ଭୋଟର ତାଲିକାରୁ ବାଦ୍‌ ୫୪

ଭଦ୍ରକ ଅଫିସ, ୨୫ ।୧ ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କେଦାରପୁର ପଞ୍ଚାୟତର ୧ ନଂ. ୱାର୍ଡ ପରିବିନ୍ଧା ରସାଳପୁର ଗ୍ରାମର ୫୪ ଜଣଙ୍କ ନଁା ଭୋଟର ତାଲିକାରୁ ବାଦ୍‌ ପଡ଼ିଛି। ଏନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ସାମ୍ବିଧାନିକ ଅଧିକାର ପାଇଁ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ବିଧାନସଭା ଭୋଟର ତାଲିକାରେ ୱାର୍ଡର ସମସ୍ତ ଭୋଟରଙ୍କ ନଁା ଥିଲା। ହେଲେ ୨୦୨୨ରେ ନୂତନ ପଞ୍ଚାୟତ ଭୋଟର ତାଲିକାରୁ ୫୪ ଜଣଙ୍କ ନଁା କଟିଯାଇଛି। ପଞ୍ଚାୟତର ଜଣେ ଅଧିକାରୀ ଚଞ୍ଚକତା ପୂର୍ବକ ଅନ୍ୟ ୱାର୍ଡର ୫୪ ଭୋଟରଙ୍କ ନାମ ଦରଜ କରିବା ସହ ଭୋଟର ତାଲିକାର ଡ୍ରାଫ୍ଟ ପବ୍ଲିକେଶନ ସର୍ବସାଧାରଣରେ ନ କରାଇ ସେମାନଙ୍କ ନାମ କାଟି ଦେଇଛନ୍ତି। ଚୂଡ଼ାନ୍ତ ତାଲିକାରୁ ସେମାନେ ଜାଣିବାକୁ ପାଇଥିବା ବେଳେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ମତଦାନରୁ ବଞ୍ଚତ୍ତ ହେବେ। ଏ ସମ୍ପର୍କରେ ସେମାନେ ଜିଲାପାଳ ଓ ଭଦ୍ରକ ବ୍ଲକ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରିଛନ୍ତି। ଯଥାଶୀଘ୍ର ଜିଲା ପ୍ରଶାସନ ଏହାକୁ ଗୁରୁତ୍ୱ ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ଆନ୍ଦୋଳାତ୍ମକ ପନ୍ଥା ତଥା ଆମରଣ ଅନଶନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କ କାଠଫାଳିଆରେ ଶ୍ୱଶୁରଙ୍କ ଜୀବନ ଗଲା

ଆସିକା,୧୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି...

ଟ୍ରକ୍‌ ଚଢ଼ାଇ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପୁଅ

ଚଣ୍ଡିଖୋଲ,୫ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ ରାଧାଦେଇପୁର ପଞ୍ଚାୟତ ଅଫିସର ପିଅନ ବସନ୍ତ କୁମାର ସାହୁ(୫୮)ଙ୍କୁ ଗୁରୁବାର ଟ୍ରକ୍‌ ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ...

ଅଗଷ୍ଟ ୧ରେ ସମ୍ବଲପୁରୀ ଦିବସ, ସମ୍ବଲପୁରୀ ବସ୍ତ୍ର ପରିଧାନ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ବରଗଡ଼ ଅଫିସ,୨୮ା୭: ଆସନ୍ତା ଅଗଷ୍ଟ ୧ରେ ପାଳନ ହେବ ସମ୍ବଲପୁରୀ ଦିବସ। ଗୁରୁ ସ୍ବର୍ଗତଃ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମବାର୍ଷିକୀରେ ଏହା ପାଳନ କରାଯିବ। ତେବେ...

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌...

‘ସ୍ବଚ୍ଛ ଭାରତ, ସ୍ବଚ୍ଛ ରେଳ’ ଅଭିଯାନ: ପ୍ଲାଷ୍ଟିକ୍‌ ବ୍ୟବହାର କମାଇଛି ଭାରତୀୟ ରେଳପଥ

ଭୁବନେଶ୍ୱର,୭।୬(ବ୍ୟୁରୋ): ଯାତ୍ରୀମାନଙ୍କୁ ସ୍ବଚ୍ଛ ବାତାବରଣ ଓ ସୁଗମ ଯାତ୍ରା ସୁବିଧା ଦେବାଲାଗି ଭାରତୀୟ ରେଳ ପକ୍ଷରୁ ‘ସ୍ବଚ୍ଛ ଭାରତ, ସ୍ବଚ୍ଛ ରେଳ’ ଅଭିଯାନରେ ବିଭିନ୍ନ ପଦକ୍ଷେପ...

ଜଳିବାକୁ ଅମଙ୍ଗ ରାବଣ; କର୍ମଚାରୀ ଦଣ୍ଡିତ

ରାୟପୁର,୮।୧୦: ବେଶ୍‌ ଆନନ୍ଦ ଉଲ୍ଲାସରେ ଦେଶବ୍ୟାପୀ ଦଶହରା ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାବଣପୋଡ଼ି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ, ଯେଉଁଥିରେ ଲଙ୍କେଶ୍ୱରଙ୍କ ଦଶ ମୁଣ୍ଡ...

ରବିବାର, ସୋମବାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ବଙ୍ଗୋପସାଗରରେ ଲଗାତର ସୃଷ୍ଟି ହେଉଥିବା ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ରବିବାର ଏବଂ ସୋମବାର ରାଜ୍ୟର କିଛି ଜିଲାରେ ପ୍ରବଳରୁ...

ପୋଲିସ ବିରୋଧରେ ଗର୍ଜିଲା ଭାଜପା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଦୀର୍ଘ କିଛିଦିନ ଧରି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଉତୁକୁଡା ଗ୍ରାମ ପଞ୍ଚାୟତରେ ରାଜନୈତିକ ହିଂସା ଲାଗିରହିଛି। ଏହି ହିଂସାରେ ପଞ୍ଚାୟତର...

Advertisement
Archives

Model This Week