Advertisement
Posted inଜାତୀୟ

୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ମିଳିବ ବାଳ ଅପରାଧୀଙ୍କ ଦଣ୍ଡ: ଜୁଭେନାଇଲ୍‌ ବୋର୍ଡକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୮।୧୦: ଜଣେ ୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ବାଳ ଅପରାଧୀଙ୍କ ଲାଗି ଧାର୍ଯ୍ୟ ହୋଇଥିବା ଦଣ୍ଡାଦେଶ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତି ଜଣଙ୍କ ନାମରେ ୧୯୮୧ରେ ଏକ ହତ୍ୟା ଅଭିଯୋଗ ହୋଇଥିଲା। ସେତେବେଳେ ସେ ନାବାଳକ ଥିଲେ। ତାଙ୍କ ପାଇଁ କିଭଳି ଦଣ୍ଡାଦେଶ କରାଯିବ ସେ ନେଇ ଜୁଭେନାଇଲ୍‌ ବୋର୍ଡକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅପରାଧ ଘଟିଥିବାବେଳେ ବ୍ୟକ୍ତି ଜଣକ ନାବାଳକ ଥିବାରୁ ତାଙ୍କର ଦଣ୍ଡାଦେଶ ୨୦୦୦ ଜୁଭେନାଇଲ୍‌ ଅଧିନିୟମ ୧୫ ଅନୁସାରେ କରାଯିବା ଲାଗି ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରପ୍ରଦେଶ ବହରାଇଚ କୋର୍ଟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ କରିଥିଲେ। ତେବେ ସୁପ୍ରିମ୍‌କୋର୍ଟର ବିଚାରପତି ଏସ୍‌.ଅବ୍ଦୁଲ ନଜିର୍‌ ଏବଂ ସଞ୍ଜିବ ଖାନ୍ନାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ବହରାଇଚ କୋର୍ଟଙ୍କ ଦଣ୍ଡାଦେଶକୁ ଖାରଜ କରିବା ସହିତ ନୂଆ ଦଣ୍ଡାଦେଶ ଲାଗି ଜୁଭେନାଇଲ୍‌ ବୋର୍ଡକୁ ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃଷକଙ୍କ ସମର୍ଥନରେ ପୁରସ୍କାର ଫେରାଇବା ଜାରି ରହିଛି

ନୂଆଦିଲ୍ଲୀ,୪ ।୧୨: କେନ୍ଦ୍ରର କୃଷି ଆଇନକୁ ନେଇ କୃଷକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଏବେ ଏହାକୁ ସମର୍ଥନ କରି ବିଭିନ୍ନ ଆୱାର୍ଡ ଫେରାଇବା...

ଅଧରାତିରେ ଜୟଶଙ୍କରଙ୍କୁ ଫୋନ କରି ଏମିତି କହିଥିଲେ ପ୍ରଧାନମନ୍ତ୍ରୀ ମୋଦି

ନ୍ୟୁୟର୍କ,୨୩।୯: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଏକ ରୋଚକ ଘଟଣା ଶେୟାର କରିଥିଲେ। ‘ମୋଦୀ...

୪୦ କଂଗ୍ରେସ ବିଧାୟକଙ୍କୁ ପଠାଗଲା ହୋଟେଲ

ଜୟପୁର,୨।୬: ରାଜସ୍ଥାନରେ ୪ ରାଜ୍ୟ ସଭା ଆସନ ଲାଗି ନିର୍ବାଚନ ହେବାକୁ ଥିବାବେଳେ ସମସ୍ତ ଦଳୀୟ ବିଧାୟକଙ୍କୁ ଏକାଠି କରି ରଖିବା ଲାଗି କଂଗ୍ରେସ ପ୍ରାୟ...

ସିବିଆଇ ସମ୍ମୁଖରେ ୧୪ ବଡ଼ ପ୍ରଶ୍ନ

ନୂଆଦିଲ୍ଲୀ, ୨୦ା୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ସିବିଆଇ କରିବ ବୋଲି ସୁପ୍ରିମକୋର୍ଟ ବୁଧବାର ସ୍ପଷ୍ଟ କରିଛନ୍ତି। ଅଗଷ୍ଟ ୨୦ରୁ...

ଆଜମ୍‌ ଖାନ୍‌ ଗୁରୁତର

ଲକ୍ଷ୍ନୌ, ୩୦।୫ : ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେ ଅକ୍ସିଜେନ୍‌ ସପୋର୍ଟରେ ରହିଥିବା ଲକ୍ଷ୍ନୌସ୍ଥିତ ମେଦାନ୍ତ ହସ୍ପିଟାଲ ପକ୍ଷରୁ...

ଦୁନିଆର ଆଲୋକ ଦେଖି ପାରିବେନି ୬୮ ଲକ୍ଷ କନ୍ୟା: ମାତୃଗର୍ଭରେ କରାଯିବ ହତ୍ୟା !

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୮: ଦେଶରେ କନ୍ୟା ଭ୍ରୁଣ ହତ୍ୟା ଜାରି ରହିଛି। ସରକାରୀ ଆଇନ ଏକ୍ଷେତ୍ରରେ ବିଶେଷ ସଫଳ ହେଉ ନ ଥିବା କୁହାଯାଉଛି। ଏଭଳି ଧାରା...

ନିର୍ଭୀକ ସ୍ବର ହେବାକୁ ଚାହେଁ

ନୂଆଦିଲ୍ଲୀ, ୬ା୭: ସୋସିଆଲ ମିଡିଆରେ ଟ୍ରୋଲ ଏବଂ ବିଭିନ୍ନ ଥାନାରେ ମାମଲା ରୁଜୁ ସତ୍ତ୍ୱେ ଫିଲ୍ମ ନିର୍ଦ୍ଦେଶିକା ଲୀନା ମାନିମେକଲାଇ ସବୁପ୍ରକାର ଫଳାଫଳାକୁ ସାମ୍‌ନାକୁ କରିବାକୁ...

ଥାନାରେ ପ୍ରଥମ ରାତି କାଟିଲେ ବର-କନ୍ୟା

ଅହମ୍ମଦାବାଦ, ୨୫।୫: ରାଜସ୍ଥାନର ଭରତପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ବିବାହ ସମାରୋହରେ ବରଯାତ୍ରୀଙ୍କ ଝଗଡା ଯୋଗୁ ବର-କନ୍ୟାଙ୍କୁ ଥାନାରେ ପ୍ରଥମ ରାତି...

Advertisement
Archives

Model This Week