ଆଜି ରାଜ୍ୟରୁ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୭ ଶିଶୁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮ ଏବଂ ଜଗତସିଂହପୁରରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୬, ବାଲେଶ୍ୱର ୨୩, ବରଗଡ଼ ୨, ଭଦ୍ରକ ୧୨, ଦେବଗଡ଼ ୪, ଢେଙ୍କାନାଳ ୪, ଗଞ୍ଜାମ ୧, ଯାଜପୁର ୧୭, ଝାରସୁଗୁଡ଼ା ୪, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୨, କୋରାପୁଟ ୩, ମାଲକାନଗିରି ୨, ମୟୂରଭଞ୍ଜ ୧୩, ନୟାଗଡ଼ ୫, ପୁରୀ ୧୨, ରାୟଗଡ଼ା ୨, ସମ୍ବଲପୁର ୧୨, ସୋନପୁରରୁ ୫ ଏବଂ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୦।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୦,୨୩,୧୩୩ରେ ପହଞ୍ଚିଥିବା ବେଳେ ୧୦,୯୦,୦୮୮ଜଣ ସୁସ୍ଥ ହୋଇଛନ୍ତି। ୫୮୨୯ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri