୫୪ ଶିକ୍ଷକ, କର୍ମଚାରୀଙ୍କ ଦରମା ବନ୍ଦ

ଢେଙ୍କାନାଳ ଅଫିସ,୨୪।୫ ନିର୍ଦ୍ଧାରିତ ସମୟ ଅନୁଯାୟୀ ସ୍କୁଲରେ ପହଞ୍ଚି ନ ଥିବାରୁ ଢେଙ୍କାନାଳ ଜିଲାର ୫୪ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି। ଏହି ଘଟଣା ଜଣାପଡ଼ିବା ପରେ ଶିକ୍ଷକ ଓ କର୍ମଚାରୀ ମହଲରେ ଛନକା ପଶିଯାଇଛି।
ପ୍ରକାଶ ଯେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଢେଙ୍କାନାଳ ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି ଏବଂ ଜିଲାର ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ସହାୟକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ମିଳିତ ତତ୍ତ୍ୱାବଧାନରେ ବିଭିନ୍ନ ସ୍କୁଲରେ ଯାଞ୍ଚ କରାଯାଇଥିଲା। ଗତ ୨୧ ତାରିଖରେ ଯାଞ୍ଚ ବେଳେ ସକାଳ ୬ଟା ପୂର୍ବରୁ ବିଭିନ୍ନ ବିଦ୍ୟାଳୟର ୪୧ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଓ ଅଣ ଶିକ୍ଷକ ସ୍କୁଲରେ ପହଞ୍ଚି ନ ଥିବା ଦେଖାଯାଇଥିଲା। ଫଳରେ ସେମାନଙ୍କ ଦରମା ବନ୍ଦ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ସୋମବାର ସଦର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ ବେଳେ ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଠିକ୍‌ ସମୟରେ ପହଞ୍ଚି ନ ଥିବା ଜଣାପଡ଼ିଥିଲା।
ଫଳରେ ସେମାନଙ୍କ ଦରମା ବନ୍ଦ କରାଯିବା ସହିତ କିଛି ଅଣ ଶିକ୍ଷକ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏହି ଚଢ଼ାଉ ଫଳରେ ଅନ୍ୟ ବିଦ୍ୟାଳୟର କର୍ମଚାରୀମାନେ ସଚେତନ ହେବା ସହିତ ସକାଳ ୬ଟା ପୂର୍ବରୁ ଉପସ୍ଥିତ ରହି ପୂର୍ବବର୍ଷ ପାଠ୍ୟକ୍ରମର ଶିକ୍ଷା ସଂଶୋଧନ କାର୍ଯ୍ୟକ୍ରମ ସଫଳ ରୂପାୟନ କରିପାରିବେ ବୋଲି ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri