Posted inଜାତୀୟ

ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୨।୮: ସଂସଦରେ ଗୃହୀତ ନ୍ୟାସନାଲ ମେଡିକାଲ କମିଶନ (ଏନଏମସି) ବିଧେୟକକୁ ବିରୋଧ କରି ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ପକ୍ଷରୁ ଅନିଶ୍ଚିତ କାଳ ପାଇଁ ବନ୍ଦ ଡାକରା ଦିଆଯାଇଛି। ଦିଲ୍ଲୀରେ ଡାକ୍ତରଙ୍କ ଏକ ପ୍ରତିନିଧିମଣ୍ଡଳ ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଭେଟିଛନ୍ତି। ଧର୍ମଘଟରୁ ଓହରିବା ପାଇଁ ପୁଣି କାର୍ଯ୍ୟକୁ ଫେରିବାକୁ ଡାକ୍ତରଙ୍କୁ ଅପିଲ କରାଯାଇଛି। ବିଲ୍‌କୁ ନେଇ ଡାକ୍ତରଙ୍କ ମଧ୍ୟରେ ଥିବା ସନ୍ଦେହ ଦୂର କରାଯାଇଛି ବୋଲି ହର୍ଷବର୍ଦ୍ଧନ ନିଜ ପ୍ରତିକ୍ରିୟାରେ କହିଛନ୍ତି।


All Right Reserved By

ଭାରତୀୟ ସେନାରେ ଯୋଗଦେଲେ ଧୋନୀ, କରିବେ ଏହି କାମ

ଶ୍ରୀନଗର, ୨୫।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖୁବ୍‌ଶୀଘ୍ର ଭାରତୀୟ ସେନା ସହ ଯୋଗ ଦେବାକୁ ଯାଉଛନ୍ତି। ଜୁଲାଇ ୩୧ରେ...

ଅବୁଝମାଡ୍‌ ଅଞ୍ଚଳରେ ରହିଛି କେତେ ଗାଁ ତାହା ସରକାରଙ୍କୁ ନାହିଁ ଜଣା

ରାୟପୁର,୮।୭: ଛତିଶଗଡ଼ର ମାଓବାଦୀ ପ୍ରବଣ ଅଞ୍ଚଳ ଅବୁଝମାଡ୍‌ରେ କେତେ ଗାଁ ରହିଛି ସେ ନେଇ କୌଣସି ତଥ୍ୟ ସରକାରଙ୍କ ପାଖରେ ନାହିଁ। ଘନ ଜଙ୍ଗଲ ଦ୍ୱାରା...

ଭାରତରେ ବୟସ୍କଙ୍କ ସଂଖ୍ୟା ୧୦ କୋଟିରୁ ଅଧିକ: ଦେଢ଼ କୋଟି ବିତାଉଛନ୍ତି ନିଃସଙ୍ଗ ଜୀବନ

ନୂଆଦିଲ୍ଲୀ,୧।୧୦: ପ୍ରତିବର୍ଷ ଅକ୍ଟୋବର ୧କୁ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳିତ ହୋଇଥାଏ। ଭାରତରେ ୧୦କୋଟି ୪୦ ଲକ୍ଷରୁ ଅଧିକ ବୟସ୍କ ଲୋକ ରହିଛନ୍ତି। ସେମାନଙ୍କ ସଂଖ୍ୟା...

କେରଳରେ ପୁଣି ୨ ନିପା ରୋଗୀ ଚିହ୍ନଟ

ଥିରୁଭାନନ୍ତପୁରମ, ୬।୬: କେରଳକୁ ପୁଣି ଫେରିଛି ନିପା ଭାଇରସ। ନିପା ଆକ୍ରାନ୍ତ ସନ୍ଦେହରେ ପୁଣି ଦୁଇଜଣ ରୋଗୀଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ...

ବଢିବ ସୁନା ଦର

ନୂଆଦିଲ୍ଲୀ,୫।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ଉପସ୍ଥାପନ କରିଥିବା ପୂର୍ଣ୍ଣାଙ୍ଗ ବଜେଟରେ ପେଟ୍ରୋଲ, ଡିଜେଲ ଓ ସୁନା ଦର ବୃଦ୍ଧି ପାଇଥିବା ସୂଚନା ମିଳିଛି। ଏସବୁରେ...

ଯୋଗୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବାଧ୍ୟରେ ୨୨ ପୋଲିସ ନେଲେ ଅବସର

ଭୋପାଳ,୯।୭: ଭ୍ରଷ୍ଟାଚାର ଓ ଅଳସୁଆ କର୍ମଚାରୀଙ୍କ ବିରୋଧରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏହି କ୍ରମରେ ବାରାଣସୀରେ ୫୦ ବର୍ଷରୁ ଊର୍ଦ୍ଧ୍ୱ...

୩୭୦ ଉପରେ ପାର୍ଲାମେଣ୍ଟରେ ଭାଷଣ ଦେଇ ରାତାରାତି ହିରୋ ହେଲେ ଏମ୍‌ପି, ଏବେ ଫେସବୁକକୁ ନେଇ ଚିନ୍ତିତ

ନୂଆଦିଲ୍ଲୀ, ୮।୮:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ଏବଂ ରାଜ୍ୟକୁ ଦୁଇଭାଗ କରି ୨ଟି କେନ୍ଦ୍ର ଶାସିତ ଅଞ୍ଚଳ କରିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି...

ପିତାଙ୍କ ମୃତଦେହ ସାମ୍ନାରେ ବିବାହ କଲେ ଯୁବକ

ବିବାହ ଏକ ଶୁଭ ଅବସର ବୋଲି କୁହାଯାଏ। ହେଲେ ଜଣେ ପିତାଙ୍କ ଇଚ୍ଛା ପୁରଣ କରିବାକୁ ଯାଇ ପୁଅ ପିତାଙ୍କ ମୃତଦେହକୁ ସାମ୍ନାରେ ରଖି ବିବାହ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *