Posted inଜାତୀୟ

୨୦୨୦ରେ ହେବ ଜନଗଣନା: ୧ ଅପ୍ରେଲ୍‌ରୁ ସେପ୍ଟେମ୍ବର ୩୦ ମଧ୍ୟରେ ହେବ ତଥ୍ୟ ସଂଗ୍ରହ

ନୂଆଦିଲ୍ଲୀ,୩।୮: ଆସନ୍ତା ୨୦୨୦ରେ ଦେଶରେ ଜନଗଣନା କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ୧ ଏପ୍ରିଲ୍‌ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏହା କରାଯିବ ବୋଲି କୁହାଯାଉଛି। ଘର ଘର ବୁଲି ନିୟୋଜିତ କର୍ମଚାରୀ ଆବଶ୍ୟକ ତଥ୍ୟ ସଂଗ୍ରହ କରିବେ। ଲୋକେ ଚାହିଁଲେ ତଥ୍ୟ ଅନ୍‌ଲାଇନ୍‌ରେ ମଧ୍ୟ ଦେଇପାରିବେ ବୋଲି ପୂର୍ବରୁ କୁହାଯାଉଥିଲା।


All Right Reserved By Dharitri.Com

ଦିଲ୍ଲୀରେ ହେବ ତ୍ରିମୁଖୀ ଲଢ଼େଇ

ନୂଆଦିଲ୍ଲୀ,୧୫ା୧(ପି.ଟି.): ମଙ୍ଗଳବାରଠାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି। ଫେବୃୟାରୀ...

ହିମସ୍ଖଳନ: ୨ ଯବାନ ଶହୀଦ

ଶ୍ରୀନଗର,୩୦ା୧୧(ପି.ଟି.) : କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍‌ ଗ୍ଲାସିୟର୍‌ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍‌ ହିମସ୍ଖଳନ ହେବାରୁ ୨ ଭାରତୀୟ...

ପଶ୍ଚିମବଙ୍ଗରେ ବିସ୍ଫୋରଣ: ୩ ମୃତ, ଜଣେ ଗୁରୁତର

କୋଲକାତା,୨୯।୧୦: ପଞ୍ଚିମବଙ୍ଗର ଫର୍ଜିପାରାରେ ଥିବା ବର୍ଡ଼ର ଆଉଟପୋଷ୍ଟ ପାଖରେ ବୋମା ବିସ୍ପୋରଣ ହୋଇଥିବା ଜଣାପଡିଛି। ଏହି ବିସ୍ପୋରଣରେ ତିନି ଜଣ ଗୋରୁଚାଲାଣକାରୀଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ...

ଜମ୍ମୁ-କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୧ ମୃତ, ଅନେକ ଆହତ

ଶ୍ରୀନଗର, ୨୭।୬: ଜମ୍ମୁ-କଶ୍ମୀରର ଶୋପିଆନ୍‌ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଜଣେ ସ୍କୁଟି...

ପୂର୍ବତନ ପିଡ଼ିପି ନେତା ଘୋଷଣା କଲେ ନୂଆ ରାଜନୈତିକ ଦଳ

ଶ୍ରୀନଗର,୮।୩: ଜମ୍ମୁ-କଶ୍ମୀରର ପୂର୍ବତନ ପିଡ଼ିପି ନେତା ତଥା ପୂର୍ବ ମନ୍ତ୍ରୀ ଅଲତାଫ୍‌ ବୁଖାରୀ ତାଙ୍କର ନୂଆ ରାଜନୈତିକ ଦଳ ସମ୍ପର୍କରେ ଘୋଷଣା କରିଛନ୍ତି। ସେ ତାଙ୍କ...

ଭାରତୀୟ ସେନାଙ୍କୁ ମିଳିଲା ଏସ୍‌ଆଇଜି-୭୧୬ ରାଇଫଲ: ଲକ୍ଷ୍ୟଭେଦ କ୍ଷମତା ୫୦୦ ମିଟର

ନୂଆଦିଲ୍ଲୀ,୧୫।୩: ବହୁ ପ୍ରତୀକ୍ଷା ପରେ ଭାରତୀୟ ସେନାକୁ ଏସ୍‌ଆଇଜି-୭୧୬ ରାଇଫଲ ମିଳିଛି। ଏନେଇ ଏକ ବର୍ଷ ପୂର୍ବରୁ ଆମେରିକା କମ୍ପାନୀ ସିଗସୌର ସହିତ ୭୦୦ କୋଟି...

୪ ସପ୍ତାହରେ ଅଯୋଧ୍ୟା ରାୟ: ସିଜେଆଇ କହିଲେ,ଚମତ୍କାର ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୯(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାର ଶୁଣାଣି ଯେକୌଣସି ପ୍ରକାରେ ଅକ୍ଟୋବର ୧୮ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ଉଭୟ...

ସବୁ ଅଣଗେଜେଟେଡ ପଦବୀ ଲାଗି ଗୋଟିଏ ପରୀକ୍ଷା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟରେ ଯୁବପିଢ଼ିଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସମସ୍ତ ଅଣଗେଜେଟେଡ ସରକାରୀ ପଦବୀରେ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ବ୍ୟବସ୍ଥା...

Leave a comment

Your email address will not be published. Required fields are marked *