‘ମେଟଲ୍‌ ମିଟ୍‌-୨୦୧୯’; ଗ୍ରାଣ୍ଡ ଫିନାଲେକୁ ଗଲେ ଜୁନିୟର ଟପ୍‌ ୮ ଟିମ୍‌: ଭୁବନେଶ୍ୱରର ସର୍ବାଧିକ ୬ ସ୍କୁଲ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶେଷ ହୋଇଛି ‘ମେଟଲ୍‌ ମିଟ୍‌-୨୦୧୯’ର ପ୍ରିଲିମ୍ସ ରାଉଣ୍ଡ। ଗ୍ରାଣ୍ଡ ଫିନାଲେ ପାଇଁ ଚୁଡ଼ାନ୍ତ ହୋଇଛି ‘ଟପ୍‌-୮’ଟିମ୍‌। ଫାଇନାଲକୁ ଯାଇଥିବା ଜୁନିୟର ଟିମ୍‌ଗୁଡ଼ିକମଧ୍ୟରେ ଭୁବନେଶ୍ୱରର ସର୍ବାଧିକ ୬ଟି ଟିମ୍‌ ରହିଛି। ଏଥିସହ ରାଉରକେଲା ଓ କଟକର ଗୋଟିଏ ଗୋଟିଏ ଟିମ୍‌ ଫାଇନାଲ୍‌ରେ ପହଞ୍ଚିଛନ୍ତି। ଭୁବନେଶ୍ୱରର ସାଇ ଇଣ୍ଟରନ୍ୟାସନାଲ ସ୍କୁଲ, ବକ୍ସି ଜଗବନ୍ଧୁ ଇଂଲିଶ ମିଡିୟମ୍‌ ସ୍କୁଲ, ଓଡିଏମ୍‌ ପବ୍ଲିକ୍‌ ସ୍କୁଲ,ଡିଏଭି ପୋଖରୀପୁଟ, ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌, ମଦର୍ସ ପବ୍ଲିକ୍‌ ସ୍କୁଲକୁ ଫିନାଲେ ଟିକେଟ୍‌ମିଳିଥିବା ବେଳେ ରାଉରକେଲାର ସେଣ୍ଟ୍‌ ପଲ୍‌ସ ସ୍କୁଲ୍‌,କଟକର ସିଡିଏସ୍ଥିତ ଡିଏଭି ପବ୍ଲିକ୍‌ ସ୍କୁଲ ଗୋଲ୍‌ଡେନ୍‌ ଟିକେଟ୍‌ ହାସଲ କରିଛନ୍ତି।

ପ୍ରକାଶଯୋଗ୍ୟ, ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଆୟୋଜିତ ଏହି ‘ମେଟଲ୍‌ ମିଟ୍‌’ ଲାଗି ସକାଳ ୮ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଜୁନିୟର ବର୍ଗଙ୍କ ପରେ ସିନିୟର ବର୍ଗଙ୍କ ମଧ୍ୟରେ ପ୍ରିଲିମ୍‌ ରାଉଣ୍ଡ ଅନୁଷ୍ଠିତ ହେବ।


All Right Reserved By

ବିଏସ୍‌ସିଏଲ୍‌ ପାଇଲା ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ(ବିଏସ୍‌ସିଏଲ୍‌)ର ସ୍ମାର୍ଟ ସାମାଜିକ ପ୍ରକଳ୍ପ ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ ୨୦୧୯ର ତୃତୀୟ ସଂସ୍କରଣର ବିଜେତା ହୋଇଛି। ଗତ ଶନିବାର...

୧୭ରେ ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ: ସାବିତ୍ରୀଙ୍କ ପାଇଁ କରିବେ ପ୍ରଚାର, ରୋଡ୍‌ ଶୋ’

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆସନ୍ତା ୨୦ରେ ବହୁ ପ୍ରତିକ୍ଷିତ ପାଟକୁରା ନିର୍ବାଚନ। ଏହାକୁ ମାତ୍ର ଦଶ ଦିନ ଥିବାବେଳେ ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜେଡି, ବିରୋଧୀ...

ସମାଜ ପରିବର୍ତ୍ତନରେ ପୋଲିସ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଭୁବନେଶ୍ୱର-କଟକ ଟୁଇନସିଟି ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଡ. ସୁଧାଂଶୁ ଷଡ଼ଙ୍ଗୀ। ଟୁଇନସିଟିରେ ଅପରାଧ...

ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ...

ନୂଆ ମୋଟର ଯାନ ନିୟମକୁ ନେଇ ଭୁବନେଶ୍ୱରରେ ହଙ୍ଗାମା: ପୋଲିସ ଗାଡ଼ି ସହ ୩ ସରକାରୀ ଗାଡ଼ିକୁ ଅଟକାଇ କାଗଜପତ୍ର ଯାଞ୍ଚ କଲେ ଉତ୍ତ୍ୟକ୍ତ ଲୋକେ

ଭୁବନେଶ୍ୱର,୭।୯(ବ୍ୟୁରୋ): ଭୁବନେଶ୍ୱର ରାଜମହଲ ଛକରେ ନୂଆ ମୋଟର ଯାନ ନିୟମକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସରକାରୀ ଓ ପୋଲିସ ଗାଡିକୁ ଯାଞ୍ଚ...

କଟକରେ ପୁଣି ବ୍ୟାପିଲା ଜଣ୍ଡିସ

କଟକ ଅଫିସ, ୩୧ା୭: କଟକ ସହରରେ ପୁଣି ଜଣ୍ଡିସ ବ୍ୟାପିଛି। ୨୫ନମ୍ବର ୱାର୍ଡ ଅଧୀନ ଆଖଡ଼ାଗଳିର ଏ.ଜମାଦଙ୍କ ସମେତ କେଶରପୁର ଅଞ୍ଚଳରେ ଅନେକ ଲୋକ ଜଣ୍ଡିସରେ...

ଶିଁକ୍‌ଲା ବଁଧା ଜୀବନ୍‌ ବିତଉଛନ୍‌ ସିନିକଟ୍‌

ବିଜେପୁର, ୬।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଟି.ଗଣ୍ଡପାଲି ପଁଚେତ୍‌ ସଦର ଗଁାର ସନିକଟ୍‌ ସାହୁ(୪୮)। ଦିନ୍‌ଥିଲା ସେ ବାହାଜଁାଗଲ୍‌ ମାଜି ମା’ବାପ୍‌, ସିଆନି...

ଏମ୍‌ସିଏଲ୍‌ କୋଇଲା ଖଣି ଦୁର୍ଘଟଣା : ୨ ମୃତଦେହ ଉଦ୍ଧାର

ତାଳଚେର,୨୬।୭(ନି.ପ୍ର.) : ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ମାଟି ଅତଡ଼ା ଧସି ପୋତି ହୋଇ ରହିଥିବା ୩ ଶ୍ରମିକଙ୍କ ମଧ୍ୟରୁ ୨...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *