ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି। ସହିଦନଗର ଥାନା ପୋଲିସ ଓ କୁଇ୍‌କ୍‌ ଆକ୍ସନ ଟିମ୍‌ କେସୁରା ଅଞ୍ଚଳରେ ଚଢ଼ାଉ କରି ଏହି ରାକେଟର ପର୍ଦ୍ଦାଫାଶ କରିଛି ।

ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଗୋଟିଏ କାର୍‌ ଓ ଦୁଇଟି ବାଇକ ଜବତ ହୋଇଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଖବରଦାତା ସମ୍ମିଳନୀର ସୂଚନା ଦେଇଛନ୍ତି। ଦୁଇ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଜମି ଉପରେ ନଜର ରଖିବ ‘ବ୍ଲୁଇସ୍‌’

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ୍‌)। ଏହା ଏକ ଓ୍ବେବ୍‌ ଓ ମୋବାଇଲ ଆପ୍‌ ଆଧାରିତ...

ଓ୍ବାର୍ଡ ରାସ୍ତାରେ ଆବର୍ଜନା ପାଣି

ଭୁବନ,୧୫ା୧୦ (ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୯ ଓ ୧୦ ନମ୍ବର ୱାର୍ଡ ମଧ୍ୟରେ ଯାଇଥିବା ମୁଖ୍ୟ ରାସ୍ତା ଉପରେ ଆବର୍ଜନା ପାଣି ମାଡୁଛି।...

କୋମାରେ ସନ୍ତୋଷପୁର ସ୍ବାସ୍ଥ୍ୟକେନ୍ଦ୍ର: ୧୦ବର୍ଷ ହେଲା ନାହାନ୍ତି ଡାକ୍ତର

ରୂପ୍‌ସା, ୬ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନରେ ଥିବା ସନ୍ତୋଷପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ କୌଣସି ଡାକ୍ତର ନିଯୁକ୍ତି ହେଉ...

ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ: ଏଣିକି ୧୮ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଥିବାବେଳେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବ। ୧୮ରୁ ୪୪ବର୍ଷ ବୟସ୍କଙ୍କୁ ଏହି ପର୍ଯ୍ୟାୟରେ ଟିକା...

ଦଣ୍ଡ ପରିବର୍ତ୍ତେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

କେନ୍ଦ୍ରାପଡ଼ା ଅଫିସ, ୩୧ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ରବିବାର ‘ମନ୍‌ କି ବାତ୍‌’ରେ ଆପୱା (ଆକସନ ଫର ପ୍ରୋଟେକ୍ସନ ଅଫ୍‌ ୱାଇଲ୍ଡ ଆନିମଲସ୍‌) ସଂସ୍ଥାକୁ...

ଇସ୍ପାତ ପ୍ରକଳ୍ପରୁ ଓହରିଗଲେ ୪ କମ୍ପାନୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ):ରାଜ୍ୟରେ ଇସ୍ପାତ ଶିଳ୍ପ ସ୍ଥାପନ କରିବାକୁ ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କରିଥିବା ୪ କମ୍ପାନୀ ପ୍ରକଳ୍ପରୁ ଓହରି ଯାଇଛନ୍ତି। ବିଧାୟକ ନାଉରି ନାୟକଙ୍କ...

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) – କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ,...

ଘରଭଙ୍ଗା ବିପନ୍ନଙ୍କୁ ସାହାଯ୍ୟର ହାତବଢ଼ାଇଲେ କମ୍ରେଡ

ପୁରୁଣା ଭୁବନେଶ୍ୱର,୨୦ା୭ (ଡି.ଏନ୍‌.ଏ.): ବାତ୍ୟା ଫନୀ ଯିବାର ୨ମାସ ୧୪ଦିନ ପରେ ମଧ୍ୟ ବିପନ୍ନଙ୍କୁ ଏଯାବତ ସହାୟତା ମିଳିପାରି ନାହିଁ। ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ବିପନ୍ନଙ୍କ...

Advertisement


Archives

Model This Week

Why Dharitri