ଚାଇନାରେ ଓ୍ବାଇଫା ବାତ୍ୟା: ରାସ୍ତାରେ ଖେଳିଲେ ମାଛ

ବେଜିଂ,୪।୮: ଚାଇନାରେ ଓ୍ବାଇଫା ବାତ୍ୟା ଯୋଗୁ ରାସ୍ତା ଘାଟ ପାଣିରେ ଭରି ଯାଇଛି। ଫଳରେ ରାସ୍ତାରେ ବଡ଼ ବଡ଼ ମାଛ ଖେଳୁଥିବା ଦେଖିବାକୁ ମିଳିଛି। ଲୋକେ ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ବୋଟ୍‌ରେ ବସି ମାଛ ଧରୁଥିବା ଦୃଶ୍ୟ ଚାଇନା ଜାତୀୟ ଟେଲିଭିଜନରେ ପ୍ରସାରିତ ହୋଇଛି। ମାଛର ଓଜନ ୫ କିଲୋଗ୍ରାମ୍‌ରୁ ୧୦ କିଲୋଗ୍ରାମ୍‌ ପର୍ଯ୍ୟନ୍ତ ଥିବା କୁହାଯାଉଛି। ମାଛ ଧରିବାକୁ ଶହଶହ ଲୋକେ ଆଣ୍ଠୁଏ ପାଣିରେ ବୁଲୁଥିବା ଦେଖିବାକୁ ମିଳିଥିଲା।


All Right Reserved By Dharitri.Com

ଅଗଷ୍ଟ ୧୫ରେ ପାକିସ୍ତାନରେ ବି ଗୁଞ୍ଜି ଉଠିଲା ସମବେତ ‘ଜୟ ହିନ୍ଦ୍‌’ ସ୍ବର

ଇସଲାମାବାଦ୍‌, ୧୫।୮: ଅଗଷ୍ଟ ୧୫ରେ ଭାରତର ସ୍ବାଧୀନତା ଦିବସ ପାଳିତ ଅବସରରେ ପାକିସ୍ତାନରେ ମଧ୍ୟ ଗୁଞ୍ଜି ଉଠିଛି ସମବେତ ଜୟ ହିନ୍ଦ୍‌ ସ୍ବର। ପାକିସ୍ତାନର ବାଲୁଚିସ୍ତାନ...

ଫିନଲାଣ୍ଡ୍‌ ତୃତୀୟ ଥର ପାଇଁ ସୁଖୀଦେଶ ତାଲିକାରେ ପ୍ରଥମ : ଭାରତରେ କମୁଛି ସୁଖୀଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଦୁନିଆର ସୁଖୀ ଦେଶ ତାଲିକା ପ୍ରକାଶ ପାଇଛି। ଏଥିରେ ୧୫୬ ଦେଶ ମଧ୍ୟରେ ଫିନ୍‌ଲାଣ୍ଡ୍‌ ଲଗାତାର ତୃତୀୟଥର ପାଇଁ ପ୍ରଥମ ସ୍ଥାନ ହାସଲ କରିଛି।...

କଣ୍ଟ୍ରୋଲ+ସି, କଣ୍ଟ୍ରୋଲ+ଭିର ଜନକ ଲାରି ଟେସଲରଙ୍କ ପରଲୋକ

ଓ୍ବାଶିଂଟନ,୨୦।୨: ବିଶ୍ୱରେ ଯେଉଁମାନେ କମ୍ପ୍ୟୁଟରର ବ୍ୟବହାର କରିଛନ୍ତି ସମସ୍ତେ କଣ୍ଟ୍ରୋଲ+ସି ଓ କଣ୍ଟ୍ରୋଲ+ଭିର ବ୍ୟବହାର ନିଶ୍ଚିତ ଭାବେ ଜାଣିଥିବେ। କାରଣ କମ୍ପ୍ୟୁଟର ବ୍ୟବହାର ସମୟରେ ଏହି...

୧୮ ବର୍ଷ ପରେ ଫେରୁଛି ଆମେରିକା ସେନା

୨୦୦୧ରୁ ଆଫଗାନିସ୍ତାନରେ ଆମେରିକା ଓ ନାଟୋ ସେନା ଉପସ୍ଥିତ ରହିଛନ୍ତି। ଯୁଦ୍ଧରେ ୨୪୦୦ ଆମେରିକା ସୈନ୍ୟ ପ୍ରାଣ ହରାଇଥିବାବେଳେ ଆଫଗାନିସ୍ତାନର ୧୦ ହଜାରରୁ ଊର୍ଦ୍ଧ୍ୱ ଯବାନ...

ମେଦବହୁଳତାରୁ ବି ଦୂରେଇ ରଖେ ଚୁଇଗମ୍‌…

ଚୁଇଗମ୍‌ ଚୋବାଇବା ଦ୍ୱାରା  ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ପାଚନ କ୍ରିୟା ସ୍ବାଭାବିକ ହୁଏ। ନିୟମିତ ଚୁଇଗମ୍‌ ଚୋବାଇଲେ ପାଟିରୁ ଅଧିକ ଲାଳ କ୍ଷରଣ ହୋଇଥାଏ।...

ସୌଦି ମହିଳାଙ୍କୁ ମିଳିଲା ସ୍ବାଧୀନତା

ରିୟାଦ,୨।୮: ସାଧାରଣତଃ ସୌଦି ମହିଳାଙ୍କ ପାଇଁ ନାନା କଟକଣା ରଖାଯାଇଛି। ପୁରୁଷ କୈନ୍ଦ୍ରୀକ ସମାଜରେ ଏବେ କିନ୍ତୁ ଏହି ମହିଳାମାନେ ପୁରୁଷଙ୍କ ବିନା ପରାମର୍ଶରେ ବିଦେଶ...

ମାଇନସ୍‌ ୫୨ ଡିଗ୍ରୀରେ ଦୌଡିଲେ ମାରାଥନ ଧାବକ: ଚେହେରାରେ ଜମିଗଲା ବରଫ

ବେଜିଂ,୨୮।୧୨: ଉତ୍ତର ଚାଇନାର ମଙ୍ଗୋଲିଆ ନିକଟରେ ଥିବା ଜେନେ ସହରରେ ୨୦୧୯ର ଚାଇନା ପୋଲ ଅଫ୍‌ କୋଲ୍ଡ ମାରାଥନର ଆୟୋଜନ କରାଯାଇଥିଲା। ଏଥିରେ ପାଖାପାଖି ୧୫ଶହ...

ପବନରେ ଝୁଲୁଛି ଏହି ମନ୍ଦିର

ଚାଇନାରେ ଦୀର୍ଘ ୧୫ଶହ ବର୍ଷ ହେବ ଏକ ମନ୍ଦିର ପବନରେ ଝୁଲୁଥିବା କୁହାଯାଏ। ଚାଇନାର ଏହା ଏକମାତ୍ର ମନ୍ଦିର ଯାହା ଦୀର୍ଘ ବର୍ଷ ହେଲା ପବନରେ...

Leave a comment

Your email address will not be published. Required fields are marked *