Odisha Elections 2024

୭ ବର୍ଷରେ ମଲେଣି ୫୫ ବାଘ

ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ରାଜ୍ୟରେ ୨୦୧୫-୧୬ଠାରୁ ୨୦୨୩ ସେପ୍ଟେମ୍ବର ୨୫ ତାରିଖ ମଧ୍ୟରେ ୬୯୮ ହାତୀଙ୍କ ମୃତ୍ୟୁ ଘଟିଛି। ସେହିପରି ୪୮ କଲରାପତରିଆ ବାଘ ଓ ୭ଟି ମହାବଳ ବାଘଙ୍କ ମୃତ୍ୟୁ ହୋଇଥିବା ଜଙ୍ଗଲ, ପରିବେଶ ଓ ଜଳବାୟୂ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ବିଭିନ୍ନ ରୋଗ, ବିଦ୍ୟୁତ ଆଘାତ, ରେଳ ଦୁର୍ଘଟଣା, ସଡ଼କ ଦୁର୍ଘଟଣା, ଶିକାର, ବିଷ ପ୍ରୟୋଗ ଆଦି ହାତୀ ଓ ବାଘ ମୃତ୍ୟୁର ପ୍ରମୁଖ କାରଣ ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତି। ହାତୀ ଓ ବାଘ ମୃତ୍ୟୁର ନିରାକରଣ ଉପରେ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ଯେ, ସେମାନଙ୍କ ବାସସ୍ଥଳୀର ସୁରକ୍ଷା ଓ ସମୃଦ୍ଧି, ଖାଦ୍ୟ ଉପଯୋଗୀ ବୃକ୍ଷରୋପଣ, ଚାରଣ ଭୂମିର ବିକାଶ, କୃତ୍ରିମ ଜଳାଶୟ ସୃଷ୍ଟି, ଜଙ୍ଗଲ ନିଆଁର ପ୍ରତିରୋଧ, ଶିକାର କମାଇବା ଲାଗି ପଦକ୍ଷେପ ସର୍ବୋପରି ସ୍ପେଶାଲ ସ୍କ୍ବାଡ୍‌ ମୁତୟନ କରାଯିବା ନେଇ ପଦକ୍ଷେପ ନିଆଯିବ। ସେପଟେ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଆଉ ଏକ ପ୍ରଶ୍ନରେ ଜଙ୍ଗଲ ମନ୍ତ୍ରୀ ଉତ୍ତର ଦେଇ ପ୍ରତିବର୍ଷ ରାଜ୍ୟରେ ହାରାହାରି ୮୦ଟି ହାତୀଙ୍କର ବିଭିନ୍ନ କାରଣରୁ ମୃତ୍ୟୁ ହେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ

ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ...

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି...

ଏମ୍‌ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା

ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri