ଖସିଲା କରୋନା ଗ୍ରାଫ୍‌, ଆଜି ୫୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୭୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୦ଜଣ ଶିଶୁ ବି ଅଛନ୍ତି।

ଆଜି ବଲାଙ୍ଗୀରରୁ ସର୍ବାଧିକ ୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରରୁ ୮ ଏବଂ ଖୋର୍ଦ୍ଧାରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରୁ ୩, କଟକ ୪, ଦେବଗଡ଼ ୧, ଗଜପତି ୬, ଗଞ୍ଜାମ ୨, ଯାଜପୁର ୫, କୋରାପୁଟ ୧, ମୟୂରଭଞ୍ଜ ୨, ନୟାଗଡ଼ ୧ ଏବଂ ସମ୍ବଲପୁରରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୭୮ରେ ପହଞ୍ଚିଥିବା ବେଳେ ୧୨,୭୭,୭୫୦ ଜଣ ସୁସ୍ଥ ହୋଇଛନ୍ତି। ୪୫୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri