Posted inରାଜ୍ୟ

ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୨ା୨- ଓଡ଼ିଶାରେ ସୋମବାର ୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୧୦୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ପୁରୀ ଓ ବାଲେଶ୍ୱରରୁ ୬, ରାୟାଗଡ଼ାରୁ ୪, ବଲାଙ୍ଗୀର, ଝାରୁସୁଗୁଡ଼ା, ମାଲକାନଗିରି ଓ ମୟୁରଭଞ୍ଜରୁ ୨, ବରଗଡ଼, ଭଦ୍ରକ, ଗଞ୍ଜାମ, କଳାହାଣ୍ଡି ଓ ଷ୍ଟେଟ୍‌ ପୁଲରୁ ୧ ଜଣେ ଲେଖାଲ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri