ଅପରାହ୍ନ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ

ଝାରସୁଗୁଡ଼ା ଅଫିସ,୧୦ା୫: ବୁଧବାର ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ବର୍ତ୍ତମାନ ସୁଦ୍ଧା ଜାରି ରହିଛି। ତେବେ ଅପରାହ୍ନ ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ ହୋଇଥିବା ପ୍ରେସ୍‌ମିଟ୍‌ରେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସୂଚନା ଦେଇଛନ୍ତି। ଏହି ମତଦାନ ପ୍ରକ୍ରିୟା ସନ୍ଧ୍ୟା ୬ଟା ଯାଏ ଚାଲିବ।

ସୂଚନାଯୋଗ୍ୟ, ମୋଟ୍‌ ୨୫୩ଟି ବୁଥ୍‌ରୁ ୧୪୪ଟି ବୁଥ୍‌ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବା ବେଳେ ପ୍ରଥମଥର ପାଇଁ ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ କରାଯାଇଛି । ବୁଥ୍‌ଗୁଡ଼ିକରେ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ୨୬ଟି ପିଙ୍କ୍‌ ଓ ମ୍ୟୁନିସିପାଲିଟି ଅଞ୍ଚଳକୁ ଛାଡ଼ି ବିଭିନ୍ନ ପଞ୍ଚାୟତରେ କରାଯାଇଛି ୪୦ଟି ମଡେଲ ବୁଥ୍‌। ପିଙ୍କ୍‌ ବୁଥ୍‌ରେ କେବଳ ମହିଳା ପୋଲିଂ ଅଧିକାରୀ ଓ ମହିଳା ପୋଲିସ ଅଧିକାରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri