Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ପ୍ଲାଷ୍ଟିକରେ ଉପହାର ଦେଇ ଜରିମାନା ଗଣିଲେ ମେୟର

ବେଙ୍ଗାଲୁରୁ,୪।୮: କର୍ନାଟକ ବେଙ୍ଗାଲୁରୁର ମେୟର ଗଙ୍ଗାମବିକି ମଲ୍ଲିକାର୍ଜୁନ ୫ଶହ ଟଙ୍କା ଜରିମାନା ଦେଇଛନ୍ତି। କାରଣ ନିକଟରେ ସେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କୁ ସାକ୍ଷାତ୍‌ କରି ଯେଉଁ ଉପହାର ଦେଇଥିଲେ ତାହା ଏକ ପ୍ଲାଷ୍ଟିକ ଜରିରେ କଭର କରାଯାଇଥିଲା। ଏଥିପାଇଁ ତାଙ୍କୁ ୫ ଶହ ଟଙ୍କା ଜରିମାନା ଦେବାକୁ ପଡିଛି। ସୂଚନାଯୋଗ୍ୟ, ୨୦୧୬ରୁ ବୃହତ ବେଙ୍ଗାଲୁରୁ ମହାନଗର ପାଳିକା ଦ୍ୱାରା ବେଙ୍ଗାଲୁରୁରେ ପ୍ଲାଷ୍ଟିକ ବର୍ଜନ କରାଯାଇଛି। ତେଣୁ ଏହାପରେ ପ୍ଲାଷ୍ଟିକର ବ୍ୟବହାର କଲେ ସେଠାରେ ଜରିମାନା ଦେବାକୁ ପଡୁଛି। ମେୟର ମଧ୍ୟ ଏହି ନିୟମରୁ ବାଦ୍‌ ପଡି ନାହାଁନ୍ତି।


All Right Reserved By

ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ନୂଆ ମୋଟରଯାନ ନିୟମ: ମମତା

କୋଲକାତା,୧୧।୯: ସମଗ୍ର ଦେଶରେ ସେପ୍ଟେମ୍ବର ୧ରୁ ନୂଆ ମୋଟରଯାନ ନିୟମ ଲାଗୁ ହୋଇଛି। ନୂତନ ନିୟମ ଅନୁସାରେ ଟ୍ରାଫିକ ନିୟମ ଉଲଂଘନ ଓ ଜରୁରୀ କାଗଜପତ୍ର...

ଅଜବ ବିଶ୍ୱାସ: ବାଘ ଏମାନଙ୍କ ପାଇଁ ଭାଇ

ଭୋପାଳ: କାହ୍ନା ଅଭୟାରଣ୍ୟ ବାହାରେ ରହିଥିବା ବଇଗା ସମ୍ପ୍ରଦାୟ ଆଦିବାସୀଙ୍କର ବାଘ ଓ ମଣିଷ ଏକାଠି ରହିବାର ଏକ ଅଜବ ବିଶ୍ୱାସ ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ...

୧୪ ରାଜ୍ୟରୁ ୧୨୭ ସନ୍ଦିଗ୍ଧ ଆଇଏସ୍‌ ଗିରଫ: ଜାକିର ନାଇକଙ୍କ ଭାଷଣ ଶୁଣି ଆତଙ୍କବାଦୀ ସଂଗଠନ ଯୋଗାଯୋଗରେ ଥିଲେ

ନୂଆଦିଲ୍ଲୀ,୧୪।୧୦: ଇସଲାମିକ୍‌ ଧର୍ମ ଉପଦେଶକାରୀ ଜାକିର ନାଇକଙ୍କ ଭାଷଣ ଦ୍ୱାରା ପ୍ରେରିତ ହୋଇ ଆଇଏସ୍‌ ସହିତ ଯୋଗାଯୋଗରେ ଥିବା ୧୨୭ ସନ୍ଦିଗ୍ଧଙ୍କୁ ୧୪ ରାଜ୍ୟରୁ ଗିରଫ...

ରାହୁଲ ଗାନ୍ଧୀଙ୍କୁ ସମନ୍‌

ପାଟ୍‌ନା,୨୮ା୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପାଟ୍‌ନା ହାଇକୋର୍ଟ ସମନ୍‌ ଜାରି କରି ମେ ୨୦ରେ ହାଜର ହେବାକୁ କହିଛନ୍ତି। ବିହାରର ଉପମୁଖ୍ୟମନ୍ତ୍ରୀ ତଥା ଭାଜପା...

ମୋତେ ବିଧାୟକ ଭାବେ ନିର୍ବାଚିତ କଲେ କଟିବନି ମୋଟର ଚାଲାଣ

ଫତେହାବାଦ,୧୦।୧୦: ହରିୟାଣାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟ ଜୋର ଧରିଲାଣି। ଫତେହାବାଦରେ ଏବେ ଭୋଟରଙ୍କୁ ପ୍ରଲୋଭନ ଦେଖାଇବାକୁ ଯାଇ ଏଠାକାର ଭାଜପା...

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ମୃତ

ମୁମ୍ବାଇ/ଭୋପାଳ/ନୂଆଦିଲ୍ଲୀ,୧୪ା୯(ପି.ଟି.): ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଓ ଦିଲ୍ଲୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ୩୩ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ବୟସ ୨୦ ବର୍ଷ...

ପ୍ରିୟଙ୍କାଙ୍କ ପଛଘୁଞ୍ଚା ରଣନୀତି

ନୂଆଦିଲ୍ଲୀ,୨୭ା୪: ପ୍ରଥମେ କଳ୍ପନାଜଳ୍ପନା, ପରେ ନିଜେ ସଙ୍କେତ ଦେଇଥିଲେ ‘ରାହୁଲ କହିଲେ ଲଢ଼ିବି’ ଆଉ ଶେଷରେ ପଛଘୁଞ୍ଚା। ଦେଶର ସବୁଠୁ ହଟ୍‌ ସିଟ୍‌ କୁହାଯାଉଥିବା ଉତ୍ତରପ୍ରଦେଶ...

ଜନ୍ମମାସ କୁହେ ବ୍ୟକ୍ତି କେତେ ରୋମାଣ୍ଟିକ୍‌

ଜନ୍ମମାସ ଓ ରାଶିରୁ ଜଣେ ବ୍ୟକ୍ତିର ବ୍ୟକ୍ତିତ୍ୱ ବିଷୟରେ କିଛି ସୂଚନା ମିଳିଥାଏ। ତେବେ ଜୁଲାଇ ମାସରେ ଜନ୍ମିତ ବ୍ୟକ୍ତିଙ୍କ ପାଖରେ ରହିଛି କିଛି ବିଶେଷତ୍ୱ।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *