ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି। ସହିଦନଗର ଥାନା ପୋଲିସ ଓ କୁଇ୍‌କ୍‌ ଆକ୍ସନ ଟିମ୍‌ କେସୁରା ଅଞ୍ଚଳରେ ଚଢ଼ାଉ କରି ଏହି ରାକେଟର ପର୍ଦ୍ଦାଫାଶ କରିଛି ।

ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗୋଟିଏ କାର୍‌ ଓ ଦୁଇଟି ବାଇକ ଜବତ ହୋଇଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଖବରଦାତା ସମ୍ମିଳନୀର ସୂଚନା ଦେଇଛନ୍ତି। ଦୁଇ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କୁ ଦଳିଦେଲା ହାତୀ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ସାତମାଇଲ,୩୦ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଦୁଦୁରୁକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ୨ ଜଣ ମହିଳାଙ୍କୁ ହାତୀ ଦଳିଦେବାରୁ ଉଭୟଙ୍କର...

୭ ଜିଲାକୁ ସୁନାମି ଭୟ

ଭୁବନେଶ୍ୱର,୩।୭(ବ୍ୟୁରୋ):ରାଜ୍ୟକୁ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ସୁନାମି ଆଉ ଏକ ବିପତ୍ତି ଭାବେ ଉଭାହେଲାଣି। କେଉଁ ସମୟରେ ସୁନାମି ଉପକୂଳକୁ କ୍ଷତି ପହଞ୍ଚାଇବ ତାହା...

ମୋଦୀଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ୨

ନୂଆଦିଲ୍ଲୀ,୭।୭: ମୋଦୀ କ୍ୟାବିନେଟର ବୁଧବାର ସମ୍ପ୍ରସାରଣ ହୋଇଛି। ଓଡ଼ିଶାର ୨ ଭାଜପା ନେତା କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଏମ୍‌ପି...

ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ରବିନାରାୟଣ ଶତପଥୀ ନିର୍ବାଚିତ

କଟକ ଅଫିସ, ୨୨ା୧୦: ଓଡ଼ିଶା ରାଜ୍ୟ ଟ୍ରକ ମାଲିକ ମହାସଂଘର ସାଧାରଣ ସମ୍ପାଦକ ରବିନାରାୟଣ ଶତପଥୀ ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ...

ଓପିଏସ୍‌ସି ସଦସ୍ୟ ଭାବେ ଶପଥ ନେଲେ ସରିତା ସୁପକାର

କଟକ ଅଫିସ, ୩୧ା୮: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ର ନୂତନ ସଦସ୍ୟ ଭାବେ ଡ. ସରିତା ସୁପକାର ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। କଟକସ୍ଥିତ ଓପିଏସ୍‌ସି କାର୍ଯ୍ୟାଳୟରେ...

ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲା: ଖବରଦାତାଙ୍କୁ ପଚରାଉଚରା, ମୋବାଇଲ ଜବତ

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ଆତ୍ମହତ୍ୟା ଘଟଣାକୁ...

କେୟାର ହସ୍ପିଟାଲରେ ଲୋକଙ୍କୁ ପାର୍କିଂ ମନା

ଭୁବନେଶ୍ୱର, ୩୧ା୧୦: ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌, ଆପାର୍ଟମେଣ୍ଟ, ମଲ୍‌ରେ ଲୋକଙ୍କ ଗାଡ଼ି ରଖିବା ଆବଶ୍ୟକ ପାର୍କିଂ ସ୍ଥାନ ରଖିବାକୁ ବାଧ୍ୟ। ଏବେ...

କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା...

Advertisement
Archives

Model This Week