ବିନା ମାସ୍କରେ ବୁଲୁଥିବା ଲୋକଙ୍କଠାରୁ ୫୪, ୨୦୦ ଜରିମାନା ଆଦାୟ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ପୋଲିସ ପକ୍ଷରୁ ଏନ୍‌ଫୋର୍ସମେଣ୍ଟ ଜାରି ରହିଛି। ଏ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଥାନା ପକ୍ଷରୁ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ୫୪ ହଜାର ୨୦୦ ଟଙ୍କା ଜରିମାନା ଆଦାୟ ହୋଇଛି। ସେହିପରି ୬୬୮ ଲିଟର ମଦ ଜବତ ସହ ଘଟଣାରେ ସମ୍ପୃକ୍ତ ୭ ଜଣଙ୍କୁ ଗିରଫ କରାଯାଇଛି। ଏ ନେଇ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?