Posted inଜାତୀୟ

ରାଜ୍ୟପାଳଙ୍କୁ ଭେଟିଲେ ଓମାର ଅବଦୁଲା: କହିଲେ ଅନୁଚ୍ଛେଦ ‘୩୫-ଏ’କୁ ନେଇ ଲୋକଙ୍କ ମନରେ ରହିିଛି ଶଙ୍କା

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ଶନିବାର ରାଜ୍ୟପାଳ ସତ୍ୟପାଲ ମଲିକ୍‌ଙ୍କୁ ଭେଟିଛନ୍ତି। ସେ କହିଛନ୍ତି ଯେ, ଅନୁଚ୍ଛେଦ ‘୩୫-ଏ’କୁ ନେଇ ରାଜ୍ୟର ଲୋକଙ୍କ ମଧ୍ୟରେ ଶଙ୍କା ରହିଛି। ତେବେ ଅନୁଚ୍ଛେଦ ୩୭୦କୁ ନେଇ କୌଣସି ଘୋଷଣା କରାଯିବାର ଯୋଜନା ନ ଥିବା ରାଜ୍ୟପାଳ କହିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଅନୁଚ୍ଛେଦ ‘୩୫-ଏ’ରେ ସଂଶୋଧନ କରି ବାକୁ ମନା କରିଥିବା ଓମାର କହିଛନ୍ତି। ମୋଦି ମଧ୍ୟ ରାଜ୍ୟରେ ଶୀଘ୍ର ନିର୍ବାଚନ କରାଇବାକୁ ଚାହୁଁଥିବା ଓମାର ସୂଚନା ଦେଇଛନ୍ତି।


All Right Reserved By Dharitri.Com

୩୩ ପ୍ରତିଶତ ଲୋକଙ୍କ ମତ:ମାନ୍ଦାବସ୍ଥାର କାରଣ ବିମୁଦ୍ରୀକରଣ

ନୂଆଦିଲ୍ଲୀ, ୮।୧୧:୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରିଥିଲେ। ଏଥିଯୋଗୁ ୮୬% ନୋଟ୍‌ ଅଚଳ ଓ ଅବୈଧ ହୋଇଯାଇଥିଲା। ଏବେ ଏହାର...

ଏନ୍‌ଆର୍‌ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍‌କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ

ମୁମ୍ବାଇ,୯।୧୨: ବଲିଉଡ୍‌ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ...

ମୋଦିଙ୍କ ହାତ ଛାଡିଲେ ହେବ ସତ୍ୟାନାଶ: ଫଡ଼ନବିଶ

ନାଗପୁର,୩।୮: ପାଖେଇ ଆସୁଛି ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ଏବେ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଜନାଦେଶ ଯାତ୍ରାରେ ବାହାରିଛନ୍ତି। ଶୁକ୍ରବାର ସେ...

ସପ୍ତମ ପର୍ଯ୍ୟାୟ ନିର୍ବାଚନ: ୧୭୦ ପ୍ରାର୍ଥୀଙ୍କ ବିରୋଧରେ ଅପରାଧ ମାମଲା

ନୂଆଦିଲ୍ଲୀ,୧୫ା୫ :ଆସନ୍ତା ୧୯ ତାରିଖରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ଲାଗି ଭୋଟଗ୍ରହଣ କରାଯିବ। ମୋଟ ୯୦୯ ପ୍ରାର୍ଥୀ ମଇଦାନରେ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୭୦...

ଲୋକ ସଭା ଦିନକ ପାଇଁ ମୁଲତବୀ

ନୂଆଦିଲ୍ଲୀ,୭ା୧୨(ପି.ଟି.): ଉନ୍ନାଓ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କହୁଥିବାବେଳେ ଦୁଇ କଂଗ୍ରେସ ଏମ୍‌ପି ତାଙ୍କ ପ୍ରତି ଧମକପୂର୍ଣ୍ଣ ଆକ୍ଷେପ କରିବାରୁ ଭାଜପା ଓ ଅନ୍ୟ ଦଳର...

୧୫ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ, ୯ା୧୧(ଆଇଏଏନ୍‌ଏସ୍‌): ସିବିଆଇ ପକ୍ଷରୁ ଉତ୍ତରପ୍ରଦେଶ ଓ କର୍ନାଟକର ୧୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବହୁ କୋଟି ଟଙ୍କାର ଆଇଏମ୍‌ଏ(ଆଇ ମନେଟାରୀ ଆଡଭାଇଜରି) ଦୁର୍ନୀତି ମାମଲାର...

ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ: କଂଗ୍ରେସ ଟୁଇଟ୍‌

ନୂଆଦିଲ୍ଲୀ,୫।୧୨: ପିଆଜ ଦାମ ବୃଦ୍ଧି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ନିର୍ମଳା ଲୋକ ସଭାରେ କହିଥିଲେ ଯେ,...

Leave a comment

Your email address will not be published. Required fields are marked *