୋଇପାରିବେନି ପିଲା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରାଜ୍ୟର ଅଧିକାଂଶ ସହରାଞ୍ଚଳରେ ପିଲାମାନେ ନିଜ ବାସହୀନ ପରିବାରଙ୍କ ସହ ଖୋଲା ଆକାଶ ତଳେ ରହୁଛନ୍ତି। ଶୀତ ଦିନରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆସିବା...

ଦେଶର ଶ୍ରେଷ୍ଠ ୫ ଆକାଂକ୍ଷୀ ଜିଲା ତାଲିକା: ତୃତୀୟରେ ମାଲକାନଗିରି

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦେଶର ଶ୍ରେଷ୍ଠ ୫ ଆକାଂକ୍ଷୀ ଜିଲା ତାଲିକାରେ ତୃତୀୟ ସ୍ଥାନରେ ମାଲକାନଗିରି ରହିଛି। ନିତି ଆୟୋଗଙ୍କ ଆକାଂକ୍ଷୀ ଜିଲା ତାଲିକାର ୩ୟ ସ୍ଥାନରେ ମାଲକାନଗିରି...

ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଆସନ୍ତା ୨୯ ତାରିଖରେ କରୋନା କଟକଣା ଭିତରେ ବିଧାନସଭାର  ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସର୍ବଦଳୀୟ...

Advertisement
Archives

Model This Week