Posted inଜାତୀୟ

ମହିଳାଙ୍କୁ ସ୍ବାବଲମ୍ବି କରିବାକୁ ସେନା ଖୋଲିଲା ଟେଲରିଂ ୟୁନିଟ୍‌

ପୁଞ୍ଚ,୪।୮: ଜମ୍ମୁ-କଶ୍ମୀରର ସୁରାନକୋଟେ ଅଞ୍ଚଳରେ ଥିବା ଫସାଲା ବାଦ ଗାଁରେ ଭାରତୀୟ ସେନା ଦ୍ୱାରା ଏକ ଟେଲରିଂ ୟୁନିଟ୍‌ ଖୋଲିଛି। ଏଥିରେ ବହୁ ସଂଖ୍ୟାରେ ମହିଳା ଓ ବରିଷ୍ଠ ନାଗରିକ ଯୋଗ ଦେଇଛନ୍ତି। ତେବେ ମହିଳାମାନଙ୍କୁ ସ୍ବାବଲମ୍ବି କରାଇବା ଉଦ୍ଦେଶ୍ୟରେ ଏହି ୟୁନିଟ ଖୋଲାଯାଇଥିବା ପ୍ରକାଶ କରିଛନ୍ତି ମେଜର ଜେନରାଲ ପି ଏସ୍‌ ବାଜଓ୍ବା। ଏହି ୟୁନିଟରେ ମହିଳାମାନଙ୍କୁ ଟେଲରିଂ ଉପରେ ୬ ମାସର ପ୍ରଶିକ୍ଷଣ ଦିଆଯିବ। ଆଗକୁ ମଧ୍ୟ ସେନା ଦ୍ୱାରା ଆହୁରି ଏମିତି କିଛି କାମ କରାଯିବ ବୋଲି ବାଜଓ୍ବା ସୂଚନା ଦେଇଛନ୍ତି। ଏହି ଟେଲରିଂ ୟୁନିଟ୍‌ ଖୋଲିବା ଦ୍ୱାରା ସ୍ଥାନୀୟ ମହିଳା ମଧ୍ୟ ଖୁସି ପ୍ରକାଶ କରିଛନ୍ତି।


All Right Reserved By Dharitri.Com

ଅନ୍ତିମ ସଂସ୍କାର ପାଇଁ ବୃଦ୍ଧାଙ୍କ ମୃତଦେହକୁ କାନ୍ଧରେ ବୋହିଲେ ବୋହୂ ଓ ଝିଅ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ବାରାଣାସୀ,୧୯।୯: ଜଣେ ୭୫ ବର୍ଷ ବୟସ୍କା ବୃଦ୍ଧାଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାରରେ ପରିବାରର ବୋହୂ ଓ ଝିଅ ମାନେ ମିଳିମିଶି ମୃତଦେହକୁ କାନ୍ଧରେ ଶ୍ମଶାନକୁ...

ମହାରାଷ୍ଟ୍ରରେ ମିଳିତ ଭାବେ ଲଢିବେ ଭାଜପା-ଶିବସେନା

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ଭାଜପା-ଶିବସେନା ମିଳିତ ଭାବେ ନିର୍ବାଚନ ଲଢିବା କଥା ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ...

୮ କ୍ୟାବିନେଟ କମିଟିରେ ଶାହ

ନୂଆଦିଲ୍ଲୀ,୭ା୬(ଆଇଏଏନ୍‌ଏସ୍‌):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡିକର ପୁନର୍ଗଠନ କରିଥିଲାବେଳେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ଗଠିତ...

ଉନ୍ନାଓରେ ୧୧ମାସରେ ୯୦ ବଳାତ୍କାର ଘଟଣା: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ, ୭।୧୨: ଉନ୍ନାଓ ବଳାତ୍କାର ଘଟଣାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଗତ...

ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଲା, ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା ସହାୟତା

ମୁମ୍ବାଇ, ୧୭।୭: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡି ୧୪ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ...

ଉତ୍ସବ ପାଳନ କଲା ଭାଜପା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନେଇଛି ନୂଆମୋଡ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା , ଏନ୍‌ସିପି ଓ କଂଗ୍ରେସ ମେଣ୍ଟ ସରକାର ଗଢିବାକୁ ଚାହିଁ ବସିଥିବା ବେଳେ...

ଚିଫ୍‌ ଅଫ ଷ୍ଟାଫ୍‌ କମିଟି ମୁଖ୍ୟ ହେଲେ ବିପିନ ରାୱତ

ନୂଆଦିଲ୍ଲୀ,୨୭।୯: ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାୱତ ଶୁକ୍ରବାର ଚିଫ୍‌ ଅଫ ଷ୍ଟାଫ୍‌ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି। ପୂର୍ବରୁ ଏହି ପଦରେ ବାୟୁସେନା ମୁଖ୍ୟ...

ଅନିଦ୍ରା ସମସ୍ୟା ଦୂର କରିବା ପାଇଁ ତକିଆ ତଳେ ରଖନ୍ତୁ ଏହାକୁ…

ମନୁଷ୍ୟକୁ ନିରୋଗ ରଖିବା ପାଇଁ ଗୋଲାପ ଫୁଲ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନିଦ୍ରା ରୋଗରୁ ଦୂରେଇ ରହିବା ଲାଗି ଏହା ମହୌଷଧୀ ସଦୃଶ କାମ...

Leave a comment

Your email address will not be published. Required fields are marked *