Advertisement

ସ୍କୁଟିରେ ଭର୍ତ୍ତି କଲେ ୫୫ ହଜାର ଟଙ୍କାର ପେଟ୍ରୋଲ…

ଥାଣେ, ୨୫।୯ : ପେଟ୍ରୋଲ ପମ୍ପରେ କମ ପେଟ୍ରୋଲ ଭରିବା ନେଇ ବାରମ୍ବାର ଅଭିଯୋଗ ହେଉଛି, କିନ୍ତୁ ମହାରାଷ୍ଟ୍ରର ଥାଣେରେ ଏହାର ଓଲଟା ଘଟିଛି। ଏଠାରେ ସ୍କୁଟିରେ ପେଟ୍ରୋଲ ଭରିବା ପାଇଁ ଜଣେ ଗ୍ରାହକଙ୍କଠାରୁ ୫୫ ହଜାର ଟଙ୍କା ଆଦାୟ କରାଯାଇଛି।

ଗ୍ରାହକ ମାତ୍ର ୫୫୦ ଟଙ୍କାର ପେଟ୍ରୋଲ ଭର୍ତ୍ତି କରିଥିଲେ। ଏହି ଘଟଣା ସାମ୍ନାକୁ ଆସିବା ମାତ୍ରେ ପେଟ୍ରୋଲ ପମ୍ପ ମାଲିକ ଅସୁବିଧାରେ ପଡ଼ିଥିଲେ। ପରେ, ଭୁଲକୁ ସଂଶୋଧନ କରି ଗ୍ରାହକଙ୍କ ଆକାଉଣ୍ଟକୁ ବାଲାନ୍ସ ରାଶି ଫେରସ୍ତ କରାଯାଇଥିଲା ।

ଜଣେ ଗ୍ରାହକ ହୋଣ୍ଡାର ଆକ୍ଟିଭା ସ୍କୁଟିରେ ପେଟ୍ରୋଲ ଭରିବା ପାଇଁ ଥାଣେର ଏକ ପେଟ୍ରୋଲ ପମ୍ପରେ ପହଞ୍ଚିଥିଲେ। ସେ ୫୫୦ଟଙ୍କା ମୂଲ୍ୟର ପେଟ୍ରୋଲ ଭର୍ତ୍ତି କରିଥିଲେ। କିନ୍ତୁ ଯେତେବେଳେ ସେ ଅନଲାଇନରେ ପେମେଣ୍ଟ କଲେ, ତାଙ୍କ ଆକାଉଣ୍ଟରୁ ୫୫ ହଜାର ଟଙ୍କା କଟାଯାଇଥିବା ଜଣାପଡିଥିଲା। ଏହା ପରେ ସେ ପେଟ୍ରୋଲ ପମ୍ପ ମାଲିକଙ୍କ ନିକଟରେ ଅଭିଯୋଗ କରିଥିଲେ।

ଏହି ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ଆଇନ-କୃଷକ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ ।୧: ମୋଦି ସରକାରଙ୍କନୂଆ କୃଷି ଆଇନକ ପ୍ରତ୍ୟାହାର ଦାବିରେ ପ୍ରାୟ ୪୭ ଦିନ ହେବ ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି...

ଆମେରିକା ପ୍ରସ୍ତୁତ କରୁଛି ନୂଆ କରୋନା ଭାଇରସ!

ଓ୍ବାଶିଂଟନ, ୧୫।୮: ସମଗ୍ର ବିଶ୍ୱରେ କରୋନା ମହାମାରୀ ସଙ୍କଟ ଥମିବାର ନାଁ ଧରୁନି। ଏଥିରୁ ମୁକ୍ତି ପାଇବା ପାଇଁ ସବୁ ଦେଶ ଟିକା ତିଆରି କରିବାରେ...

ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ମମତାଙ୍କ ନାଁରେ ସୁପ୍ରିମକୋର୍ଟରେ ଆବେଦନ

କୋଲକାତା,୬।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ସୋମବାର ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ମମତାଙ୍କୁ ପଦରୁ ହଟାଇବା ପାଇଁ ରାଜ୍ୟପାଳ...

ଇଡି ସମନ ନେଇ ତେଜିଲା ରାଜନୀତି

ନୂଆଦିଲ୍ଲୀ,୧୩ା୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଜୁନ୍‌ ୨୩ ଓ ତାଙ୍କ ପୁଅ ରାହୁଲ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର...

ରାହୁଲ ନିଜେ ଦେଇଥିଲେ ଇସ୍ତଫା, କେହି ତାଙ୍କୁ ଏନେଇ କହି ନଥିଲେ…

ନୂଆଦିଲ୍ଲୀ, ୨୪।୮ : କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା ବୁଧବାର ପୁଣି ଥରେ କଂଗ୍ରେସରେ ଆଭ୍ୟନ୍ତରୀଣ ପରିବର୍ତ୍ତନ ଆଣିବା ବିଷୟରେ କହିଛନ୍ତି। ସେ କହିଛନ୍ତି...

ଗେମିଂ ବେଡ୍‌

ସେ ଛୋଟ ହୁଅନ୍ତୁ କି ବଡ଼, ଭିଡିଓ ଗେମ୍‌ ଖେଳିବାକୁ ଅନେକେ ଭଲପାଆନ୍ତି। ହେଲେ ଦୀର୍ଘ ସମୟ ବସି ବସି ଖେଳୁ ଖେଳୁ ଅଣ୍ଟା କାଟିଥାଏ।...

ମିଗ୍‌- ୨୯କେ ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ

ପଣଜି,୧୬।୧୧: ଗୋଆରେ ପ୍ରଶିକ୍ଷଣ ରତ ମିଗ୍‌- ୨୯କେ ଯୁଦ୍ଧ ବିମାନ ଶନିବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହାଇଛି। ପ୍ରଶିକ୍ଷଣ ପାଇଁ ଉଡାଣ ଆରମ୍ଭ କରିବା ସମୟରେ...

Advertisement
Archives

Model This Week