Posted inଜାତୀୟ

ସାମ୍ବାଦିକ ରବୀଶ କୁମାର ମାଗସେସେ ପୁରସ୍କାର ପାଇଁ ମନୋନୀତ

ନୂଆଦିଲ୍ଲୀ, ୨।୮: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମନ ମାଗସେସେ ପୁରସ୍କାର ୨୦୧୯ ପାଇଁ ଭାରତୀୟ ସାମ୍ବାଦିକ ରବୀଶ କୁମାରଙ୍କ ସମେତ ଏସିଆର ୫ଜଣ ମନୋନୀତ ହୋଇଛନ୍ତି। ଦୀର୍ଘ ୧୨ ବର୍ଷ ପରେ ଜଣେ ଭାରତୀୟ ଏହି ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ୨୦୦୭ରେ ପି. ସାଇନାଥଙ୍କୁ ଏହି ପୁରସ୍କାର ମିଳିଥିଲା। ଏହି ପୁରସ୍କାର ପାଇବାରେ ୧୧ତମ ଭାରତୀୟ ହୋଇଛନ୍ତି ରବୀଶ। ସୂଚନାଯୋଗ୍ୟ, ରମନ ମାଗସେସେ ପୁରସ୍କାର ଫିଲିପାଇନ୍ସ ରାଷ୍ଟ୍ରପତି ରମନ ମାଗସେସେଙ୍କ ସ୍ମୃତିରେ ୧୯୫୭ରୁ ପ୍ରଦାନ କରାଯାଉଛି। ସାମ୍ବାଦିକତା, ସାହିତ୍ୟ ଏବଂ କଳା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଏହି ପୁରସ୍କାର ଦିଆଯାଉଛି।


All Right Reserved By Dharitri.Com

ଭାଙ୍ଗି ପଡିଲା ଫୁଟ୍‌ ଓଭର ବ୍ରିଜ୍‌

ଭୋପାଳ,୧୩।୨: ମଧ୍ୟପ୍ରଦେଶ ଭୋପାଳ ରେଲଓ୍ବେ ଷ୍ଟେଶନର ଫୁଟ୍‌ ଓଭର ବ୍ରିଜ୍‌ ଗୁରୁବାର ସକାଳେ ଭୂଷୁଡି ପଡିଥିବା ସୂଚନା ମିଳିଛି। ଏଥିରେ ୬ ଜଣ ଆହତ ହୋଇଥିବା...

ଗନ୍‌ ପଏଣ୍ଟ୍‌ରେ ଯାନବାହନ ଚେକିଂ କରୁଛି ଉତ୍ତରପ୍ରଦେଶ ପୋଲିସ୍‌: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୨୫।୬: ପୂର୍ବରୁ ଉତ୍ତରପ୍ରଦେଶର ଜଣେ ହାବିଲଦାର୍‌ ଚୋରଙ୍କ ପିଛା କରୁଥିବା ସମୟରେ ବନ୍ଧୁକ ନ ଫୁଟିବାରୁ ପାଟିରେ ଠାଏ ଠାଏ କହୁଥିବାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ...

ଦ୍ୱିତୀୟ ଦିନ ନିର୍ବାଚନ ପ୍ରଚାରରେ ମୋଦି

ନୁଆଦିଲ୍ଲୀ,୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୁଣିଥରେ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଦ୍ୱାରକାରେ ସେ ଏକ ଜନସଭାକୁ ଉଦ୍‌ବୋଧନ...

ଭୋଟ ବର୍ଜନ କଲେ ଚାନ୍ଦୋରା ଗ୍ରାମବାସୀ

ପାଟନା,୧୯।୫: ବିହାରର ନାଳନ୍ଦା ଜିଲା ରାଜଗିର ବ୍ଲକରେ ଥିବା ଚାନ୍ଦୋରା ଗ୍ରାମର ୨୯୯ ନମ୍ବର ବୁଥ୍‌ରେ କେହି ଭୋଟ ଦେଇ ନ ଥିବା ସୂଚନା ମିଳିଛି।...

କଶ୍ମୀରରେ ଆତଙ୍କବାଦୀଙ୍କୁ ଏକାଠି କରିବା ପାଇଁ ମାଧ୍ୟମ ପାଲଟିଛି ମୋବାଇଲ: ସତ୍ୟପାଲ

ଶ୍ରୀନଗର,୧୪।୧୦:କଶ୍ମୀରିଙ୍କ ପାଇଁ ଟେଲିଫୋନ ନୁହେଁ ବରଂ ଜୀବନ ହେଉଛି ଅଧିକ ଗୁରୁତ୍ୱପୂର୍ଣ୍ଣ। ପୂର୍ବରୁ ବି ସେମାନେ ବିନା ଟେଲିଫୋନରେ ଜୀବନ ବିତାଉଥିଲେ। ହେଲେ ଆତଙ୍କବାଦୀମାନେ ଘାଟିରେ...

୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ

ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ...

ଜମ୍ମୁ-କଶ୍ମୀରରେ ପ୍ରବଳ ହିମସ୍ଖଳନ: ଯବାନ ନିଖୋଜ

ଶ୍ରୀନଗର,୪।୧୨: ଉତ୍ତର କଶ୍ମୀରରେ ଅନେକ ଯାଗାରେ ପ୍ରବଳ ହିମସ୍ଖଳନ ଦେଖିବାକୁ ମିଳିଛି। ଏଥିଯୋଗୁ ଜଣେ ଯବାନ ନିଖୋଜ ହୋଇଯାଇଛନ୍ତି। ଯବାନ ଜଣଙ୍କ ବରଫ ଅତଡା ତଳେ...

ନିର୍ଭୟା ମାମଲା: ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ଦୂରେଇଲେ ପ୍ରଧାନ ବିଚାରପତି; ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ଶୁଣାଣି

ନୂଆଦିଲ୍ଲୀ,୧୭।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟ ସୁପ୍ରିମ୍‌କୋର୍ଟରେ ପୁନର୍ବିଚାର ଆବେଦନ କରିଥିଲେ। ମଙ୍ଗଳବାର ଏହାର ଶୁଣାଣି ହେବାର ଥିଲା। ତେବେ ପ୍ରଧାନ ବିଚାରପତି...

Leave a comment

Your email address will not be published. Required fields are marked *